Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜମୁଛି ଜୁଗାର ଯାତ୍ରା , ଲାଉମୁଣ୍ଡାରେ ହଜାର ହଜାର ଲୋକଙ୍କ ସମାଗମ

ବରଗଡ : ବରଗଡ ଜିଲ୍ଲା ଲାଉମୁଣ୍ଡାର ପ୍ରସିଦ୍ଧ ଯୁଗାର ଯାତ୍ରା । ଦୀର୍ଘ ୬୨ ବର୍ଷ ହେବ ଏହି ଯାତ୍ରା ପାଳିତ ହୋଇଆସୁଛି । ଏହି ବିରାଟ ଯାତ୍ରାକୁ ଦେଖିବାକୁ  ଜିଲ୍ଲା ତଥା ଜିଲ୍ଲା ବାହାରୁ ପ୍ରାୟ ୫୦ରୁ ୬୦ ହଜାର ଲୋକ ଏହି ଯୁଗାର ଯାତ୍ରାରେ ସାମିଲ ହୋଇଛନ୍ତି । ପାରମ୍ପରିକ ନୃତ୍ୟ, ଗୀତ…

ଆଉ ଏକ କ୍ରିପ୍ଟୋ-ପଞ୍ଜି ସ୍କାମର ପର୍ଦ୍ଦାଫାଶ : ‘ୟେଶ ୱାର୍ଲଡ’ ମୁଖ୍ୟଙ୍କ ସହ ଓଡ଼ିଶାରୁ ୨ ଜଣଙ୍କୁ ଗିରଫ କଲା…

ଭୁବନେଶ୍ୱର: ଓଡ଼ିଶା କ୍ରାଇମ ବ୍ରାଞ୍ଚର ଇକୋନମିକ ଅଫେନ୍ସ ୱିଙ୍ଗ ବା ଇଓଡବ୍ଲ୍ୟୁ ଆଉ ଏକ କ୍ରିପ୍ଟୋକରେନ୍ସି ଦୁର୍ନୀତିର ପର୍ଦ୍ଦାଫାଶ କରିଛି । ଏହି ଘଟଣାର ମୁଖ୍ୟ କୁହାଯାଉଥିବା ୟେଶ ୱାର୍ଲଡ କ୍ରିପ୍ଟୋ ଟୋକେନର ସନ୍ଦୀପ ଚୌଧୁରୀଙ୍କୁ ଜୟପୁର(ରାଜସ୍ଥାନ )ରୁ ଗିରଫ କରାଯାଇଛି ।…

ଲୋକବାଦ୍ୟକୁ ବଞ୍ଚାଇବାପାଇଁ କରାଯାଉଛି ପ୍ରସାର, ହେଲେ ବାଦ୍ୟ କାରୀଗରଙ୍କୁ ପଚାରେ ବା କିଏ…

ନୂଆପଡା: ଲୋକକଳା ଓ ଲୋକସଂସ୍କୃତି ଲୋକବାଦ୍ୟକୁ ବଞ୍ଚାଇବାପାଇଁ ସରକାରୀ ସ୍ତରରେ ବିଭିନ୍ନ ଉତ୍ସବ ଆୟୋଜନା ସହ କଳାକାରମାନଙ୍କୁ ପ୍ରୋତ୍ସାହିତ କରାଯାଉଛି । ହେଲେ ଏଥିପାଇଁ ଯେଉଁ ବାଦ୍ୟ ଦରକାର, ସେ ବାଦ୍ୟର କାରିଗରମାନେ ଏବେ ଅବହେଳିତ । ସରକାରୀ ପ୍ରୋତ୍ସାହନ ଅଭାବରୁ ଲୋକବାଦ୍ୟ…

ପାର୍କ ଉଦଘାଟନ କରିବାକୁ ଯାଇ ହଟହଟା ହେଲେ ବିଧାୟକ : ଗାଁ ଲୋକ କହିଲେ ଆଗ ରାସ୍ତା ମରାମତି , ପରେ ପାର୍କ

ଲାଞ୍ଜିଗଡ : ଆଗେ ରାସ୍ତା ମରାମତି କର , ତା ପରେ ବିଧାୟକଙ୍କୁ ଗାଁ ଭିତରକୁ ପଶିବାକୁ ଦେବୁ  । ଏହା ଥିଲା କିଛି ଗାଁ ଲୋକଙ୍କ ଦାବି  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି  କଳାହାଣ୍ଡି ଜିଲ୍ଲା ନିୟମଗିରି ପାହାଡର ପାଦଦେଶରେ ଥିବା ତ୍ରିଲୋଚପୁରର ଗାଁ ରେ  । ଏଠାରେ ଗାଁକୁ ସଂଯୋଗ…

ଜଗତସିଂହପୁରରେ ହିଟ ଆଣ୍ଡ ରନ କେସ: ଦୁଇ ଆଇଓସିଏଲ କର୍ମଚାରୀଙ୍କ ମୃତ୍ୟୁ

ପାରାଦୀପ:ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେ(IOCL)ର ଦୁଇ କର୍ମଚାରୀଙ୍କର ସଡକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଗୁରୁବାର ବିଳମ୍ବିତ ରାତିରେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ସନ୍ତରାଗଡ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି ।  ଏକ ଏସୟୁଭି  ଆଇଓସିଏଲ କର୍ମଚାରୀଙ୍କ ବାଇକକୁ ଧକ୍କା ଦେଇ ଘୋଷାରି…

ସପ୍ତପାତୃକା ବେଶରେ ମା’, ଷଷ୍ଠ ଦିନରେ ମହା ସରସ୍ଵତୀ ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ

ଭଦ୍ରକ: ଭଦ୍ରକ ର ଆରାଧ୍ୟ ଦେବି ମାଆ ଭଦ୍ରକାଳୀ ସକଳ ଶକ୍ତିର ଆଧାର । ସେ ଆଦ୍ୟାଶକ୍ତି, ସର୍ବବ୍ୟାପିନି, ପରମା ବିଦ୍ୟା ମହାମାୟା ଓ ପରଂବ୍ରହ୍ମ ରୂପିଣୀ । ମାଆ ଶାନ୍ତ, ପୁଣି ସୌମ୍ୟା ଓ ପରମବୈଷ୍ଣବୀ । ମାଆ ପୀଠରେ ସଦାସର୍ବଦା ବିଶ୍ଵମାତା ବେଶରେ ପୂଜା ପାଇଥାନ୍ତି । ହେଲେ ଜଗତ କଲ୍ୟାଣ…

ଅଣ-ଅନୁସୂଚିତଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ଉପରେ ରୋକ୍

ଭୁବନେଶ୍ବର : କ୍ୟାବିନେଟ ନିଷ୍ପତ୍ତି ଉପରେ ଲାଗିଲା ରୋକ । ଅଣ ଅନୁସୂଚିତ ଜନଜାତିଙ୍କୁ ଜମି ହସ୍ତାନ୍ତର ନିଷ୍ପତ୍ତି ସ୍ଥଗିତ ରଖିଲେ ସରକାର । ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି । ନଭେମ୍ବର ୧୪ ତାରିଖରେ ଜମି ହସ୍ତାନ୍ତର ନେଇ କ୍ୟାବିନେଟରେ ନିଷ୍ପତ୍ତି…

ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି : ୧୨୦ଦିନ ମଧ୍ୟରେ କାମ ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପୁରୀ : ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ଏନଓସି ।  ପ୍ରଥମେ ଗରୁଡ଼ସ୍ତମ୍ଭର ମରାମତି କାମ ଆରମ୍ଭ ହେବ। ୫ ବର୍ଷ ହେବ ଫାଟି ଆଁ କରିଛି ଶ୍ରୀମନ୍ଦିର ନାଟମଣ୍ଡପ ବିମ୍  । ଏଏସଆଇ ପକ୍ଷରୁ ମରାମତି କାର୍ଯ୍ୟ…

ଦୀର୍ଘ ୧୩ ବର୍ଷର ଅପେକ୍ଷାର ହେବ ଅନ୍ତ, ଆଜି ଉଦଘାଟନ ହେବ ନନ୍ଦନକାନନ ରୋପ-ୱେ

ଭୁବନେଶ୍ଵର: ସବୁ ଅପେକ୍ଷାର ହେବ ଅନ୍ତ । ଦୀର୍ଘ ୧୩ ବର୍ଷ ପରେ ଉଦଘାଟନ ହେବ ନନ୍ଦନକାନନ ରୋପ-ୱେ । ଆଜି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏହାକୁ ଉଦ୍‌‌ଘାଟନ କରିବେ । ଆସନ୍ତାକାଲିଠୁ ପୁଣି ଥରେ ରୋପ-ୱେର ମଜା ଉଠାଇବେ ପର୍ଯ୍ୟଟକ । ରୋପ-ୱେ ଦ୍ୱାରା…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ମିଧିଲି’: ଜାଣନ୍ତୁ, କେଉଁଠି କରିବ ଲ୍ୟାଣ୍ଡଫଲ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଆଜି ବାତ୍ୟା ରୂପ ନେବ । ବାତ୍ୟାର ନାଁ ରଖାଯାଇଛି 'ମିଧିଲି' । ଏହା ଉତ୍ତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି । ଏହା ବାଂଲାଦେଶ ଉପକୂଳରେ ଲାଣ୍ଡଫଲ୍ କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ…