Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦେବ ବିଜେପି

ଭୁବନେଶ୍ବର: ନବ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦେବ ବିଜେପି। ରବିବାର ପ୍ରଦର୍ଶନୀ ପଡ଼ିଆରେ ସମ୍ବର୍ଦ୍ଧନା ସଭା ଆୟୋଜିତ ହେବାକୁ ଯାଉଛି। ଏହି ସଭାରେ ଯୋଗ ଦେବେ କେନ୍ଦ୍ରୀୟ ନେତା। ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀମାନେ ଉପସ୍ଥିତ…

୩ ଦିନ ଭିତରେ ସରିବ ପୁରୀ ସଫେଇ କାମ, ଡ୍ରୋନ୍ ଯୋଗେ ପକାଯିବ ମଶା ତେଲ

ପୁରୀ: ଜୁନ୍ ୭ରେ ରଥଯାତ୍ରା । ଆଉ ମାତ୍ର ହାତଗଣତି ଦିନ କେଇଟା । ଏଥିପାଇଁ ପୂରା ଆକ୍ସନ ମୋଡରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପୁରୀ ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିନିମନ୍ତେ ପୁରୀ ଯାଇ ନିଜେ…

ପୂର୍ବ ବଚସାକୁ ନେଇ ସ୍କୁଲ୍ ପରିସରରେ ଛାତ୍ରକୁ ଛୁରି ଭୁସିଲା ଛାତ୍ର

ଗଞ୍ଜାମ: ସ୍କୁଲ୍ ସମ୍ମୁଖରେ ଛାତ୍ରକୁ ଛୁରି ଭୁସିଲା ଛାତ୍ର। ଗଞ୍ଜାମ ଜିଲ୍ଲା ପାଟପୁର ଥାନା ରଘୁନାଥ ହାଇସ୍କୁଲରେ ଏପରି ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟ ପରିସରରେ ୨ ଛାତ୍ର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଫଳରେ ଜଣେ ଛାତ୍ର ଅନ୍ୟ ଛାତ୍ରଙ୍କୁ ଛୁରି ଭୁସିଲା। ଗୁରୁତର ଛାତ୍ର ମେଡିକାଲରେ…

କାନ୍ଥ ତଳେ ଚାପି ହୋଇ ଚାଲିଗଲା ଛାତ୍ରଙ୍କ ଜୀବନ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସାରଗାଁ ପଦ୍ମପୁରରେ ଅଘଟଣ । ସ୍କୁଲ ପାଣି ଟାଙ୍କି କାନ୍ଥ ଭୁଶୁଡ଼ି ଜଣେ ଛାତ୍ରଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ୧୦ ବର୍ଷର ଛାତ୍ର ନାରାୟଣ ଟୁଡୁ । ସେ ପଦ୍ମପୁର ସ୍ଥିତ ଏକ ଘରୋଇ ଇଂରାଜୀ ମିଡିୟମ୍ ସ୍କୁଲରେ ପାଢପଢୁଥିବାବେଳେ ସେ ହଷ୍ଟେଲରେ ରହୁଥିଲେ ।…

ହୁତୁ ହୁତୁ ହୋଇ ଜଲିଗଲା ‘ମୋ ବସ୍’

କଟକ: ଜଳିଗଲା ମୋ ବସ୍ । କଟକ ସିଡିଏ ସେକ୍ଟର ୯ ରାସ୍ତାରେ ଯାଉଥିବା ସମୟରେ ହୁତୁ ହୁତୁ ହୋଇ ଜଳିଲା ମୋ ବସ । କିଛି ମୁହୂର୍ତ୍ତ ମଧ୍ୟରେ ପୂରା ନିଆଁରେ ଧ୍ବଂସ ହୋଇଯାଇଥିଲା ବସ୍। ତେବେ ଏଥିରେ କାହାର କ୍ଷତି ହୋଇନଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ…

ବାଇକ୍‌କୁ ପିଟିଲା ଟ୍ରକ୍: ଜଣେ ମୃତ, ୨ ଗୁରୁତର

ବାଲେଶ୍ୱର: ବାଇକ୍‌କୁ ପିଟିଲା ଟ୍ରକ୍। ଦୁର୍ଘଟଣାରେ ଜଣେ ମୃତ ଓ ୨ ଗୁରୁତର ହୋଇଥିବା ସୂଚନା। ଟ୍ରକ ଓ ସ୍କୁଟି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ବାଲେଶ୍ୱର ଜିଲ୍ଲା ସୋର ବରଫକଳ ଛକ…

ମୋଦୀଙ୍କୁ ରାମଲାଲାଙ୍କ ଚିତ୍ର ଭେଟି: ଚିତ୍ରକର ଆୟୁଷ ମହାପାତ୍ରଙ୍କୁ ଚିଠି ଲେଖି କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ

ପୁରୀ: ପୁରୀ ଚର୍ଚ୍ଚିତ ଚିତ୍ରକର ତଥା ରିଭର୍ସ ପେଣ୍ଟର ଆୟୁଷ ମହାପାତ୍ରଙ୍କୁ ଚିଠି ଲେଖି କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ। ୯ ମିନିଟ୍ ମଧ୍ୟରେ ୫ ଫୁଟ୍‌ର ରାମଲାଲାଙ୍କ ଓଲଟା ଭାବେ ଚିତ୍ର କରି ପ୍ରସଂଶିତ ହୋଇଛନ୍ତି ଆୟୁଷ । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଦିନ ସେ ଏହାକୁ…

ଅଜଣା ଗାଡ଼ି ଧକ୍କାରେ ଶିଶୁ ମୃତ୍ୟୁ ଘଟଣା, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଯାଜପୁର: ଅଜଣା ଗାଡ଼ି ଧକ୍କାରେ ୭ବର୍ଷ ଶିଶୁପୁତ୍ର ମୃତ୍ୟୁକୁ କେନ୍ଦ୍ର କରି ରାସ୍ତାରୋକ। ଯାଜପୁର ଟାଉନ ନରସିଂହ ଚୌଧୁରୀ ମହାବିଦ୍ୟାଳୟ ଛକ ନିକଟରେ ଗତକାଲି ଏକ ଦୁର୍ଘଟଣାରେ ସ୍ଥାନୀୟ ଅଞ୍ଚଳର ଛୋଟୁ ନାୟକଙ୍କ ପୁଅ ଆଦର୍ଶଙ୍କ ମୃତ୍ୟୁ ଘଟିଥିଲା। ଆଜି ଏହି ଘଟଣା ଜଣାପଡ଼ିବା ପରେ ଉତ୍ୟେକ୍ତ…

ସାରା ରାଜ୍ୟରେ ଲାଗି ରହିଛି ବର୍ଷା, ଏହି ସବୁ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ବି ସାରା ରାଜ୍ୟରେ ଲାଗି ରହିବ ବର୍ଷା । ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆଗାମୀ ୩ ଦିନ ଯାଏଁ ଲାଗି ରହିବ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି…

୩ ଘର ଭାଙ୍ଗିଲେ ୨୭ ଟିକିଆ ଝାଡ଼ଖଣ୍ଡି ହାତୀପଲ

କେନ୍ଦୁଝର: ପୁଣି ଚିନ୍ତା ବଢାଇଲା ହାତୀପଲ। କେନ୍ଦୁଝର ପାଟଣା ବନାଞ୍ଚଳରେ ଝାଡ଼ଖଣ୍ଡି ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ୨୭ ଟିକିଆ ଝାଡ଼ଖଣ୍ଡି ହାତୀପଲ ପାଟଣା ବନାଞ୍ଚଳ ଛାଡିବା ନାଁ ଧରୁ ନାହାନ୍ତି। ଗତରାତିରେ ଏହି ହାତୀପଲ ଅଞ୍ଚଳରେ ବ୍ୟାପକ ପନିପରିବା ଫସଲ ନଷ୍ଟ କରିବା ସହ ୩ଟି ଘର…