Latest Odisha News

BREAKING NEWS

Browsing Category

ଓଡିଶା

Odisha

କାର୍ଯ୍ୟାନୁଷ୍ଠାନ ଭୟ, ହାଇକୋର୍ଟ ଗଲେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ

ଭୁବନେଶ୍ୱର: ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ମାମଲାରେ କାର୍ଯ୍ୟାନୁଷ୍ଠାନ ପୂର୍ବରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ରଘୁନନ୍ଦନ ଦାସ। ହାଇକୋର୍ଟର ଦ୍ୱାରସ୍ଥ ହୋଇ ଜାମିନ୍ ପାଇଁ ଆବେଦନ କରିଛନ୍ତି ପୂର୍ବତନ ବିଧାୟକ। ବିଜେଡି ସାଂଗଠନିକ…

ସହରାଞ୍ଚଳ ବନ୍ୟା ପରିଚାଳନା ନିମନ୍ତେ ୨୦୦ କୋଟି ଟଙ୍କାର ପ୍ରସ୍ତାବ ହେବ; ସହାୟତା କରିବ ଆଇଆଇଟି ଦିଲ୍ଲୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୪ରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ରାଜ୍ୟରେ ଥିବା ଦୁର୍ବଳ ଥିବା ନଦୀବନ୍ଧ ଏବଂ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି…

ଜୁଲାଇ ୫ରୁ ଦିବ୍ୟ କଳା ମେଳା, ଦିବ୍ୟ କଳା ଶକ୍ତି ଓ ଦିବ୍ୟାଙ୍ଗ ଜନ ରୋଜଗାର ମେଳା

ଭୁବନେଶ୍ଵର: ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ଅଧୀନ ଭିନ୍ନକ୍ଷମ (ଦିବ୍ୟାଙ୍ଗଜନ) ସଶକ୍ତୀକରଣ ବିଭାଗ ପକ୍ଷରୁ ଜାତୀୟ ଦିବ୍ୟାଙ୍ଗଜନ ଫାଇନାନ୍ସ ଆଣ୍ଡ ଡେଭଲପମେଣ୍ଟ କର୍ପୋରେସନ୍ (ଏନଡିଏଫଡିସି) ଜରିଆରେ ଦିବ୍ୟ କଳା ଶକ୍ତି ଓ ଦିବ୍ୟ କଳା ମେଳା ଆୟୋଜନ କରିବାକୁ ଯାଉଛି…

ଓଡିଶାରେ କାର୍ଯ୍ୟକାରୀ ହେବ କେନ୍ଦ୍ର ସରକାରଙ୍କ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’

ଭୁବନେଶ୍ୱର: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ…

ଘର ଭିତରୁ ମିଳିଲା ଆସିଷ୍ଟାଣ୍ଟ ସେକ୍‌ସନ୍‌ ଅଫିସରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ଵର: ଲୋକସେବା ଭବନରେ କାର୍ଯ୍ୟରତ ଏଏସଓଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଆଚାର୍ଯ୍ୟ ବିହାର ସ୍ଥିତ ରହୁଥିବା ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଏଏସଓ ମୋରା ମାରାଣ୍ଡି । ଆତ୍ମହତ୍ୟା କରିଥିବା ସନ୍ଦେହ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସଚିବାଳୟ ଇସ୍ପାତ ଓ…

ପାହାଡ ଉପରୁ ୩ ଜଣଙ୍କ ମୃତଦେହ ଉଦ୍ଧାର

ବାଲେଶ୍ଵର: ନିଖୋଜର ୫ ଦିନ ପରେ ମିଳିଲା ମୃତଦେହ । ବାଲେଶ୍ୱର ଜିଲା ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ରାଜସ୍ୱ ଗ୍ରାମର ଆଦିବାସୀ ବସ୍ତି ବରପଦା ଗ୍ରାମରେ ଚାରି ଦିନ ଧରି ନିଖୋଜ ଥିବା ୩ ଜଣ ଆଦିବାସୀଙ୍କର ମୃତ ଶରୀର ବଡ଼ପୋଖରୀ ନିକଟସ୍ଥ ଜଙ୍ଗଲରୁ ମିଳିଛି । ତେବେ କିଏ କେଉଁ…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ଚାଲିଛି ମକଡ୍ରିଲ୍

ପୁରୀ: ଜୁଲାଇ ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଶୃଙ୍ଖଳିତ ତଥା ସୁରକ୍ଷିତ ରଥଯାତ୍ରା ପାଇଁ ବିଭିନ୍ନ ବିଭାଗ ପକ୍ଷରୁ ମକଡ୍ରିଲ୍ କରାଯାଇଛି। ପ୍ରଥମେ ପୁରୀ ଟାଉନ ଥାନା ଠାରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସହ ମକଡ୍ରିଲ କରାଯାଇଛି।…

ଜିଏ ବିଭାଗକୁ ଫେରିଲେ ସିଏମଓରେ କାର୍ଯ୍ୟରତ ୪ ଅଫିସର

ଭୁବନେଶ୍ଵର: ଜିଏ ବିଭାଗକୁ ଫେରିଲେ ସିଏମଓରେ କାର୍ଯ୍ୟରତ ୪ ଅଫିସର । ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମଓରେ କାର୍ଯ୍ୟରତ ଥିଲେ ଏହି ୪ ଜଣ । ଏହି ୪ ଜଣ ହେଉଛନ୍ତି ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ ମିଶ୍ର ଏବଂ ମନୋଜ କୁମାର ସ୍ବାଇଁ । ୨୦୨୪…

ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ ସବଇନ୍ସପେକ୍ଟର

ପାରାଦୀପ: ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ ସବଇନ୍ସପେକ୍ଟର । ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୁଜଙ୍ଗ ଥାନା ଏସଆଇ ବିବେକାନନ୍ଦ ସାହୁ । ଏକ ମାମଲାର ରଫାଦଫା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଇ ଯାଉଥିବା ବେଳେ କୁଜଙ୍ଗ ଥାନା ଠାରୁ ୧ କିଲୋମିଟର ଦୂର ଷଣ୍ଢପୁରରୁ ଧରିଲା ଭିଜିଲାନ୍ସ । ସୂଚନା…

ପୂର୍ବତଟ ରେଳପଥର ରଥଯାତ୍ରା ପ୍ରସ୍ତୁତି, ୧୫ ଲକ୍ଷ ଭକ୍ତଙ୍କୁ ଯୋଗାଇ ଦିଆଯିବ ସୁବିଧା

ଭୁବନେଶ୍ଵର: ରଥଯାତ୍ରା ସମୟରେ ଯାତ୍ରୀଙ୍କ ଭିଡକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ବିଶେଷ ପ୍ରସ୍ତୁତି ଆରମ୍ଭ କରିଛି । ରଥ ଯାତ୍ରା ସମୟରେ ସ୍ୱତନ୍ତ୍ର ଟ୍ରେନର ସୁରକ୍ଷା, ନିରାପତ୍ତା ଏବଂ ସମୟାନୁବର୍ତ୍ତୀତା ମାନଦଣ୍ଡ ଯୋଗାଇଦେବା ସହିତ ବହୁ ଜନସମାଗମକୁ ଦୃଷ୍ଟିରେ ରଖି ଷ୍ଟେସନ ପରିସରର ପରିମଳ…