Latest Odisha News

BREAKING NEWS

Browsing Category

ଓଡିଶା

Odisha

କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୩ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଶୁକ୍ରବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ବିଭାଗର ପୂର୍ବାନୁମାନ ଅନୁଯାୟୀ, ଜୁଲାଇ ୫ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖ‌ୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିରେ…

ମିଳିଲା ନିଖୋଜ ନବଜାତ ଶିଶୁ, ମିଳୁନି ମା’ ର ପତ୍ତା

ପାରାଦୀପ: ନବଜାତ ପୁତ୍ରସନ୍ତାନକୁ ବିକ୍ରି ଅଭିଯୋଗ ଘଟଣା।ଭାଇଜାଗରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର। ଉଦ୍ଧାର ପରେ ଶିଶୁଟିକୁ ପାରାଦୀପ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁଟିକୁ ନିଜେ ଦଲାଲ୍ ପାରାଦୀପ ଆଣି ଆସିଥିବା ସୂଚନା ମିଳିଛି। ସେପଟେ ଘଟଣା ପ୍ରଘଟ ପର ଠାରୁ ନବଜାତର ମାଆ ଗାଏବ…

ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ନେଇ ବଢିଲା ରାଜନୀତି

ଭୁବନେଶ୍ବର: କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର? ଆସନ୍ତାକାଲି ହୋଇପାରେ ନିଷ୍ପତ୍ତି । ରତ୍ନଭଣ୍ଡାର ଖୋଲିବା ତାରିଖ ସହ ମୋଡାଲିଟି ନେଇ କାଲି ନୂଆ କମିଟି ଘୋଷଣା କରିବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । କେଉଁ ପ୍ରକ୍ରିୟାରେ ଗଣତି ହେବ, କେଉଁ ଏଜେନ୍ସି ଏଥିରେ ସାମିଲ…

ସଇଁତଳା ସହରରେ ବ୍ୟାପିଲା ଡେଙ୍ଗୁ, ୧୮ ଆକ୍ରାନ୍ତ ଚିହ୍ନଟ

ଟିଟିଲାଗଡ଼: ସଇଁତଳା ସହରରେ ବ୍ୟାପିଲା ଡେଙ୍ଗୁ। ସହରରେ ମୋଟ ୧୮ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ। ସେମାନଙ୍କ ମଧ୍ୟରୁ ୧୧ ଜଣ ଭୀମଭୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ ଚିହ୍ନଟ ନେଇ ସୂଚନା ଦେଇଛନ୍ତି ସଇଁତଳା ମେଡିକାଲ ଇନଚାର୍ଜ। ମିଳିଥିବା ସୂଚନା ମୁତାବକ, ସଇଁତଳା…

ଅବସର ପରେ ମଧ୍ୟ ଥିଲା ପଦବୀ, ଏବେ ହେଲେ ବିଦା

ଭୁବନେଶ୍ବର: ନିଜ ପଦବୀରୁ ହଟିଲେ ୨ ଅବସର ପ୍ରାପ୍ତ ସରକାରୀ ଅଧିକାରୀ। ଅବସର ପରେ ମଧ୍ୟ ଏମାନେ ସରକାରୀ ପଦବୀରେ ଥିଲେ। ଆଜି ବିଧିବଦ୍ଧ ଭାବରେ ସେମାନଙ୍କୁ ତାଙ୍କ ପଦବୀରୁ ହଟାଇ ନୂତନ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି। ଏହି ଦୁଇ ଅବସପ୍ରାପ୍ତ ସରକାରୀ ଅଧିକାରୀ ହେଉଛନ୍ତି ସୁଡା ପ୍ରକଳ୍ପ…

ଅପହଞ୍ଚ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ଯୋଜନା, ସ୍କୁଲ ଯାତାୟତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ଏଣିକି ସ୍କୁଲ ପହଞ୍ଚି ପାରୁନଥିବା ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଆଣିଛନ୍ତି ନୂତନ ଯୋଜନା। ଏହି ଯୋଜନା ମାଧ୍ୟମରେ ସଭିଏଁ ସ୍କୁଲ ଯିବେ। ବିଦ୍ୟାଳୟରେ ଉପସ୍ଥାନ ବଢାଇବା ପାଇଁ ଆରମ୍ଭ ହେଲା ନିଆରା ବ୍ୟବସ୍ଥା। ଏଣିକି ସ୍କୁଲ ଯିବାର ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର।…

ଲାଞ୍ଚ ନେଇଥିଲେ ସରକାରୀ ବାବୁ, ମାଡ଼ିବସିଲା ଭିଜିଲାନ୍ସ

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ ଅଧିକାରୀ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ତହସିଲର ଆରଆଇ ବିଶ୍ଵନାଥ ରାୟ ବେହେରାଙ୍କୁ ଗିରଫ କରୁଛି ଭିଜିଲାନ୍ସ। ୨୦ ହାଜର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ। ମିଳିଥିବା ସୂଚନା ଅନୁସାରେ, ସରକାରୀ ଜମିରେ ଥିବା ଏକ…

ବୃକ୍ଷ ରୋପଣରେ ୧ ନମ୍ବର ଓଡିଶା, ଆହୁରି ଲାଗିବ ୫ କୋଟି ଗଛ

ଭୁବନେଶ୍ବର: ବୃକ୍ଷ ରୋପଣରେ ସାରା ଦେଶରେ ୧ ନମ୍ବର ଓଡିଶା । ଏକ ପେଡ୍ ମା’ କେ ନାମରେ ଲାଗିଛି  ମଧ୍ୟମରେ ଲାଗିଛି ୧ ଲକ୍ଷ ୪୫ ହଜାର ଗଛ । ଏହାକୁ ନେଇ ଗଛ ଲଗାଇବାରେ ଏକ ନମ୍ବର ସ୍ଥାନ ହାସଲ କରିଛି ଓଡିଶା । ଏନେଇ ଖୁସି ବ୍ୟକ୍ତ କରି ସୂଚନା ଦେଇଛନ୍ତି ମୋହନ ଚରଣ ମାଝୀ । ଏହା ସହିତ ୪୮…

ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଚୌଧୁରୀ ପ୍ରତାପ କେଶରୀ ମିଶ୍ରଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଚୌଧୁରୀ ପ୍ରତାପ କେଶରୀ ମିଶ୍ରଙ୍କର ଗୁରୁବାର ରାତିରେ ଦେହାନ୍ତ ହୋଇଯାଇଛି। ମୁତ୍ଯୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ପରିବାରର ସୂଚନା ଅନୁଯାୟୀ, ସେ ଚାରିମାସ ହେବ ହସ୍ପିଟାଲର ଆଇସିୟୁରେ ଥିଲେ ଏବଂ ରାତି ୧୧.୫୯ମି.ରେ…

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ହେଲେ ଆଇଏଏସ ଅଫିସର ପରାଗ ହର୍ଷଦ ଗାଭାଲି

ଭୁବନେଶ୍ୱର: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ହେଲେ ଆଇଏଏସ ଅଫିସର। ସୁନ୍ଦରଗଡ଼ ଜିଲ୍ଲାପାଳ ଡ. ପରାଗ ହର୍ଷଦ ଗାଭାଲିଙ୍କୁ ୫ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର। ୨୦୧୩ ବ୍ୟାଚ୍ ଅଫିସର ବର୍ତ୍ତମାନ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳ…