Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଅର ଠେଙ୍ଗା ମାଡରେ ଚାଲିଗଲା ବାପାର ଜୀବନ

ସୁନ୍ଦରଗଡ: ବାପା ମାଆ ପୁଅ ଜନ୍ମ କରିଥାନ୍ତି ବୃଦ୍ଧା ଅବସ୍ଥାରେ ସାହାରା ଦେବ । ମୃତ୍ୟୁ ପରେ ମୁଖାଗ୍ନି ଦେବ । ଏମିତି କେତେ ଆଶା ଥାଏ ବାପା ମାଆ ଙ୍କ ର । ହେଲେ ସେହି ପୁଅ ସାହାରା ଦେବା ବଦଳରେ ଯଦି ଜୀବନ ନିଏ ତେବେ ଏହା କେବଳ ଭାଗ୍ୟର ବିଡମ୍ବନା ବୋଲି କୁହାଯିବ । ସେହିଭଳି ଏକ ଅଭାବନୀୟ…

ନିଆଁରେ ପୋଡି ହୋଇ ଦମ୍ପତି ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ସୁନ୍ଦରଗଡ଼: ନିଆଁରେ ପୋଡ଼ି ହୋଇ ସ୍ୱାମୀ-ସ୍ତ୍ରୀ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ। ଗୁରୁତର ଅବସ୍ଥାରେ ସ୍ବାମୀ ଶିବାଜୀ ଲାକ୍ରା ଓ ସ୍ତ୍ରୀ ଅନିତା ଲାକ୍ରା ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ, ବଣାଇ କଲେଜ ପଛ…

ଲଣ୍ଡନରେ ସମ୍ମାନିତ ହେଲେ ଓଡ଼ିଆ ଶିକ୍ଷକ: ମିଳିଲା ୱାର୍ଲଡ ବୁକ ଅଫ ରେକର୍ଡ ସମ୍ମାନ

ବାଲେଶ୍ୱର: ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକର ଶିକ୍ଷକ ପିତାମ୍ବର ଖିଲାରଙ୍କୁ ଲଣ୍ଡନରେ ୱାର୍ଲଡ ବୁକ ଅଫ ରେକର୍ଡସ ଦ୍ୱାରା ସମ୍ମାନିତ କରାଯାଇଛି । ମଣିଷର ସେବା ପାଇଁ ଶିକ୍ଷାର ବିକାଶ ଉପରେ ତାଙ୍କର ଅତୁଳନୀୟ ଅବଦାନ ରହିଥିବାରୁ ତାଙ୍କୁ ଏହି…

ପାଲାକୁ ପରିଚୟ ଦେଇଛି “ଅରେଇ” : ୭୬ବର୍ଷ ହେବ ଗାଁ ଲୋକଙ୍କ ଦ୍ବାରା ଆୟୋଜିତ ହେଉଛି ପାଲା ମହୋତ୍ସବ

ଯାଜପୁର : ଆଧୁନିକତାର ପ୍ରଭାବରେ ଧିରେ ଧିରେ ହଜି ଯିବାକୁ ବସିଛି ପାଲା ସଂସ୍କୃତି । ଟିଭି,ଇଣ୍ଟରନେଟର ପ୍ରଭାବରେ ପାଲା ସଂସ୍କୃତି ହଜି ଯିବାକୁ ବସିଥିବାବେଳେ ଯାଜପୁର ବିଞ୍ଝାରପୁର ବ୍ଲକ ଅରେଇରେ ପାଲା ସଂସ୍କୃତିକୁ ବଂଚାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ଗ୍ରାମବାସୀ । ପ୍ରତିବର୍ଷ ମା…

ଅସ୍ଥି ବିସର୍ଜନ ପାଇଁ ଯିବାବେଳେ ଗଛରେ ପିଟି ହେଲା ବସ୍ : ୨୩ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

ପୁରୀ : ପୁରୀରେ ତୀର୍ଥ ଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ  । ପୁରୀ ନିରାକାରପୁର ଜଗନ୍ନାଥ ସଡକ ରୁଆ ଛକରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ପ୍ରାୟ ୨୩ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ସୂଚନା ଅନୁସାରେ ବସଟି ଆଜି ସକାଳୁ ୪୦ଜଣ ଯାତ୍ରୀଙ୍କୁ ନେଇ…

ବିଲରୁ ଯୁବକଙ୍କ ମୃତଦେହ ଉଦ୍ଧାର : ମଦ ବ୍ୟବସାୟକୁ ନେଇ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଅନୁଗୁଳ: ମଦ ବ୍ୟବସାୟକୁ ନେଇ ହତ୍ୟାକାଣ୍ଡ ଅଭିଯୋଗ । ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ଏକଘରିଆ ଗାଁ ନିକଟରେ ଥିବା ଏକ ବିଲରୁ  ଆଜି ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ନତଡା ଗାଁର ରତନ ନାଏକ ବୋଲି ଜଣାପଡିଛି । ରତନ ଗତ ଶନିବାର ଦିନଠାରୁ ଘରୁ କେଉଁଆଡୁ ନିଖୋଜ…

ଏବେ ବି ବଞ୍ଚିଛି ଅନ୍ଧବିଶ୍ବାସ : ସାପ ବିଷ କାଢିବାକୁ ଯାଇ ମହିଳା ଗୁଣିଆ ଗୁରୁତର

ଆନନ୍ଦପୁର : ଯୁଗ ବଦଳିଛି ସତ ହେଲେ ଏବେ ବି ବଞ୍ଚିରହିଛି ଅନ୍ଧବିଶ୍ୱାସ ।  ବିଜ୍ଞାନ ବହୁତ ଆଗକୁ ଯାଇଛି ହେଲେ ଏବେ ବି ଲୋକେ ଝଡାଫୁଙ୍କା ଉପରେ ଭରସା କରୁଛନ୍ତି । ଏହାର ଏକ ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ  । ଆନନ୍ଦପୁର ଉପଖଣ୍ଡ ଝଣଝଣା ଗାଁର…

ଭୁବନେଶ୍ବରରୁ ଜୟପୁରକୁ ଉଡିଲା ଦ୍ବିତୀୟ ବିମାନ

ଭୁବନେଶ୍ବର : ଆଜିଠାରୁ ଭୁବନେଶ୍ୱରରୁ କୋରାପୁଟ ଜିଲ୍ଳା ଜୟପୁରରୁ ଉଡିଲା ଦ୍ୱିତୀୟ ବିମାନ। ଭୁବନେଶ୍ବରରୁ ଛାଡିଥିବା ଇଣ୍ଡିଆଓ୍ବାନ୍ ଏୟାର ବିମାନଟି ଜୟପୁରରେ ପହଞ୍ଚିଛି । ଆଜି ସକାଳୁ ୭ଟା ୧୦ରେ ଭୁବନେଶ୍ବରରୁ ଛାଡି ୮ଟା ୪୫ରେ ବିମାନଟି ଜୟପୁରରେ ପହଞ୍ଚିଛି । ସେହିପରି ୯ଟାରେ ଜୟପୁରରୁ ଛାଡି…

ଆଜି କାର୍ତ୍ତିକ ମାସର ଦ୍ବିତୀୟ ସୋମବାର : ବାବା ଧବଳେଶ୍ବରଙ୍କ ପୀଠରେ ପ୍ରବଳ ଭିଡ

ଆଠଗଡ : ଚାଲିଛି ଧର୍ମମାସ କାର୍ତ୍ତିକ  । ଆଜି ହେଉଛି କାର୍ତ୍ତିକ ମାସର ଦ୍ବିତୀୟ ସୋମବାର। ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବପୀଠ  ।  ସକାଳୁ ସକାଳୁ କଟକ ଜିଲ୍ଲା ଆଠଗଡର  ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି  ।…

ବାହାନଗା ରେଳ ଦୁର୍ଘଟଣା: ମୃତକଙ୍କ ପରିବାର ସଦସ୍ୟଙ୍କୁ କିଟ୍‌ରେ ମିଳିଲା ନିଯୁକ୍ତି

ଭୁବନେଶ୍ୱର: ବାଲେଶ୍ୱର ବାହାନଗାଠାରେ ଘଟିଥିବା ଦୁଃଖଦ ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାର ସଦସ୍ୟଙ୍କୁ କିିଟ୍‌ରେ ମିିଳିଲା ନିଯୁକ୍ତି । ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତିଙ୍କୁ ନିଯୁକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟ୍ ରେ ମାଗଣା ଶିକ୍ଷା ବ୍ୟବସ୍ଥାକୁ ରବିବାର କିଟ୍ ଓ କିସ୍…