Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡିଦେଲେ ପୂର୍ବତନ ବିଧାୟକ

ଭୁବନେଶ୍ଵର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେଲେ ବିଜେଡି ନେତା ତଥା ପୂର୍ବତନ ବାଲିକୁଦା ଏରସମା ବିଧାୟକ ରଘୁନନ୍ଦନ ଦାସ । ଏନେଇ କ୍ୟାପିଟାଲ ଥାନାରେ ଏତଲା ଦେଲେ ଉକ୍ତ ମହିଳା ସାମ୍ବାଦିକ । ଖବର ସଂଗ୍ରହ ପାଇଁ ରଘୁନନ୍ଦନଙ୍କ କ୍ବାର୍ଟର୍ସକୁ ଯାଇଥିଲେ ସାମ୍ବାଦିକା । ସେଠାରେ…

ମନୋଜ ଆହୁଜା ହୋଇପାରନ୍ତି ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ବରିଷ୍ଠ ଅଫିସ ମନୋଜ ଆହୁଜା ହୋଇପାରନ୍ତି ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ। ଜୁନ୍ ୩୦ରେ ଏବେର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ ଶେଷ ହେଉଛି। ପ୍ରଦୀପ ଜେନାଙ୍କ ଅବସର ପୂର୍ବରୁ ନୂଆ ମୁଖ୍ୟ ଶାସନ ସଚିବ ଭାବେ ମନୋଜ ଆହୁଜାଙ୍କ ନାମ ଉପରେ ମୋହର…

ଡ୍ରେନରେ ପଡ଼ି ଶିଶୁ ମୃତ୍ୟୁ ଘଟଣା: ବିଏମସି କମିଶନରଙ୍କୁ ନୋଟିସ ଜାରି କଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ

ଭୁବନେଶ୍ଵର: ଭୁବନେଶ୍ୱରରେ ମୁକୁଳା ଡ୍ରେନ୍‌ରେ ଭାସିଯାଇ ନାବାଳକ ମୃତ୍ୟୁ ଘଟଣାରେ ଆକ୍ସନ ମୋଡରେ ସାଜ୍ୟ ସରକାର । ତୁରନ୍ତ ମୁକୁଳା ଡ୍ରେନ୍‌ ଉପରେ ସ୍ଲାବ ପକାଇବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ । ସ୍ଲାବ୍ ପକେଇବା ସହ ଡ୍ରେନ୍‌ କଡ଼ରେ…

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନୂଆ ପରିକଳ୍ପନା; ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି

ଭୁବନେଶ୍ୱର: ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି । ଦ୍ୱୈତ ନଗରୀ କଟକ-ଭୁବନେଶ୍ୱର ସହ ଯୋଡ଼ି ହେବ ପୁରୀ । ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ସମୀକ୍ଷା ବୈଠକରେ ଏଭଳି କହିଛନ୍ତି ମନ୍ତ୍ରୀ କୁଷ୍ଣଚନ୍ଦ୍ର ମହାପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ଟ୍ରିପଲ ସିଟି ହେବା…

୨୦୧୭ ନିର୍ବାଚନୀ ହିଂସା ମାମଲା, ୪ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଢେଙ୍କାନାଳ: ୨୦୧୭ ନିର୍ବାଚନୀ ହିଂସା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ । ୪ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ଅତିରିକ୍ତ ଜିଲ୍ଲା ଦୌରାଜଜ । ୨୦୧୭ ପଞ୍ଚାୟତ ନିର୍ବାଚନ ବେଳେ ଗଁନ୍ଦିଆ ଥାନା ବାରଦାପାଟଣାରେ ହତ୍ୟା ହୋଇଥିଲା । ଏକ ନିର୍ଦ୍ଦିଷ୍ଟ ଦଳର କର୍ମୀଙ୍କୁ…

ସହରାଞ୍ଚଳ ଲୋକଙ୍କୁ ଉତ୍ତମ ସେବା ଯୋଗାଣ ପାଇଁ ଟିମ୍‍ ୱାର୍କ ଉପରେ ବିଭାଗୀୟ ମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ସହରାଞ୍ଚଳର ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇ ଦେବାପାଇଁ ଅଧିକାରୀମାନେ ‘ଟିମ୍‍ ୱାର୍କ’ କରିବାକୁ କହିଛନ୍ତି ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର । ଆଜି ଲୋକସଭା ଭବନର କନଭେନସନ ହଲରେ ସହରାଞ୍ଚଳ ପ୍ରଶାସନର ପ୍ରାଥମିକତା ନେଇ ପୌର…

ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରିଛନ୍ତି । ଏହା ସହ ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି…

“ଏକ୍ ପେଡ୍ ମାଆ କେ ନାମ୍”: ପର୍ଯ୍ୟଟନ ଭବନରେ ଗଛ ଲଗାଇଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପରିବେଶ ସୁରକ୍ଷାକୁ ଗୁରୁତ୍ବ ଦେଇ ଆରମ୍ଭ ହୋଇଛି “ଏକ୍ ପେଡ୍ ମାଆ କେ ନାମ୍” ଅଭିଯାନ କାର୍ଯ୍ୟକ୍ରମ । ଏହିକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଛ ଲଗାଇଛନ୍ତି । ଭୁବନେଶ୍ବର ସ୍ଥିତ ପର୍ଯ୍ୟଟନ ଭବନ ପରିସରରେ “ବଉଳ” ଗଛର ଚାରା ରୋପଣ କରି ପରିବେଶ…

ପୁଣି ବର୍ଷିଲେ ସୁଦର୍ଶନ, କହିଲେ ରତ୍ନ ଭଣ୍ଡାର ନ ଖୋଲିବାକୁ ହୋଇଛି ଯୋଜନା

ପୁରୀ: ରାଜ୍ୟରେ ସରକାର ବଦଳିଛି । ସରକାର ବଦଳିବା ପରେ ଏବେ ପୂରା ଜୋରଦାର ଚାଲିଛି କାମ । ହେଲେ ଏବେ ବି ଗୋଟିଏ ପ୍ରସଙ୍ଗ ଉପରେ ପ୍ରଶ୍ନବାଚୀ, କେବେ ଖୋଲିବ ରତ୍ନ ଭଣ୍ଡାର ? ଏନେଇ ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ ନିର୍ଦ୍ଦିଷ୍ଟ ସମୟରେ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲାଯିବା ସହିତ…

ମା’ ନାମରେ ଲାଗିଲା କଳଙ୍କ, ୪ ବର୍ଷର ପୁଅକୁ ବିଷ ପିଆଇଲା ମା’

ବାରିପଦା: ରାକ୍ଷସ ସାଜିଲା ମା । ୯ ମାସ ଗର୍ଭରେ ରଖି ଯେଉଁ ପୁଅକୁ ଅନ୍ତଫାଡ଼ି ଜନ୍ମ ଦେଇଥିଲା ସେଇ ପୁଅକୁ ଶେଷରେ ବିଷ ପିଆଇ ମାରିବାକୁ ଉଦ୍ୟମ କଲା ରାକ୍ଷସୀ ମା। ୪ ବର୍ଷର ପୁଅକୁ ବିଷ ପିଆଇ ଶେଷରେ ନିଜେ ବିଷ ପିଇ ଆତ୍ମହତ୍ୟା କରିଛି ମାଆ । ଉଦଳା ଥାନା ନାବରା କଲୋନୀ ଗାଁରେ ଦେଖିବାକୁ…