Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଡ଼ ଧରଣର ଏନକାଉଣ୍ଟର, ୫ ମାଓବାଦୀ ନିହତ

ମାଲକାନଗିରି: ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର । ଏନକାଉଣ୍ଟରରେ ୫ ଜଣ ମାଓବାଦୀ ନିହତ ହୋଇଛନ୍ତି । ନାରାୟଣପୁର ଜିଲ୍ଲା କୋହକାମେଟା ଥାନା ଅଞ୍ଚଳରେ ସୁରକ୍ଷାବାହିନୀର ଯୋରଦାର ଅପରେସନ । ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ…

ବଲ୍ଲେ ବଲ୍ଲେ ଢାବା ପରେ କୁସୁମା ବଙ୍ଗଳା

ଯାଜପୁର: ଧର୍ମଶାଳାର ବଲ୍ଲେ ବଲ୍ଲେ ଢାବା ପରେ ଯାଜପୁର କୁସୁମା ବଙ୍ଗଳାକୁ ନେଇ ଉଠିଲାଣି ବିବାଦ । ଯାଜପୁର ପୌରପାଳିକା ଅଧୀନରେ ଥିବା କୁସୁମା ପୋଖରୀରେ ତିଆରି ହୋଇଥିଲା ବିଳାସପୂର୍ଣ୍ଣ ବଙ୍ଗଳା। ବଲ୍ଲେ ବଲ୍ଲେ ଢାବା ଭଳି କୁସୁମା ବଙ୍ଗଳାକୁ ନେଇ ବି ସ୍ଥାନୀୟ ଲୋକେ ସାଂଘାତିକ ଅଭିଯୋଗ…

ଜ୍ୱରରେ ଆକ୍ରାନ୍ତ ଶ୍ରୀଜିଉ ମାନଙ୍କୁ ଲାଗି ହେଲା ଦଶମୂଳ ମୋଦକ

ପୁରୀ: ଅଣସର ଘରେ ରହି ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି । ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଚାଲିଛି ଗୁପ୍ତସେବା । ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଲାଗି ହୋଇଛି ଦଶମୂଳ ମୋଦକ । ରାଜବୈଦ ଏହି ଦଶମୂଳ ମୋଦକ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଲାଗି କରିଛନ୍ତି । ନୀଳାଦିଅ ମହୋଦୟ ଶାସ୍ତ୍ର…

ସ୍ୱାଭାବିକ ହେଲା ସ୍ଥିତି, ବାଲେଶ୍ୱର ସହରରୁ ଉଠିଲା ରାତ୍ରିକାଳୀନ କର୍ଫ୍ୟୁ

ବାଲେଶ୍ଵର: ବାଲେଶ୍ୱର ସହରରୁ ସମ୍ପୂର୍ଣ୍ଣ ଭାବରେ କର୍ଫ୍ୟୁ ପ୍ରତ୍ୟାହୃତ କଲା ପ୍ରଶାସନ । ସ୍ଥିତି ସ୍ୱାଭାବିକ ହେବା ପରେ କର୍ଫ୍ୟୁ ହଟାଇଛି ପ୍ରଶାସନ । ଏନେଇ ସୂଚନା ଦେଇଛନ୍ତି ବାଲେଶ୍ୱର ଜିଲ୍ଲାପାଳ ଆଶିଷ ଠାକରେ । ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳକୁ ନେଇ କିଛିଦିନ ତଳେ କର୍ଫ୍ୟୁ ଲାଗିଥିଲା ।…

ରଣକ୍ଷେତ୍ର ପାଲଟିଲା ମାଷ୍ଟର କ୍ୟାଣ୍ଟିନ, ମୁହାଁମୁହିଁ ହେଲେ ବିଜେପି-କଂଗ୍ରେସ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରର ମାଷ୍ଟର କ୍ୟାଣ୍ଟିନ ଛକ ପାଲଟିଲା ରଣକ୍ଷେତ୍ର । ମାଷ୍ଟର କ୍ୟାଣ୍ଟିନରେ ମୁହାଁମୁହିଁ ହୋଇଛନ୍ତି ବିଜେପି ଓ କଂଗ୍ରେସ କର୍ମୀ । ରାହୁଲଙ୍କ ହିନ୍ଦୁ ବିରୋଧୀ ମନ୍ତବ୍ୟ ପାଇଁ ହଙ୍ଗାମା ହୋଇଥିବା ସୂଚନା । ପୋଲିସ ଉପସ୍ଥିତିରେ ପରସ୍ପର ଉପରକୁ ଟେକାପଥର, ଗୋବର…

ଦୁର୍ଘଟଣାରେ ଟ୍ରାଫିକ ପୋଲିସଙ୍କ ମୃତ୍ୟୁ ଘଟଣା; ଧରାପଡିଲା ଟ୍ରକ୍ ଡ୍ରାଇଭର

ଭୁବନେଶ୍ୱର: ଭୁବନେଶ୍ୱରର ଜୟଦେବ ବିହାର ଫ୍ଲାଏ ଓଭର ନିକଟ NH-16 ରେ ଜଣ‌େ ଟ୍ରାଫିକ୍ ପୋଲିସ୍ କନଷ୍ଟେବଳଙ୍କୁ ଗାଡି ଧକ୍କା ଦେବା ଘଟଣାରେ ମଙ୍ଗଳବାର ଦିନ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପ‌ୋଲିସ। ସମ୍ପୃକ୍ତ ଅଭିଯୁକ୍ତ ଜଣକ କଟକ ଜିଲ୍ଲାର ଗହିରାଗଡିଆର ପ୍ରଶାନ୍ତ କୁମାର ନାୟକ ବୋଲି…

ନକଲି ସାର୍ଟିଫିକେଟରେ ଚାକିରି କରିବା ଘଟଣା; ୨ ଶିକ୍ଷକ ଜେଲରେ

ବରଗଡ: ସାରା ରାଜ୍ୟରେ ନକଲି ସାର୍ଟିଫିକେଟକୁ ନେଇ ହଇଚଇ। ସରକାରୀ ବିଦ୍ୟାଳୟରେ ଚାକିରି ପାଇବା ପାଇଁ ନକଲି ପ୍ରମାଣପତ୍ର ଦାଖଲ ଅଭିଯୋଗରେ ବରଗଡର ଦୁଇଜଣ ଶିକ୍ଷକ ଏବ‌େ ଜେଲରେ। ସୂଚନାନୁସାରେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସେମାନଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ କରିବା ପରେ ନକଲି…

ରଥଯାତ୍ରା: ତୃଟିଶୂନ୍ୟ ପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ

ପୁରୀ: ରଥଯାତ୍ରାକୁ ନଜରର‌େ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାର‌େ ପୁରୀ ଟାଉନ ହଲଠାରେ ଆଜି ଅନୁଷ୍ଠିତ ହ‌ୋଇଯାଇଛି ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ। ଏହି ଅବସରରେ ସେ ରଥଯାତ୍ରାର ସୁପରିଚାଳନା ପାଇଁ ସମସ୍ତ ସେବାୟତଗଣ, ପ୍ରଶାସନ, ବିଭିନ୍ନ ସାମାଜିକ ସଂଗଠନ ଓ ସ୍ଥାନୀୟ…

କାହିଁକି ସବୁଜରୁ ଗେରୁଆ ରଙ୍ଗ ହେଉଛି ଲକ୍ଷ୍ମୀ ବସ୍ ?

ଭୁବନେଶ୍ବର: ଶଙ୍ଖ ପୋଷ୍ଟର ହଟିଥିଲା, ଏବେ ବଦଳିଲା ରଙ୍ଗ । ସବୁଜରୁ ଗେରୁଆ ରଙ୍ଗ ହୋଇଛି ଲକ୍ଷ୍ମୀ ବସ୍ । ଢେଙ୍କାନାଳରେ ବସର ରଙ୍ଗ ବଦଳକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି । କାହା ନିର୍ଦ୍ଦେଶରେ ବସର ରଙ୍ଗ ବଦଳା ଯାଉଛି, ସେନେଇ ଜଣାପଡିନି । ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ…

ପଡ଼ିଲା ତାଲା, ସିଲ୍ ହେଲା ବଲ୍ଲେ ବଲ୍ଲେ ଢ଼ାବା

ଯାଜପୁର: ତାଲା ପଡ଼ିଲା ଯାଜପୁର ଧର୍ମଶାଳାର ବଲେ ବଲେ ଢାବାରେ। ବିନା କାଗଜପତ୍ରରେ ଏହି ଢାବା ବେଆଇନ ଭାବେ ଚାଲିଥିବା ଅଭିଯୋଗ ହେବା ପରେ ଖୋଳତାଡ ଆରମ୍ଭ ହୋଇଥିଲା । ଢ଼ାବାକୁ ସିଲ କରିବାକୁ ନୋଟିସ୍ କରିଥିଲେ ବିଡ଼ିଓ । ଆଜି ବିଡିଓଙ୍କ ନିର୍ଦ୍ଦେଶରେ ଅଧିକାରୀମାନେ ଢ଼ାବାରେ ତାଲା ପକାଇଛନ୍ତି…