Latest Odisha News

BREAKING NEWS

Browsing Category

ଓଡିଶା

Odisha

ଛଟ୍ ପୂଜା ପାଇଁ ପୁରୀ ଏବଂ ପାଟନା ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ବର: ନିୟମିତ ଟ୍ରେନରେ ଯାତ୍ରୀମାନଙ୍କର ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଛଟ୍ ପୂଜା ପାଇଁ ପୁରୀ ଏବଂ ପାଟନା ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଅଛି । ପୁରୀରୁ ଏହି ସ୍ୱତନ୍ତ୍ର…

ସେପଟେ ଚାଲିଥିଲା ବାଣ ଫୁଟା, ଏପଟେ ଚାଲିଥିଲା ଲୁଟପାଟ

ଭୁବନେଶ୍ୱର: ଦୀପାବଳି ରାତିରେ କଳାକନା ବୁଲାଇଲେ ଲୁଟେରା। ଗୋଟେ ପଟେ ଚାଲିଥିଲା ବାଣ ଫୁଟା, ଅନ୍ୟପଟେ ଚାଲିଥିଲା ଲୁଟପାଟ୍। ପରିବାର ଲୋକେ ବାଣ ଫୁଟାଉଥିବାର ସୁଯୋଗ ନେଇ ଘରେ ପଶି ଲୁଟିଲେ ନଗଦ ଟଙ୍କା ସହ ସୁନା ଗହଣା। ଏପରି ଘଟଣା ଘଟିଛି ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରେ। ଆଲୋକର ପର୍ବ…

ବିକାଶର ନଗ୍ନ ଚିତ୍ର : ୩ ବର୍ଷ ପରେ ବି ଅଧାପନ୍ତରିଆ ଅବସ୍ଥାରେ ବ୍ରିଜ୍ କାମ , କଲବଲ ହେଉଛନ୍ତି ଲୋକ

ନୂଆପଡା : ଗ୍ରାମାଞ୍ଚଳ ଗୁଡିକରେ ଉତ୍ତମ ଯୋଗାଯୋଗର ସୁବିଧା ଲାଗି ସରକାର ଯୋଜନା ପରେ ଯୋଜନା କରୁଛନ୍ତି  । ଏଥିଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ ମଧ୍ୟ କରୁଛନ୍ତି ।  ମାତ୍ର ତାହା ସଠିକ୍ ଦିଗରେ କାର୍ଯ୍ୟକାରୀ ହୋଇପାରୁନି । ପ୍ରଶାସନର ମନମୁଖୀ କାର୍ଯ୍ୟକଳାପ ଯୋଗୁଁ ଲୋକେ ସମସ୍ୟା…

ଦୀପ ନିଆଁରୁ ଦୁଇ ମହଲା କୋଠାରେ ଲାଗିଲା ନିଆଁ : ଜଳିଗଲା ଆସବାବପତ୍ର

ରାଉରକେଲା : ଦୀପ ନିଆଁରୁ ଲାଗିଲା ନିଆଁ  । ଆଉ ଚାହୁଁ ଚାହୁଁ ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି   । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାଉରକେଲା କୋଏଲ ନଗର ଅଞ୍ଚଳରେ  । ଦୀପ ନିଆଁରୁ ଅଗ୍ନିକାଣ୍ଡ ଘଟି  ଦୁଇ ମହଲା କୋଠା ଜଳିଯାଇଛି  । ଏବଂ ସେଠାରେ ଥିବା ସମସ୍ତ  …

କାର୍ ଦୁର୍ଘଟଣାରେ ଚାଲିଗଲା ସ୍ବାମୀ , ସ୍ତ୍ରୀଙ୍କ ଜୀବନ

ଭୁବନେଶ୍ବର : ଭୁବନେଶ୍ବର ଲିଙ୍ଗରାଜ ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । କାର୍ ଦୁର୍ଘଟଣାରେ ଚାଲିଗଲା ସ୍ବାମୀ , ସ୍ତ୍ରୀଙ୍କ ଜୀବନ । ଜଣେ ମଦ୍ୟପ କାର୍ ଡ୍ରାଇଭର ଏଭଳି କାଣ୍ଡ ଘଟଣାଇଛନ୍ତି  । ଉଭୟ ସ୍ବାମୀ ଏବଂ ସ୍ତ୍ରୀ ଦିଗପହଣ୍ଡିରୁ ଦୀପ ଏବଂ କାଠ ବିକ୍ରି କରିବାକୁ ଆସିଥିବାବେଳେ…

ଆଜି ଦ୍ୱିତୀୟ ଦିନରେ “ମହାକାଳୀ” ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଦ୍ରକାଳୀ

ଭଦ୍ରକ : କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠିଛି ଚଳଚଞ୍ଚଳ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ । କିନ୍ତୁ ଏହି ପୀଠରେ ମା’ ଭଦ୍ରକାଳୀ ବର୍ଷର ଗୋଟିଏ ଦିନ ଉଗ୍ରରୂପରେ ଧାରଣ କରୁଥିଲା ବେଳେ ଅନ୍ୟ…

ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର : ସକାଳୁ ସକାଳୁ ବାବା ଧବଳେଶ୍ବରଙ୍କ ପୀଠରେ ପ୍ରବଳ ଭିଡ

ଆଠଗଡ : ଚାଲିଛି ଧର୍ମମାସ କାର୍ତ୍ତିକ  । ଆଜି ହେଉଛି କାର୍ତ୍ତିକ ମାସର ତୃତୀୟ ସୋମବାର। ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବପୀଠ  । ଆଜି ସକାଳୁ ସକାଳୁ କଟକ ଜିଲ୍ଲା ଆଠଗଡର  ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି  ।…

ଆସୁଛି ଲଘୁଚାପ: ନଭେମ୍ବର ୧୬ରେ ଅବପାତ,ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନଶ୍ୱର:ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା ରହିଛି ।  ନଭେମ୍ବର ୧୫ ତାରିଖରୁ ଓଡ଼ିଶାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି । ଭାରତୀୟ ପାଣିପାଗ ବିଭାଗ ଆଇଏମଡିର…

ବଦଳିବ ପୁରୀ ବଡଦାଣ୍ଡର ରଙ୍ଗ: ସବୁ କୋଠା ଦିଶିବ ଫିକା ଗୋଲାପି

ପୁରୀ: ବଦଳିପାରେ ପୁରୀ ବଡଦାଣ୍ଡର ରଙ୍ଗ । ଯୁଆଡେ ଚାହିଁବ ଦିଶିବ ଗୋଟିଏ ରଙ୍ଗ । ପୂର୍ବରୁ ବଡଦାଣ୍ଡର ସବୁକୋଠା,ଘରର ରଙ୍ଗ ଥିଲା ଆଇଭରି । ହେଲେ ଏବେ ଏହି ରଙ୍ଗ ବଦଳିବ । ହେଲେ କେଉଁ ରଙ୍ଗ ଲାଗିବ ତାହା ସ୍ଥିର ହୋଇନାହିଁ । ୧୪ଟି ରଙ୍ଗକୁ ଅନୁଧ୍ୟାନ କରାଯାଇଛି । ତା ମଧ୍ୟରୁ ଫିକା…

ଦୀପାବଳି ଅଘଟଣ:କ୍ୟାପିଟାଲ ହସ୍ପିଟାଲରେ ୧୦୦ରୁ ଅଧିକ ଭର୍ତ୍ତି: ସମ୍ବଲପୁରରେ ଜଳିଗଲା ଆପାର୍ଟମେଣ୍ଟ

ଭୁବନେଶ୍ୱର:ସରିଛି ଦୀପାବଳି । ଅନେକ ସତର୍କ ସୂଚନା ସତ୍ତ୍ୱେ ଲୋକେ ଚେତିନାହାନ୍ତି । ଫୁଟାଇଛନ୍ତି ବାଣ । ଖାଲିପରିବେଶ ପ୍ରଦୂଷିତ ହୋଇନି, ବରଂ ସାରା ରାଜ୍ୟରେ ବାଣ ନିଆଁ ପଡି ଶତାଧିକ ଆହତ ହୋଇଥିବା ସୂଚନା ଆସିଛି । କେବଳ ରାଜଧାନୀ କ୍ୟାପିଟାଲ ହସ୍ପିଟାଲରେ ବାଣପଡି ୧୦୦ରୁ ଅଧିକ ଭର୍ତ୍ତି…