Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୋଟର ତାଲିକା ସଂକ୍ଷିପ୍ତ ସଂଶୋଧନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାୟଗଡା: ଜିଲ୍ଲାରେ ଗତ ଅକ୍ଟୋବର ୨୭ ତାରିଖରୁ ଆରମ୍ଭ ହୋଇଛି ଭୋଟର ତାଲିକା ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ । ଏହା ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଏହି ପରିପ୍ରେକ୍ଷୀରେ ୧୩୮-ଗୁଣପୁର ଓ ୧୩୯-ବିଷମ କଟକ ନିର୍ବାଚନ ମଣ୍ଡଳୀର ସହକାରୀ ନିର୍ବାଚକ ପଞ୍ଜୀକରଣ ଅଧିକାରୀ ତଥା ଗୋଷ୍ଠୀ…

ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ଆଉ ତିନି ଜିଲ୍ଲାରେ ଆରମ୍ଭ ହୋଇଛି ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା । ଦ୍ୱାଦଶ ଦିନରେ ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଐତିହାସିକ ଯୋଜନାରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ସୁନ୍ଦରଗଡ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀ ପାଇଁ …

ଚୋରା ମୋବାଇଲ ରାକେଟର ପର୍ଦ୍ଦାଫାସ, ୯ ଗିରଫ

କୋରାପୁଟ: ବିସିଂହପୁର ପୋଲିସକୁ ବଡ ସଫଳତା । ଚୋରା ମୋବାଇଲ ରାକେଟର ପର୍ଦ୍ଦାଫାସ କରିବା ସହ ୯ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କଠାରୁ ୧୨ଟି ମୋବାଇଲ ଜବତ କରିଛି ପୋଲିସ । ସୂଚନା ଅନୁସାରେ, ଗତ ଫ୍ରେବୁୟାରୀ ମାସରେ ସ୍ଥାନୀୟ ଭାତପାଇ ଗୁଡା ଗ୍ରାମରେ ଗୋଟିଏ ଦିନରେ ୧୧ ଟି ମୋବାଇଲ…

ଜଗମୋହନ ମରାମତି ମାମଲା: ASIର ସତ୍ୟପାଠ ଅଗ୍ରାହ୍ୟ

କଟକ: ଶ୍ରୀମନ୍ଦିର ଜଗମୋହନ ମରାମତି ମାମଲା । ଏଏସଆଇ ତଥ୍ୟକୁ ନେଇ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ । ସତ୍ୟପାଠ ଅସମ୍ପୂର୍ଣ୍ଣ ଦର୍ଶାଇ ଅଗ୍ରାହ୍ୟ କଲେ ହାଇକୋର୍ଟ । ସତ୍ୟପାଠ ଅଗ୍ରାହ୍ୟ ପରେ ଫେରାଇନେଲେ ASI କର୍ତ୍ତୃପକ୍ଷ । ସେହିପରି ବିସ୍ତୃତ ଭାବେ ସାନି ସତ୍ୟପାଠ ଦେବାକୁ ନିର୍ଦ୍ଦେଶ ଦେଲେ…

ଡିସେମ୍ବର ପହିଲାରୁ ରାଜ୍ୟତମାମ ବସ୍ ଧର୍ମଘଟ

ଭୁବନେଶ୍ବର : ଡିସେମ୍ବର ୧ ତାରିଖରୁ ରାଜ୍ୟ ତମାମ ବସ୍ ଧର୍ମଘଟ ।  ଚଳିତ ମାସ ୧ ତାରିଖଠାରୁ ସଂଘ ଧର୍ମଘଟରୁ ଓହରି ଯାଇଥିଲା । ମାତ୍ର ପୁଣି ଥରେ ଆନ୍ଦୋଳନ ପାଇଁ ସଜବାଜ ହୋଇଛନ୍ତି । ବସ୍ ଧର୍ମଘଟ ନେଇ ଘରୋଇ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି । ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ…

ଆସ ବୁଲିଯିବା ଓଡିଶା: କଫି ବଗିଚା ଭିତରେ ଥିବା କଫି କାଫେରେ ଶୀତର ମଜା

କନ୍ଧମାଳ: ଆସିଲାଣି ଶୀତଋତୁ । ଶୀତଋତୁରେ ରାଜ୍ୟର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ତଥା ପିକନିକ ସ୍ପଟରେ ଅନେକ ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ଼ ପରିଲକ୍ଷିତ ହୁଏ । ଜଞ୍ଜାଳମୟ ଜୀବନରୁ ଟିକିଏ ଫୁରସତ ମିଳିଲେ ଲୋକେମାନେ ଖୋଜି ବୁଲନ୍ତି ଶାନ୍ତିପୂର୍ଣ୍ଣ ସ୍ଥାନଟିଏ । ଯେଉଁଠାରେ ପରିବାର ତଥା ନିଜର…

ରାଜ୍ୟ ସ୍ତରୀୟ ଶିଶୁ ଉତ୍ସବ ‘ମହକ’ର ପୁରସ୍କାର ବିତରଣ ସମାରୋହ

ଭୁବନେଶ୍ୱର : ରାଜ୍ୟ ସ୍ତରୀୟ ଶିଶୁ ଉତ୍ସବ ‘ମହକ’ର ଦ୍ୱିତୀୟ ଦିବସରେ ପୁରସ୍କାର ବିତରଣ ସମାରୋହ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶୁଭ ଶର୍ମା, ଗାୟିକା ଦୀପ୍ତି ରେଖା ପାଢ଼ୀ ଏବଂ ଅଭିନେତା…

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲା: ଅଭିଯୁକ୍ତ ଘନିଆର ଉଦ୍ଦେଶ୍ୟ ସ୍ପଷ୍ଟ କଲା ପୋଲିସ

ଭୁବନେଶ୍ୱର: ୪ ବର୍ଷର ନାବାଳିକା ଦିନକ ପୂର୍ବରୁ ହତ୍ୟାର ଶିକାର ହୋଇଥିଲା। ଏହା ପୂର୍ବରୁ ସେ ଦୁଷ୍କର୍ମର ଶିକାର ହୋଇଥିବା ନେଇ ଅଭିଯୋଗ ରହିଥିବା ବେଳେ ପୋଲିସ ଏହି ମାମଲାରେ ଅଭିଯୁକ୍ତ ଘନିଆ ଦାସକୁ ଗିରଫ କରିବାର ଦିନକ ପରେ ଘଟଣା ବାବଦରେ ସ୍ପଷ୍ଟ କରିଛନ୍ତି ଟ୍ୱିନ୍ ସିଟି ପୁଲିସ…

ନିର୍ବାଚନର କେଇମାସ ପୂର୍ବରୁ ଉପବାଚସ୍ପତି ପଦରୁ ରାଜନୀକାନ୍ତ ସିଂହ କାହିଁକି ଇସ୍ତଫା ଦେଲେ?

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପିଚ୍ ପାଇଁ ଉଭୟ ବିଧାନସଭା ଏବଂ ଲୋକସଭା ଆସନ ପାଇଁ ନେତା ପ୍ରସ୍ତୁତି ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଭେଟି ଉପବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ରଜନୀକାନ୍ତ ସିଂହ। ବିଧାନସଭାରେ ପହଂଟି ୨୦୧୯ରେ ଅନ୍ତିମ ସାଧାରଣ ନିର୍ବାଚନ ପରେ ଜୁନ ମାସରୁ…

ମହିଳା ସାମ୍ବାଦିକଙ୍କୁ ମାଡ ମାରିବା ମାମଲା : ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଭୁବନେଶ୍ଵର: ମହିଳା ସାମ୍ବାଦିକାଙ୍କୁ ମାଡ ମାରିବା ମାମଲାରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । ୫୦ ହଜାର ଟଙ୍କା ଜୋରିମାନା ସହ ଜଣେ ଜାମିନଦାର ବଦଳରେ ସର୍ତ୍ତମୂଳକ ଭାବେ ଜାମିନ ଦେଲେ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ । ସୂଚନା ଅନୁସାରେ,…