Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରେ ଟାଟା ଷ୍ଟିଲର ଡାଉନ୍ ଷ୍ଟ୍ରିମ୍ ଏବଂ ଆନୁଷଙ୍ଗିକ ପ୍ରକଳ୍ପ ପାଇଁ ସୁଯୋଗ ଆଲୋଚନା ଚକ୍ର ଆୟୋଜିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ଅର୍ଥନୈତିକ ଅଭିବୃଦ୍ଧି ତଥା ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ଅନେକ ସକ୍ରିୟ ପଦକ୍ଷେପ ନେଇଛି। ଏହାକୁ ବ୍ୟବସାୟୀ ତଥା ଉଦ୍ୟୋଗୀମାନଙ୍କ ପାଇଁ ପ୍ରଥମ ଆକର୍ଷଣରେ ପରିଣତ କରିଛି। ଷ୍ଟିଲ୍ କ୍ଷେତ୍ରରେ…

ବାଣ ଦୋକାନରେ ରହିବ ଅଗ୍ନି ନିର୍ବାପକ ଯନ୍ତ୍ର, ଓଦା ବସ୍ତା ଓ ପାଣି ଡ୍ରମ୍: ଆସିଲା ଗାଇଡଲାଇନ

ଭୁବନେଶ୍ୱର:  ଆସୁଛି ଦୀପାବଳି । ବାଣ ଦୋକାନୀଙ୍କ ପାଇଁ ଜାରି ହୋଇଛି ଗାଇଡଲାଇନ । ଅଗ୍ନିଶମ ଓ ଜରୁରୀକାଳୀନ ସେବା ନିର୍ଦ୍ଦେଶାଳୟ ଓଡ଼ିଶା ପକ୍ଷରୁ ସ୍ଥାୟୀ ଓ ଅସ୍ଥାୟୀ ବାଣ ଦୋକାନ ପାଇଁ ଅଲଗା ଅଲଗା ଗାଇଡ ଲାଇନ ଜାରି କରାଯାଇଛି । କୌଣସି ପ୍ରକାର ଅଘଟଣ ଯେପରି ନ ଘଟେ ତାହାକୁ ଦୃଷ୍ଟିରେ…

ବାଇକକୁ ପିଟିଲା ଟ୍ୟାଙ୍କର; ମା’-ପୁଅ ମୃତ, ବୋହୂ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲାରେ ଭୟଙ୍କର ସଡକ ଦୁର୍ଘଟଣା । ଏକ ତେଲ ଟ୍ୟାଙ୍କର ବାଇକକୁ ଧକ୍କା ଦେବା ଫଳରେ ମା’-ପୁଅଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ଜଣେ ମିହଳା ବର୍ତ୍ତି ଯାଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ଗୁରୁବାର ଦିନ…

ପୋଲିସର ନିଦ ହଜେଇଥିଲା ଲୁଟେରା ପାଟୁ, ଶେଷରେ ହେଲା ଗିରଫ

ପୁରୀ: ଦିର୍ଘଦିନ ଧରି ପୁରୀ ପୋଲିସର ନିଦ ହଜେଇଥିବା ଲୁଟେରା ପାଟୁ ଓରଫ ଶାହାଜାହାନ ଖାନକୁ ଗିରଫ କରିଛି ପୁରୀ ପୋଲିସ୍ । ତା’ସହ ତାର ସହଯୋଗୀ ଆନନ୍ଦ ବିଶୋଇକୁ ମଧ୍ୟ ଗିରଫ କରିଛି ପୋଲିସ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପୁରୀ ଅତିରିକ୍ତ ଏସପି ସୁଶିଲ ମିଶ୍ର ।…

ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ବାଣ ଜବତ

କେନ୍ଦ୍ରାପଡା: ଆଗକୁ ଦୀପାବଳି ଆସୁଥିବା ବେଳେ ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି ପୋଲିସ। କେନ୍ଦ୍ରାପଡାରେ ଆଜି ବେଆଇନ ବାଣ ବ୍ୟବସାୟ ଉପରେ ଚଢାଉ କରାଯାଇଛି। ପ୍ରାଥମିକ ସୂଚନା ଅନୁଯାୟୀ, କେନ୍ଦ୍ରାପଡା ଟାଉନ ଥାନା ଅଧୀନରେ ଥିବା ସଡିପୁରରେ ଚଢାଉ କରି…

ଅଙ୍ଗନବାଡି କର୍ମୀ ଚୟନରେ ଅନିୟମିତତା: ଅଙ୍ଗନବାଡି କେନ୍ଦ୍ରରେ ତାଲା

ନୂଆପଡା: ଆଜକୁ ତିନି ଦିନ ହେବ ବନ୍ଦ ପଡିଛି ଅଙ୍ଗନବାଡି କେନ୍ଦ୍ର । ପ୍ରାକ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି କୋମଳମତି ଶିଶୁ । ଅଙ୍ଗନବାଡି କର୍ମୀ ଚୟନରେ ଅନିୟମିତତା କାରଣରୁ ଅଙ୍ଗନବାଡି କେନ୍ଦ୍ରରେ ତାଲା ପକାଇଛନ୍ତି ଗ୍ରାମବାସୀ । ନୂଆପଡା ଜିଲ୍ଲା ଖଡିଆଳ ସମନ୍ବିତ ଶିଶୁ ବିକାଶ ବିଭାଗ…

ଶ୍ରୀମନ୍ଦିର ସମ୍ମୁଖରେ କଂଗ୍ରେସର ବିଶାଳ ସଂକୀର୍ତ୍ତନ ସତ୍ୟାଗ୍ରହ

ପୁରୀ: ପୁରୀ ଶ୍ରୀମନ୍ଦିର ସମ୍ମୁଖରେ କଂଗ୍ରେସର ବିଶାଳ ସଂକୀର୍ତ୍ତନ ସତ୍ୟାଗ୍ରହ । ଅଭିନବ ଢଙ୍ଗରେ ସତ୍ୟାଗ୍ରହ କରିଛନ୍ତି କଂଗ୍ରେସ କର୍ମୀ । ଶହ ଶହ କର୍ମୀ ଏହି ସତ୍ୟାଗ୍ରହରେ ସାମିଲ ହେବା ସହ ଶ୍ରୀମନ୍ଦିର ସମ୍ମୁଖରେ ସଂକୀର୍ତ୍ତନ କରୁଥିବା ଦେଖିବାକୁ ମିଳିଛି । ରାଜ୍ୟବ୍ୟାପି ଚାଲିଥିବା ଏହି…

ଗୁମ୍ଫା ଭିତରୁ ମାଓବାଦୀଙ୍କ ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି: BSF ଯବାନଙ୍କୁ ବଡ଼ ସଫଳତା । ମାଓ ଯୋଜନା ପଣ୍ଡ କରିଛନ୍ତି BSF ଯବାନ । ମାଲକାନଗିରି ଜିଲ୍ଲା ଦ୍ୱିତୀୟ ବାଟାଲିୟନ ବି.ଏସ୍‌ଏଫ ଦ୍ୱାରା ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ । ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ମାଓବାଦୀ ଯୋଜନା କରିଥିବା ନେଇ ସୂଚନା । ଏବେବି BSF…

ସାରା ବିଶ୍ଵରେ ମହକିବ ମାଣ୍ଡିଆର ବାସ୍ନା, ଉଦଘାଟିତ ହେଲା ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ

ଭୁବନେଶ୍ଵର: ଭୁବନେଶ୍ବରରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ଜନତା ମଇଦାନରେ ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍’ ।…

ହସ୍ପିଟାଲ ପ୍ରିନ୍ସିପାଲଙ୍କ ଘରେ ଭିଜିଲାନ୍ସ ଚଢଉ: ୧୬ଟି ପ୍ଲଟ, ୩ଟି ବହୁତଳ କୋଠା ସହ ୫୦ ଲକ୍ଷ ଠାବ

ବଲାଙ୍ଗିର: ସରକାରୀ ଆୟୁର୍ବେଦିକ ହସ୍ପିଟାଲ ପ୍ରିନ୍ସିପାଲ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ଼ ବିପୁଳ ପରିମାଣର ସମ୍ପତ୍ତି ଠାବ ହୋଇଛି। ଅଧ୍ୟକ୍ଷଙ୍କର ପୁରୀ ଜିଲ୍ଲାରେ ୧୬ଟି ପ୍ଲଟ ସହ ୩ଟି ବହୁତଳ କୋଠା ଏବଂ ୫୦ ଲକ୍ଷ ଟଙ୍କା ଠାବ କଲା ଭିଜିଲାନ୍ସ। ସୂଚନା ଅନୁସାରେ ଆୟ…