Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅବସର ପୂର୍ବରୁ ପ୍ରଦୀପ ଜେନାଙ୍କ ଭାବପ୍ରବଣ ପୋଷ୍ଟ

ଭୁବନେଶ୍ବର: ରାଜ୍ୟର ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଛନ୍ତି ପ୍ରଦୀପ ଜେନା। ଅବସର ପୂର୍ବରୁ ସୋସିଆଲ୍ ମିଡିଆ ଏକ୍ସରେ ଭାବପ୍ରବଣ ପୋଷ୍ଟ କରିଥିଲେ । ଆଉ ମାତ୍ର କିଛି ସମୟ ମଧ୍ୟରେ ପୋଷ୍ଟରରେ ହଜାର ହଜାର ଭିୟୁ ହୋଇଥିଲା। କିଏ ପ୍ରଦୀପଙ୍କ କାର୍ଯ୍ୟଦକ୍ଷତାକୁ ଭୁରି ଭୁରି ପ୍ରଶଂସା କରିଥିଲେ ତ…

ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶ ମନା, କାଲି ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ତେଣୁ…

ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ ଲିକ୍: ୮ ଜଣ ଗୁରୁତର

ରାଉଲକେଲା: ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଘଟିଛି ବଡ ଅଘଟଣ । ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ କାରଣରୁ ୮ ଜଣ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି । ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ  ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍‌ ପ୍ଲାଣ୍ଟର ୫ନଂ…

ଭାରତୀୟ ନ୍ୟାୟ ସଂହିତାରେ ଭୁବନେଶ୍ବରରେ ରୁଜ୍ଜୁ ହେଲା ପ୍ରଥମ ମାମଲା

ଭୁବନେଶ୍ବର: ଆଜି ଦେଶରେ ଲାଗୁ ହୋଇଛି ତିନି ନୂଆ ଆଇନ ଭାରତୀୟ ନ୍ୟାୟ ସଂହିତା(ବିଏନଏସ), ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନଏସଏସ) ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ(ବିଏସଏ) ଲାଗୁ ହୋଇଯାଇଛି । ଲାଗୁ ହେଉ ହେଉ ଦିଲ୍ଲୀରେ ଏନେଇ ପ୍ରଥମ ମାମଲା ରୁଜ୍ଜୁ ହୋଇଥିବା ବେଳେ ଭୁବନେଶ୍ବରରେ…

ଆଜି ପ୍ରଥମ ଦରବାର, ଜନତାଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜିଠୁ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ ଶୁଣାଣି । ସେମାବାର ପ୍ରଥମ ଦରବାରରେ ନାହିଁ ନଥିବା ଭିଡ । ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ସୋମବାର ସକାଳୁ ସକାଳୁ ଖୋଲିଯାଇଛି ଯୁନିଟ୍ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ…

ମୃତ ସ୍ତ୍ରୀକୁ ଡାକ୍ତରଖାନାରେ ଛାଡ଼ି ସ୍ବାମୀ ଫେରାର

ସୁବର୍ଣ୍ଣପୁର: ମୃତ ସ୍ତ୍ରୀକୁ ଡାକ୍ତରଖାନାରେ ଛାଡ଼ି ସ୍ବାମୀ ଫେରାର। ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଥାନା ପିପିଲିପାଲି ଗାଁର ସୁଦାମ ବାଗ ଗତକାଲି ରାତିରେ ଏଭଳି ଘଟଣା ଘଟିଛି। ଗତକାଲି ରାତିରେ ସ୍ତ୍ରୀ ଘରୁ ବାହାରି ସୌଚାଳୟକୁ ଯିବାବେଳେ ବାରଣ୍ଡାରେ ହଠାତ ପଡ଼ିଯାଇଥିଲେ। ଫଳରେ ଅଚେତ୍…

କାର୍‌ ଦୁର୍ଘଟଣାଗ୍ରସ୍ତ; ଗାଡ଼ି ତଳେ ଚାପି ହୋଇଗଲେ ୨ ଜଣ, ଜଣେ ମୃତ ଓ ୩ ଗୁରୁତର

ରାୟଗଡ଼ା: ଭୟଙ୍କର ସଡ଼କ ଦୁର୍ଘଟଣା। ବନ୍ଧଗୁଡ଼ା ଗାଁ ନିକଟରେ ଭୟଙ୍କର କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାରେ ୨ ଜଣ ଚାପି ହୋଇଯାଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ଆସିଛି। ସୂଚନା ଅନୁସାରେ ରାୟଗଡ଼ା…

ସପ୍ତଶଯ୍ୟା ପାହାଡ଼ରେ ୫ ନିଖୋଜ ଛାତ୍ର ଉଦ୍ଧାର

ଢେଙ୍କାନାଳ: ସପ୍ତଶଯ୍ୟା ପାହାଡ଼ରେ ୫ ନିଖୋଜ ଛାତ୍ର ଉଦ୍ଧାର। ବିଳମ୍ବିତ ରାତିରେ ଉଦ୍ଧାର କଲେ ବନ ବିଭାଗ କର୍ମଚାରୀ ଓ ପୋଲିସ। ସପ୍ତଶଯ୍ୟା ବୁଲିବାକୁ ଯାଇ ୫ ଛାତ୍ର ଅନ୍ଧାରରେ ଫସି ଯାଇଥିଲେ। ବର୍ଷା ହେବାରୁ ରାସ୍ତା ଭୁଲି ୫ ଛାତ୍ର ପାହାଡ଼ ଉପରୁ ଫେରି ପାରି ନଥିଲେ। ଉଦ୍ଧାର ପରେ ସମସ୍ତ…

ବିଷାକ୍ତ ଛତୁ ଖାଇ ୧୧ ଅସୁସ୍ଥ, ୫ ଜଣଙ୍କ ଅବସ୍ଥା ଗୁରୁତର

ଭଞ୍ଜନଗର: ବିଷାକ୍ତ ଛତୁ ଖାଇ ୩ ପରିବାରର ୧୧ ଜଣ ଅସୁସ୍ଥ । ଅସୁସ୍ଥ ଭଞ୍ଜନଗର ମେଡିକାଲରେ ଭର୍ତ୍ତି । ୫ ଜଣଙ୍କ ଅବସ୍ଥା ଗୁରୁତର । ଅସୁସ୍ଥ କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ପାର୍ତିଗୁଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଅସୁସ୍ଥଙ୍କ ମଧ୍ୟରେ ୫ ଜଣ ମହିଳା ଏବଂ ୬ ଜଣ ଶିଶୁ ଥିବା…