Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଦ୍ୟୁତ ତାର ସଂସ୍ପର୍ଶରେ ଶ୍ରମିକ ମୃତ

ବଲାଙ୍ଗୀର: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗୀର ଜିଲ୍ଲୀ ଡୁଙ୍ଗରିପଡାର ଘଟଣା । ଗଛ କାଟୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ ଶ୍ରମିକ ଜଣଙ୍କ । ମୃତ ଶ୍ରମିକ ଜଣଙ୍କ ହେଲେ କାଲିଝରଣ ଗାଁର କୁମାର ହରପାଳ । ଖବର ମୁତାବକ,…

୧୦୮ ଗରା ଜଳରେ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉ, ଆଜି ଲାଗିହେବ ଓଷ

ପୁରୀ: ସ୍ନାନପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡିତ ହୋଇ ଅଣସର ଘରେ ଅଛନ୍ତି ଚତୁର୍ଦ୍ଧାମୂରତୀ । ମହାପ୍ରଭୁଙ୍କ ଗୁପ୍ତସେବା କରୁଛନ୍ତି ଦଇତାପତି ସେବାୟତ । ଆଜି ଅଣସର ପିଣ୍ଡିରେ ଶ୍ରୀବିଗ୍ରହମାନଙ୍କୁ ଓଷ ବା ଓଷୁଅ ଲାଗି କରାଯିବ । ଗତକାଲି ପଞ୍ଚମ ଦିନରେ…

ସାନ ଶଢୁଙ୍କୁ ଗୁଳିକରି ହତ୍ୟା କଲା ବଡ଼ ଶଢୁ

ପୁରୀ: ପାରିବାରିକ କଳହ ଉଜାଡି ଦେଲା ସଂସାର । ସାନ ସଢୁଙ୍କୁ ଗୁଳିକରି ହତ୍ୟା କଲା ବଡ଼ ସଢୁ । ଏଭଳି ଅଭିଯୋଗ ଆସିଛି ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗାଁରେ । ମୃତକ ହେଲେ ନରେନ୍ଦ୍ର ମଲ୍ଲିକ । ଏନେଇ ଗାଁରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ତେବେ…

ରାସ୍ତାକଡ଼କୁ ଖସିଲା ବାଇକ; ଜଣେ ମୃତ, ଜଣେ ଗୁରୁତର

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ରୂପ୍ସା ଥାନା ଅଧୀନ ବୁଡିଆଂ ଛକ ନିକଟରେ ଦୁର୍ଘଟଣା । ଭାରସାମ୍ୟ ରାସ୍ତାକଡ଼କୁ ଖସିଲା ବାଇକ୍ । ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣକ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର…

ସ୍ୱାମୀଙ୍କୁ ହତ୍ୟା ମାମଲାରେ ସ୍ତ୍ରୀ ଓ ପ୍ରେମିକ ଆଜୀବନ କାରାଦଣ୍ଡରେ ଦଣ୍ଡିତ

ଭୁବନେଶ୍ୱର: ସ୍ୱାମୀଙ୍କୁ ହତ୍ୟା ମାମଲାରେ ସୁନ୍ଦରଗଡ଼ ଜିଲ୍ଲା ଅଦାଲତ ଜଣେ ମହିଳା ଓ ତାଙ୍କ ପ୍ରେମିକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୋଗ ଅନୁଯାୟୀ, ସୁନ୍ଦରଗଡ଼ ସହର ବ୍ରାହ୍ମଣପଡ଼ାର ସିତୁ ପଣ୍ଡା ଓ ତାଙ୍କ ପ୍ରେମିକ ବିଶ୍ୱରଞ୍ଜନ ଗୁପ୍ତା ୨୦୧୩ ମସିହାରେ ତାଙ୍କ ସ୍ୱାମୀ…

ବୌଦ୍ଧରେ ୩୨ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ବୌଦ୍ଧ: ବୌଦ୍ଧ ଜିଲା ବାଉଁଶୁଣି ଅଞ୍ଚଳରେ ୩୨ କେଜି ଗଞ୍ଜେଇ ଜବତ କରିଛି ବାଉଁଶୁଣି ପୋଲିସ । ଘଟଣାରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ବାଉଁଶୁଣି ପୋଲିସ । ଗିରଫ ଅଭିଯୁକ୍ତ ଜଣକ ଟିକିରାପଡ଼ା ଗ୍ରାମର ଜୀବର୍ଦ୍ଧନ ତଣ୍ଡିଆ ବୋଲି ଜଣାପଡିଛି । ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବିଶ୍ଵସ୍ତ…

ମନୋଜଙ୍କ ଆଗରେ କି କି ଚ୍ୟାଲେଞ୍ଜ?

ଭୁବନେଶ୍ଵର: ଓଡିଶାର ମୁଖ୍ୟ ଶାସନ ସଚିବ ହେବେ ବରିଷ୍ଠ ଆଇଏଏସ ମନୋଜ ଆହୁଜା । ପରବର୍ତ୍ତୀ ମୁଖ୍ୟ ସଚିବ ଭାବେ ସେ ଜୁଲାଇ ୧ତାରିଖରୁ ଦାୟିତ୍ୱ ଗ୍ରହଣ କରିବେ । ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ କ୍ଷମତାକୁ ଆସିଥିବା ବେଳେ କାର୍ଯ୍ୟପାଳିକାର ଶୀର୍ଷ ଅଧିକାରୀ ହେବେ ମନୋଜ ଆହୁଜା । ମୁଖ୍ୟ ଶାସନ…

ଗଞ୍ଜେଇ ବେପାରୀଙ୍କୁ ସହଯୋଗ କରିବା ଅଭିଯୋଗରେ ୪ ପୋଲିସ୍ କର୍ମଚାରୀ ନିଲମ୍ବିତ

ଅନୁଗୋଳ: ଗଞ୍ଜେଇ ଚୋରା ଚାଲାଣରେ ଅଭିଯୁକ୍ତଙ୍କୁ ସହଯୋଗ କରଥିବା ଅଭିଯୋଗରେ ୪ଜଣ ପୋଲିସ କର୍ମଚାରୀ ନିଲମ୍ୱିତ ହୋଇଛନ୍ତି । ଅନୁଗୋଳ ଜିଲ୍ଲା କିଶୋରନଗର ଥାନାରେ କାର୍ଯ୍ୟରତ ଏଏସଆଇ ଜିତେନ୍ଦ୍ର ସାମନ୍ତ ସିଂହାର, କନଷ୍ଟେବଲ ମନୋଜ ନାୟକ, ଲିଙ୍ଗରାଜ ମୁଦୁଲି ଓ ଜିଲ୍ଲା ପୁଲିସ ମୁଖ୍ୟାଳୟର…

ପିଆଇବି ପକ୍ଷରୁ ଗଣମାଧ୍ୟମ କର୍ମଶାଳା ‘‘ବାର୍ତ୍ତାଳାପ’’ ଆୟୋଜିତ

ଭୁବନେଶ୍ୱର: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ‘‘ତିନୋଟି ନୂଆ ଅପରାଧିକ ଆଇନ’’ ଉପରେ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’ ଆୟୋଜିତ କରାଯାଇଛି । ଦେଶରେ ନୂଆ ଅପରାଧିକ ଆଇନ ଲାଗୁ ହେବା ପରିପ୍ରେକ୍ଷୀରେ ଗଣମାଧ୍ୟମର ଭୂମିକା…

ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ପାଇଁ କ’ଣ ରହିଛି ଆହ୍ୱାନ?

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ଅଫିସର ମନୋଜ ଆହୁଜା ଜୁଲାଇ ପହିଲାରୁ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବାକୁ ଯାଉଛନ୍ତି। ଏହାରି ଭିତରେ ତାଙ୍କୁ ଅନେକ ଆହ୍ୱାନର ସମ୍ମୁଖୀନ ହେବାକୁ ପଡ଼ିିବ। ବିଶେଷକରି ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି କ୍ଷମତାକୁ ଆସିଛି। ଆହୁଜାଙ୍କୁ…