Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି କଳା ଦିବସ ପାଳନ କରିବ ବିଜେପି, ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ବ୍ୟାକ୍ତିଙ୍କୁ କରାଯିବ ସମ୍ମାନୀତ

ଭୁବନେଶ୍ୱର: ଆଜି କଳା ଦିବସ ପାଳନ କରିବ ବିଜେପି । ୪୯ ବର୍ଷ ତଳେ କଂଗ୍ରେସ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରି ଗଣତନ୍ତ୍ର ଓ ସମ୍ମିଧାନକୁ ହତ୍ୟା କରିବାକୁ ଚେଷ୍ଟା କରିଥିଲା। ଆଉ ଏହି ପରିସ୍ଥିତିକୁ ଯେଉଁ ବ୍ୟକ୍ତି ବିରୋଧ କରିଥିଲେ ଆଜି ତାଙ୍କୁ ସମ୍ମାନୀତ କରାଯିବ। ଏନେଇ ରାଜ୍ୟ ବିଜେପି…

ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ଭାବେ ଦେବୀ ପ୍ରସାଦ ମିଶ୍ରଙ୍କୁ ନିଯୁକ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଅଫିସରଙ୍କୁ ନିଯୁକ୍ତି ମିଳିଛି । ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପସଚିବ ଦେବୀ ପ୍ରସାଦ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ଭାବେ ନିଯୁକ୍ତ କରାଯାଇଛି । ଏନେଇ ସୋମବାର ଗୃହନିର୍ମାଣ ଓ ନଗର…

ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଜାରି

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ନୂଆଗାଁରେ ଅଘଟଣ । ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ହେଲେ ବାହାର୍ଦା ପଞ୍ଚାୟତର ମେଳକ ଗାଁର ପ୍ରତାପ ନାୟକଙ୍କ ପୁଅ ଦେବାଶିଷ ନାୟକ (୨୩) ବୋଲି ଜଣାପଡିଛି । ଖବର ମୁତାବକ, ସୋମବାର ରେଳ ଧାରଣା ଉପରେ ଯୁବକଙ୍କର ମୃତ…

ଖୋର୍ଦ୍ଧା ରୋଡରେ ଫ୍ଲାଏଓଭର ନିର୍ମାଣ ପାଇଁ ରେଳ ମନ୍ତ୍ରଣାଳୟର ମଞ୍ଜୁରୀ

ଭୁବନେଶ୍ୱର: ଖୋର୍ଦ୍ଧା ରୋଡ ଷ୍ଟେସନରେ ବୃଦ୍ଧି ପାଉଥିବା ଟ୍ରେନ ଚଳାଚଳ ଏବଂ ଯାତାୟାତକୁ ଦୃଷ୍ଟିରେ ରଖି ପୂର୍ବ ତଟ ରେଳପଥ ଏକ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି। ଟ୍ରେନ୍ ଚଳାଚଳକୁ ସୁଗମ କରିବା ଏବଂ ହାଓ୍ବଡ଼ା-ଚେନ୍ନାଇ ମେନ୍ ଲାଇନ୍ ଏବଂ ଖୋର୍ଦ୍ଧା ରୋଡ୍-ପୁରୀ…

ମନ୍ତ୍ରୀ ପଦ ଯଚାଯାଇଥିଲା: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗର ଜବାବ ଦେଲା ବିଜେଡି, ଏବେ କହିବା କେତେ ଉପଯୁକ୍ତ?

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦୁଇ ଦିନିଆ ଗସ୍ତ ସାରି ଫେରି ଆସିଛନ୍ତି ମୋହନ ମାଝୀ। କିନ୍ତୁ ଗସ୍ତ ବେଳେ ଉଦବୋଧନ ଦେଇ କହିଥିଲେ, କିଭଳି ସୁନାର କେନ୍ଦୁଝରର ଲୁଟ୍ ହୋଇଛି। କହିବା ଆଳରେ କହିଥିଲେ ଯେ ସେ ଯେତେବେଳେ ବିରୋଧୀ ଦଳରେ ଥିଲେ ସେତେବେଳର ବିଜେଡି ସରକାର…

ନବୀନଙ୍କ ଭିଡିଓ…ବଢିଲା ଚର୍ଚ୍ଚା

ଭୁବନେଶ୍ବର : ଦଳ ଭାଙ୍ଗିବା ଭୟ ନା ସରକାର ଭାଙ୍ଗିବା ନେଇ ଭବିଷ୍ୟବାଣୀ ? ନିକଟରେ ଆସିଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଏକ ଭିଡିଓକୁ ନେଇ ଜୋରଦାର ଚର୍ଚ୍ଚା। ଶନିବାର ନବୀନ ନିବାସରେ କବିସୂର୍ଯ୍ୟନଗର, ତେଲକୋଇ, ବାଙ୍କୀ ନିର୍ବାଚନମଣ୍ଡଳୀର ନେତା ଓ କର୍ମୀଙ୍କୁ ଭେଟିଥିଲେ ନବୀନ ।…

ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍, ଶିକ୍ଷାମନ୍ତ୍ରୀଙ୍କ ପାରିବା ପଣିଆ ଉପରେ ପ୍ରଶ୍ନ ଉଠାଇଲା ବିଜେଡି?

ଭୁବନେଶ୍ୱର: ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଏବଂ ଅନ୍ୟାନ୍ୟ ପରୀକ୍ଷା ବାତିଲ୍ ହେବା ପରେ ଅଡୁଆରେ କେନ୍ଦ୍ରର ଏନଡିଏ ସରକାର ଏବଂ କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ପ୍ରସଙ୍ଗରେ ରାଜ୍ୟରେ ବିରୋଧୀ ଦଳ ବିଜେଡିର ଆଭିମୁଖ୍ୟ କଣ ହେବ ଏହା ଉପରେ ସମସ୍ତଙ୍କ ନଜର ରହିଥିଲା। ଆଉ…

ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ଅପରାହ୍ନ ୫ଟାରେ ରଥଟଣା

ପୁରୀ: ରଥାଯାତ୍ରା ପାଇଁ ଶେଷ ହୋଇଛି ନୀତି ସବକମିଟି ଓ ଛତିଶାନିଯୋଗର ଯୁଗ୍ମ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଜୁଲାଇ ୭ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ…

ଖଣି ଲୁଟେରାଙ୍କୁ କଣ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ?

ଭୁବନେଶ୍ବର: ଜନ୍ମମାଟିରୁ ସିଧା ଜବାବ । କେନ୍ଦୁଝରରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଟାର୍ଗେଟ୍ । କହିଲେ, ଖଣି ମାଫିଆଙ୍କୁ ଛାଡିବିନି । କେନ୍ଦୁଝରକୁ ଲୁଟ୍ କରାଯାଇଥିଲା । ଜିଲ୍ଲାର ଖଣି ଲୁଟରେ ସେତେବେଳର ରାଜ୍ୟ ସରକାର ସଂପୃକ୍ତ । କିଛି ଅଣଓଡିଆ କେନ୍ଦୁଝରର ଗରିବ, ଆଦିବାସୀଙ୍କୁ…

ବିଜେଡି ଶୂନ୍ୟ ଲୋକସଭା, ରାଜ୍ୟସଭାରେ ବିରୋଧୀ ଆସନରେ ବସିବ କହିଲା ଦଳ

ଭୁବନେଶ୍ୱର: ବିଜେଡି ପ୍ରତିଷ୍ଠା ହେବା ପରେ ପ୍ରଥମ ଥର ପାଇଁ ଦଳ ଲୋକସଭାରେ କୈଣସି ଆଭିମୁଖ୍ୟ ରଖିପାରିବ ନାହିଁ। ଅଷ୍ଟାଦଶ ଲୋକସଭା ଆରମ୍ଭ ହୋଇଛି। ଦୁଇ ଦିନ ଧରି କାମଚଳା ବାଚସ୍ପତି ସାଂସଦଙ୍କୁ ଶପଥ ପାଠ କରାଇବେ। ଏହାରି ଭିତରେ କିନ୍ତୁ ରାଜ୍ୟସଭାରେ ବିଜେଡିର ଆଭିମୁଖ୍ୟ କଣ ହେବ ତାକୁ…