Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ

ପୁରୀ: ଦୀର୍ଘ ୫୩ ବର୍ଷ ପରେ ଅର୍ଥାତ ୧୯୭୧ ମସିହା ପରେ ଚଳିତବର୍ଷ ଆହ୍ବାନପୂର୍ଣ୍ଣ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଯେଉଁଥିରେ ମହାପ୍ରଭୁ ୧୩ ଦିନିଆ ଅଣସର ବିଜେ କରିଛନ୍ତି । ଏଥିସହିତ ଗୋଟିଏ ଦିନରେ ନେତ୍ରୋତ୍ସବ,ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡୁଛି । ଯାହାକୁ ନେଇ…

ଲୋକସଭାରେ କେଉଁ ଭାଷାରେ ଶପଥ ନେଲେ ଓଡିଶାର ବିଜେପି ସାଂସଦ ?

ଭୁବନେଶ୍ବର: ସଂସଦରେ ଶୁଭିଲା ଓଡିଆ ଅସ୍ମିତାର ସ୍ବର । ଜୟ ଜଗନ୍ନାଥ ଧ୍ବନିରେ କମ୍ପିଲା ଗୃହ । ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଥିବା ବେଳେ ରାଜ୍ୟର ସମସ୍ତ ସାଂସଦ ଓ ଦୁଇ କେନ୍ଦ୍ରମନ୍ତ୍ରୀ ଶପଥ ନେଇଛନ୍ତି । ତେବେ ଓଡିଆ ଅସ୍ମିତାକୁ ଗତ ନିର୍ବାଚନରେ ମୁଖ୍ୟ…

ଜେକେଏମସିଏଚ ଭିତ୍ତିଭୂମିର ଅନୁଧ୍ୟାନ କଲା ନ୍ୟାସନାଲ ମେଡିକାଲ କାଉନସିଲ

ଯାଜପୁର: ଯାଜପୁର ଯଯାତି କେଶରୀ ମେଡିକାଲ କଲେଜ ଏବଂ ହସ୍ପିଟାଲର ଭିତ୍ତିଭୂମି ଅନୁଧ୍ୟାନ କରିଛି ନ୍ୟାସନାଲ ମେଡିକାଲ କାଉନସିଲ। କାଉନସିଲର ୩ ଜଣିଆ ସ୍ୱତନ୍ତ୍ର ଟିମ ଜେକେଏମସିଏଚରେ ପହଞ୍ଚି ବିଭିନ୍ନ ଭିତ୍ତିଭୂମି ଯାଞ୍ଚ କରିଛନ୍ତି । ଚଳିତ ଶିକ୍ଷାବର୍ଷରୁ ଯଯାତି କେଶରୀ ମେଡିକାଲ କଲେଜରେ…

କ’ଣ ଲୁଚାଇବାକୁ ପ୍ରଣବ ପ୍ରକାଶ ଦାସଙ୍କ କ୍ବାର୍ଟର୍ସ ଭଙ୍ଗା ?

ଭୁବନେଶ୍ବର: ଭଙ୍ଗା ଚାଲିଛି ଭୁବନେଶ୍ବରରେ ଥିବା ବିଜେଡି ସାଂଗଠନିକ ସଂପାଦକ ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନ। କୁହାଯାଉଛି, ଘରେ ରହିଥିଲା ବିଳାସମୟ କୋଠା। ଏପରିକି ପ୍ରଣବ ପ୍ରକାଶ ଦାସ ଏଠାରେ ଅଣ୍ଡରଗ୍ରାଉଣ୍ଡ ଘର ବି କୁଆଡେ ତୋଳିଥିଲେ । ତେବେ ବିଜେଡି…

ପୂର୍ବ ଶତ୍ରୁତାକୁ ନେଇ ପରସ୍ପର ମଧ୍ୟରେ ମରଣାନ୍ତକ ଆକ୍ରମଣ, ୩ ଗିରଫ

ଭୁବନେଶ୍ୱର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପରସ୍ପର ମଧ୍ୟରେ ମରଣାନ୍ତକ ଆକ୍ରମଣ। ଏହି ଘଟଣାରେ ତିନିଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ସୂଚନା ଅନୁଯାୟୀ, ତିନି ଯୁବକ ଡୁମୁଡୁମାସ୍ଥିତ ଫେଜ-୩ ହାଟରେ ପୂର୍ବ ବିବାଦକୁ କେନ୍ଦ୍ର କରି ପରସ୍ପର ମଧ୍ୟରେ ଅଶ୍ରାବ୍ୟ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତାକାଲିଠାରୁ ପ୍ରବଳ ଛେଚିବ

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ୨୭ରେ ମଧ୍ୟ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ଯାଏଁ ବର୍ଷା ନେଇ କେତେକ ସ୍ଥାନକୁ ସତର୍କ ସୂଚନା ଜାରି କରାଯାଇଛି।…

ରଥଯାତ୍ରା ନୀତି ନିର୍ଘଣ୍ଟରେ ମୋହର ମାରିଲା ପରିଚାଳନା କମିଟି, ସନ୍ଧ୍ୟା ୫ଟା ରେ ହେବ ରଥଟଣା

ପୁରୀ: ରଥଯାତ୍ରା ନୀତି ନିର୍ଘଣ୍ଟରେ ମୋହର ମାରିଲା ପରିଚାଳନା କମିଟି । ଛତିଶା ନିଯୋଗ ବୈଠକରେ ନିର୍ଦ୍ଦାରିତ ହୋଇଥିବା ମହାପ୍ରଭୁଙ୍କ ରଥଯାତ୍ରା ନୀତି ନିର୍ଘଣ୍ଟକୁ ଆଜି ଅନୁମୋଦନ କରିଛି ପରିଚାଳନା କମିଟି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସୋମବାର ଛତିଶା…

ଲେଖା ପଢା ନଜାଣିଥିବାରୁ ପଦରୁ ବିଦା ହେଲେ ସରପଞ୍ଚ

ଭଦ୍ରକ: ଲେଖି ଜାଣିନାହାନ୍ତି କି ପଢ଼ି ପାରୁନାହାନ୍ତି। କିନ୍ତୁ ସରପଞ୍ଚ ପଦରେ ଥିଲେ ମହିଳା। ଶେଷରେ ହେଲେ ବିଦା। ଭଦ୍ରକ ଧାମନଗର ବ୍ଲକ ବୟାଙ୍ଗଡିହି ପଂଚାୟତର ନାଏବ ସରପଞ୍ଚ କୁନ୍ତଳା ମଳିକ ଚଳିତ ପଞ୍ଚାୟତ ନିର୍ବାଚନରେ ତାଙ୍କ ପ୍ରତିଦ୍ବନ୍ଦୀ ପ୍ରାର୍ଥୀ ଭାରତୀ ବେହେରା ଙ୍କୁ ହରାଇ ସରପଞ୍ଚ…

ଶହେ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶହେ ଦିନ ଭିତରେ ନିଶ୍ଚିତ ଭାବେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହି ଯୋଜନା ଏବେ ଡ୍ରାଫ୍ଟ ଷ୍ଟେଜ୍ ରେ ଅଛି । ଖୁବ ଶୀଘ୍ର ଏହାର ରୂପରେଖ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଯାହା…

ସହରର ଟ୍ରାଫିକ୍ ପୋଷ୍ଟରୁ ହଟିବ ରେଡ୍ ଲାଇଟ୍

ଭୁବନେଶ୍ନର: ସହରରେ ଏଣିକି ଆଉ ଟ୍ରାଫିକ ପୋଷ୍ଟରେ ରହିବନି ରେଡ୍ ଲାଇଟ୍ । ଘଣ୍ଟା ଘଣ୍ଟା ଧରି ଆଉ ଟ୍ରାଫିକରେ ଆଉ ଲୋକେ ଅପେକ୍ଷା କରିବେ ନାହିଁ । ଏହାର ପରିବର୍ତ୍ତେ କିଛି ବିକଳ୍ପ ବ୍ୟବସ୍ଥା କରାଯିବ । କିଛି ଏମିତି ଘୋଷଣା କରିଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…