Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜନ୍ମ ମାଟିରେ ରୋଡ ଶୋ କରୁଛନ୍ତି ମୋହନ ମାଝୀ, ସାଧାରଣ ସଭାରେ ଦେବେ ଉଦ୍ବୋଧନ

କେନ୍ଦୁଝର: ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜନ୍ମମାଟିରେ ପାଦ ଥୋଇବା ପରେ ଭବ୍ୟ ସମ୍ବର୍ଦ୍ଧନାର ସହ ସ୍ବାଗତ କରିଛନ୍ତି ରାଇକଳା ବାସୀ । ଏହା ପରେ ଏକ ବିଶାଳ ରୋଡ ଶୋ ଯୋଗେ ରାଇକଳା ରାସ୍ତାରେ ନିଜ ମାଟି ଭାଇଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ପରେ ଝୁମ୍ପୁରା…

ବଢୁଥିବା ଦରକୁ ନେଇ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ, କହିଲେ ଆଳୁ ପିଆଜ ଯୋଗାଇବ ନାଫେଡ୍‌

ଭୁବନେଶ୍ବର: ହୁ ହୁ ହୋଇ ବଢିବାରେ ଲାଗିଛି ପରିବା ଦର । ଖାଉଟିଙ୍କ ମୁଣ୍ଡରେ ଏବେ ଚଡକ ପଡିଛି । ଦିନେ ଯେଉଁ ପରିବା ୨୦, ୩୦ରେ ମିଳୁଥିଲା, ତାହା ଏବେ ୮୦, ୧୦୦ ଛୁଇଁଲାଣି । କ’ଣ ଖାଇବେ, କେଉଁ ପରିବା କିଣିବେ ଲୋକେ ଚିନ୍ତାରେ ପଡିଥିବା ବେଳେ ଏବେ ଏହାକୁ ନେଇ ବଡ ବୟାନ ଦେଇଛନ୍ତି ଖାଦ୍ୟ…

ଢେଙ୍କାନାଳ ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ: ଘଟଣାସ୍ଥଳରେ ୨ ମୃତ, ୫ ଗୁରୁତର

ଢେଙ୍କାନାଳ: ଝାଡ଼ବନ୍ଧଠାରେ ଥିବା ଢେଙ୍କାନାଳ ଷ୍ଟିଲ୍‌ ପ୍ଲାଣ୍ଟରେ ଅଘଟଣ। ମେକାନିକାଲ ଷ୍ଟ୍ରକଚର୍‌ ବା ଯାନ୍ତ୍ରିକ ଢାଞ୍ଚା ଭୁଶୁଡ଼ି ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ହୋଇଥିବା ସୂଚନା ରହିଛି। କାରଖାନାରେ ଥିବା ମେକାନିକାଲ ଷ୍ଟ୍ରକଚର ଭୁଶୁଡ଼ି ପଡ଼ିବାରୁ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ତୁରନ୍ତ ଖୋଲିବା ଓ ମରାମତି କରିବା ନେଇ ପୁଣି ଦାବି କଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ତୁରନ୍ତ ଖୋଲାଯାଉ। ତୁରନ୍ତ ରତ୍ନଭଣ୍ଡାରକୁ ମରାମତି କରାଯାଉ। ପୁଣି ଏଭଳି ଦାବି କରିଛନ୍ତି ବାଲୁକା ଚିତ୍ର ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ନିଳାଦ୍ରୀ ବିଚ୍‌ରେ ଏହି ପ୍ରସଙ୍ଗରେ ଏକ ବାଲୁକା ଚିତ୍ରକଳା କରି ରାଜ୍ୟ ସରକାରଙ୍କୁ ଏହି ବାର୍ତ୍ତା…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ନିଜ ଗାଁକୁ ଯିବେ ମୋହନ ମାଝୀ: ପରିବାରକୁ ଭେଟିବେ, ମଧ୍ୟାହ୍ନ ଭୋଜନ କରିବେ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ହେବା ପରେ ଆଜି ପ୍ରଥମ ଥର ନିଜ ଗାଁକୁ ଯିବେ ମୋହନ ମାଝୀ। ଆଜି ନିଜ ଗାଁ ରାଇକଳା ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜ ଗାଁକୁ ଯାଇ ପରିବାରକୁ ଭେଟିବେ ଓ ନିଜ ଘରେ ମଧ୍ୟାହ୍ନ ଭୋଜନ କରିବେ । ଏଥିସହ ସାଧାରଣ ଲୋକଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ…

ଟ୍ରେନ୍‌ରେ ବଡ଼ ଧରଣର ଚଢାଉ: ୨୪ଲକ୍ଷ ଟଙ୍କା ଜବତ, ୨ ଗିରଫ

ଭୁବନେଶ୍ୱର: ଫଲକନୁମା ଟ୍ରେନରୁ ୨୪ ଲକ୍ଷ ଜବତ। ତେଲେଙ୍ଗାନା ପୋଲିସ ଓ କଟକ ଆରପିଏଫର ମିଳିତ ସହଯୋଗରେ ବିହାରର ଦୁଇ ଯୁବକଙ୍କ ଠାରୁ ୨୪ ଲକ୍ଷ ଟଙ୍କା ଜବତ କରାଯାଇଛି। ଦୁଇ ଅଭିଯୁକ୍ତ ହେଲେ ରାମ ନାରାୟଣ ଯାଦବ ଏବଂ ଶେଖ୍ ସିରାଜ୍। କଟକରୁ ଯାଜପୁର ଯିବା ବେଳେ ଫଲକନୁମା ଟ୍ରେନରୁ ଏହି…

କେନ୍ଦୁଝରରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ: ବିଜେଡିକୁ କଲେ ଟାର୍ଗେଟ୍, କହିଲେ କାହାକୁ ବି ଛଡାଯିବ ନାହିଁ

ଭୁବନେଶ୍ୱର: ସରକାର ଆସୁ ଆସୁ ଆକ୍ସନ ମୋଡରେ ମୋହନ ସରକାର। ଓଡ଼ିଶାରେ କ୍ଷମତାକୁ ଆସୁଆସୁ ବିଭିନ୍ନ ଉନ୍ନତି ଦିଗରେ ଧ୍ୟାନ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ନିଜ ଜନ୍ମ ମାଟି କେନ୍ଦୁଝରକୁ ଯାଇଥିବା ମୋହନ ମାଝୀ ପୂର୍ବତନ ସରକାର ଉପରେ ବର୍ଷିଛନ୍ତି। କେନ୍ଦୁଝରର ଷ୍ଟାଡିୟମରେ…

ବାଲେଶ୍ବର ପୌରାଞ୍ଚଳରେ କାଲିଠୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ, ମିଳିବ ମୋବାଇଲ୍‌ ଇଣ୍ଟରନେଟ୍‌

ବାଲେଶ୍ବର: ବାଲେଶ୍ବର ପୌରାଞ୍ଚଳରେ ଆସନ୍ତାକାଲିଠୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ। ଏନେଇ ସୂଚନା ଦେଲେ ବାଲେଶ୍ବର ଜିଲ୍ଲାପାଳ ଆଶିଷ ଠାକ୍‌ରେ। ଗୋଷ୍ଠୀ ସଂଘର୍ଷକୁ ନେଇ ବାଲେଶ୍ୱର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି। ଲାଣ୍ଡ ଲାଇନ୍ ଓ ବ୍ରଡବ୍ୟାଣ୍ଡରେ ସେବା ମିଳୁଥିବା ବେଳେ ଆସନ୍ତାକାଲି…

ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା

ସମ୍ବଲପୁର: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଡିସି ପଟ୍ଟା ପାଇଥିବା ହୀରାକୁଦ ବିସ୍ଥାପିତ ବୁଡ଼ି ଅଞ୍ଚଳବାସୀଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଏନେଇ ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଡିସେମ୍ବର ସୁଦ୍ଧା…

ବିଦ୍ୟୁତ୍ ଆଘାତରେ ୬ଟି ଗୃହପାଳିତ ପଶୁଙ୍କ ମୃତ୍ୟୁ ଘଟଣା, ୧ ଲକ୍ଷ ୪୭ ହଜାର ଟଙ୍କା ସହାୟତା ପାଇବେ ମାଲିକ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ତୁଳସୀଡିଆ ଗାଁରେ ଆଜି ସକାଳେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୬ଟି ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩ଟି ଗାଈ, ୨ଟି ବାଛୁରୀ ଓ ଗୋଟିଏ ବଳଦର ମୃତ୍ୟୁ ହୋଇଛି। ଏହି ଘଟଣାରେ ଗୋ ସମ୍ପଦର…