Latest Odisha News

BREAKING NEWS

Browsing Category

ଓଡିଶା

Odisha

IPL ନିଲାମ ତାଲିକାରେ ୨ ଓଡ଼ିଆ, ଉଭୟଙ୍କ ବେସ୍ ପ୍ରାଇସ୍ ୩୦ ଲକ୍ଷ

ଭୁବନେଶ୍ୱର: ଇଣ୍ଡିଆନ୍ ପ୍ରିମିୟର ଲିଗ (IPL) ର ନିଲାମରେ ୨ଜଣ ଓଡ଼ିଆ କ୍ରିକେଟର ସାମିଲ ହୋଇଛନ୍ତି । ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ ଏହି ଦୁଇ ଓଡିଆଙ୍କ ନାଁ ଯୋଡିଛି । ସେଦୁଇ ଓଡ଼ିଆ ଖେଳାଳି ହେଲେ ରାଜେଶ ମହାନ୍ତି ଓ ସ୍ୱସ୍ତିକ ସାମଲ । ୨୦୨୬ IPLର ମିନି ଅକ୍ସନ ଆଜି ଆବୁଧାବିରେ…

Amit Shah: ୨୧ରେ ଓଡ଼ିଶା ଆସିବେ ଅମିତ ଶାହ !

ଭୁବନେଶ୍ବର:ଆସନ୍ତା ୨୧ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ଗସ୍ତରେ ଆସିପାରନ୍ତି। ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ସେହି କାର୍ଯ୍ୟକ୍ରମରେ ସେ ​‌ଯୋଗଦେବା ସମ୍ଭାବନା ରହିଛି। ହେଲେ ଏନେଇ ଶାହାଙ୍କ କାର୍ଯ୍ୟାଳୟ…

୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା ପ୍ରକାଶ ;୩୮ ଦିନ ଖରା ଛୁଟି…

ଭୁବନେଶ୍ବର:ପ୍ରକାଶ ପାଇଲା ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ଛୁଟି ତାଲିକା ପ୍ରକାଶ ପାଇଛି। ଆସନ୍ତା ବର୍ଷ ରବିବାର ବ୍ୟତୀତ ୮୨ ଦିନ ଛୁଟି ରହିବ। ତେବେ ଛୁଟି ତାଲିକାରେ ଥିବା ନେତାଜୀ ଜୟନ୍ତୀ, ସାଧାରଣତନ୍ତ୍ର ଦିବସ,…

Bhadrak Encounter: ଦୁର୍ଦ୍ଦାନ୍ତ ଅପରାଧୀ ବୁଦ୍ଧିଆକୁ ଏନକାଉଣ୍ଟର; ଡାହାଣ ଗୋଡ଼ରେ ବାଜିଛି ଗୁଳି

ଭଦ୍ରକ: ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର । ଚରମ୍ପା ମାଲ୍‌ ଗୋଦାମ ପାଖରେ ପୋଲିସ ଏନ୍‌କାଉଣ୍ଟର କରିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆକୁ ଏନକାଉଣ୍ଟର ହୋଇଥିବା ଭଦ୍ରକ ଏସପି ମନୋଜ ରାଉତ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଅପରାଧୀ ବୁଦ୍ଧିଆ ଗୁରୁତର ହୋଇଛି । ପୋଲିସ…

OTET exam time: ଆସନ୍ତାକାଲି OTET ପରୀକ୍ଷା;ଘୁଞ୍ଚିଲା ପରୀକ୍ଷା ସମୟ

ଭୁବନେଶ୍ବର: ଆସନ୍ତା ୧୭ରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ତେବେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)ର ସମୟରେ ପରିବର୍ତ୍ତନ କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଜାରି ହୋଇଥିବା ସଦ୍ୟ ବିଜ୍ଞପ୍ତି ଅନୁଯାୟୀ, OTETର ପେପର-୨ ପରୀକ୍ଷା…

ଶିଶୁ କର୍କଟ ଚିକିତ୍ସା ନିମନ୍ତେ ଏମଓୟୁ ସ୍ୱାକ୍ଷର…

ଭୁବନେଶ୍ୱର: ଶିଶୁ କର୍କଟ ଚିକିତ୍ସା ନିମନ୍ତେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଏବଂ କ୍ୟାନକିଡ୍ସ କିଡ୍ସକ୍ୟାନ ମଧ୍ୟରେ ମିଳିତ ସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟରେ ବୁଝାମଣାପତ୍ର (MoU) ସ୍ୱାକ୍ଷର ହୋଇଛି। ଏହି ବୁଝାମଣାପତ୍ର ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଡକ୍ଟର ନୀଳକଣ୍ଠ ମିଶ୍ର ଏବଂ…

ପ୍ରଭାତ ଓ ବିରଞ୍ଚିଙ୍କୁ ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକ ଭାବେ ସମ୍ମାନିତ

କଟକ: ପ୍ରଯୁକ୍ତିବିଦ୍ୟାର ଦ୍ରୁତ ବିକାଶ ସତ୍ତ୍ବେ ପ୍ରୁଫ୍-ସଂଶୋଧନ ଉପରେ ଗୁରୁତ୍ୱ ଦିଆଯାଉ ନଥିବାରୁ ଓଡ଼ିଆ ଭାଷାରେ ନିର୍ଭୁଲ ଭାବରେ ପ୍ରକାଶିତ ପୁସ୍ତକ ଦୃଷ୍ଟିଗୋଚର ହେଉନାହିଁ। ବ୍ୟବସାୟ ପ୍ରତିଷ୍ଠାନରେ ଲାଗିଥିବା ନାମଫଳକ ଏବଂ ସଭା ଓ ଶୋଭାଯାତ୍ରାରେ ବ୍ୟବହୃତ ବ୍ୟାନରରେ ମଧ୍ୟ…

ଓଡ଼ିଶା ପୋଲିସର ନୂଆ ୱେବସାଇଟ୍‌ ଲଞ୍ଚ କଲେ ଡିଜିପି

ଭୁବନେଶ୍ବର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡ଼ିଶା ପୋଲିସର ଲୋକସେବା ଓ ପାରଦର୍ଶିତାକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ  ଆଧୁନିକ ଜ୍ଞାନ କୌଶଳରେ ନିର୍ମିତ ଏକ ନୂଆ ୱେବସାଇଟ୍‌କୁ ଲୋକାର୍ପଣ କରିଛନ୍ତି। ରାଜ୍ୟ ପୁଲିସ ମୁଖ୍ୟାଳୟଠାରେ ଆୟୋଜିତ ହୋଇଥିବା ଏକ…

ବଢ଼ିଲା କୃଷି ବିଦ୍ୟାନିଧି ଯୋଜନାରେ ଆବେଦନ ଅବଧି, ଜାଣନ୍ତୁ କେବେ ରହିଛି ଆବେଦନର ଶେଷ ତାରିଖ

ଭୁବନେଶ୍ୱର: ବଢ଼ିଲା କୃଷି ବିଦ୍ୟାନିଧି ଯୋଜନାରେ ଆବେଦନ ଅବଧି। କୃଷି ବିଦ୍ୟାନିଧି ଯୋଜନା ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଛାତ୍ରବୃତ୍ତି ଯୋଜନା ଅଟେ। ଓଡ଼ିଶା ସରକାରଙ୍କ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ସିଏମ୍-କିସାନ୍ ଯୋଜନା ଅଧୀନରେ ଥିବା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ…

ଦୁର୍ନୀତି ମାମଲାରେ ପୂର୍ବତନ ସରପଞ୍ଚ ଓ ଗ୍ରାମ ସଂଯୋଜକ ଦୋଷୀ ସାବ୍ୟସ୍ତ

ଭୁବନେଶ୍ବର: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦାୟର ଏକ ଦୁର୍ନୀତି ମାମଲାରେ କେନ୍ଦୁଝରର ଭିଜିଲାନ୍ସ କୋର୍ଟ ଚମ୍ପୁଆ ବ୍ଲକ ଅନ୍ତର୍ଗତ ଷଡ଼ଙ୍ଗୀ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ସଦାନନ୍ଦ ନାଏକ ଏବଂ ପୂର୍ବତନ ଗ୍ରାମ ସଂଯୋଜକ ଶ୍ରୀପଦ ନାଏକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ…