Latest Odisha News

BREAKING NEWS

Browsing Category

ଓଡିଶା

Odisha

ମେଘାଳୟରେ ଓଡ଼ିଆ ବିଏସ୍ଏଫ୍ ଯବାନ ସହିଦ

ଭୁବନେଶ୍ୱର: ମେଘାଳୟରେ ଓଡ଼ିଆ ବିଏସ୍ଏଫ୍ ଯବାନ ସଦିଦ ହୋଇଛନ୍ତି। ଯବାନ ଜଣଙ୍କ ପୁରୀ ଜିଲ୍ଲାର ଗୋପ ବ୍ଲକ ଅନ୍ତର୍ଗତ ବାଦଟରା ପଞ୍ଚାୟତର ମଲା ଗାଁର ପ୍ରତାପ ରଞ୍ଜନ ପରିଡ଼ା ବୋଲି ଜଣାପଡିଛି। ତାଙ୍କ ବୟସ ୫୨ ବର୍ଷ। ସୂଚନା ଅନୁସାରେ ସୁଦୂର ମେଘାଳୟ ଓ ବାଂଲାଦେଶ ସୀମା ତୁରା ନିକଟରେ କାର୍ଯ୍ୟରତ…

ଧର୍ମଗଡ ଉପଖଣ୍ଡୀୟ ବ୍ରାହ୍ମଣ ସମାଜ ପକ୍ଷରୁ ନୂଆଖାଇ ଭେଟଘାଟ ପାଳିତ

କଳାହାଣ୍ଡି: ଜିଲ୍ଲାର ଧର୍ମଗଡ ଉପଖଣ୍ଡୀୟ ବ୍ରାହ୍ମଣ ସମାଜ ପକ୍ଷରୁ ହୋଟେଲ ରୟାଲ ପ୍ୟାଲେସ ଠାରେ ନୂଆଖାଇ ଭେଟଘାଟ ପାଳିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ଉପଖଣ୍ଡୀୟ ବ୍ରାହ୍ମଣ ସମାଜର ସଭାପତି ଜନାର୍ଦ୍ଦନ ପଣ୍ଡା ଯୋଗଦେଇଥିଲେ । ସମ୍ମାନୀୟ ଅତିଥି ଭାବେ ବ୍ରାହ୍ମଣ ସମାଜ…

ଡି-ବ୍ରଦର୍ସ ନାଁରେ ଦାଦାବଟି ଆଦାୟ କରୁଥିଲେ ଟ୍ୟୁସନ ସାର୍, ବନ୍ଧା ହେଲେ ୨ ଅଭିଯୁକ୍ତ

କଟକ: ଡି-ବ୍ରଦର୍ସ ନାଁରେ ଦାଦାବଟି ଆଦାୟ କରିବା ପଡିଲା ମହଙ୍ଗା। ବନ୍ଧା ହେଲେ ଦୁଇ ଅଭିଯୁକ୍ତ। କଟକରେ ପୁଣି ଧଳସାମନ୍ତ ଭ୍ରାତା ସୁଶାନ୍ତ ଏବଂ ସୁଶୀଲ ଧଳସାମନ୍ତଙ୍କ ନାଁରେ ଦାଦାବଟି ଆଦାୟ ଅଭିଯୋଗ ଆସିଛି। ଛତ୍ର ବଜାରର ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ୫ ଲକ୍ଷ ଟଙ୍କାର ଦାଦାବଟି ମାଗିବାରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ, ଆଜି ଆଉ ଗୋଟେ ଧରା ପଡିଲା ମଣିଷଖିଆ ବାଘ

ନୂଆପଡ଼ା: ଜିଲ୍ଲାରେ ସରୁନି ବାଘ ଆତଙ୍କ। ଗତକାଲି ଗୋଟିଏ ବାଘ ଧରାପଡିଥିଲା। ଆଜି ଆଉ ଗୋଟେ ବାଘକୁ ଦେଖିଲେ ଲୋକେ। ସୂଚନା ଅନୁସାରେ ରବିବାର ସକାଳେ ସଦର ରେଞ୍ଜ ଧରମବନ୍ଧା ସେକ୍ସନ କୋଦୋପାଲି ଗାଁରେ ଏକ ବାଘ ଆତଙ୍କ ଖେଳାଇ ଦେଇଛି । ଫଳରେ ଗାଁ ଲୋକେ ପୁଣି ଡରି ଯାଇଛନ୍ତି। ଗ୍ରାମବାସୀ ଘଟଣା…

ଆସ ବୁଲିଯିବା ଓଡିଶା: ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଡୋକରୀ ଚଞ୍ଚରା

କଳାହାଣ୍ଡି: ଆଉ ଦିନ କେଇଟା ପରେ ନୂଆବର୍ଷ । ଏହାକୁ ଧୁମଧାମରେ ମନାଇବା ପାଇଁ ସମସ୍ତଙ୍କ ମନରେ ଭରି ରହିଛି ଉତ୍କଣ୍ଠା । ବିଶେଷ କରି ବଣଭୋଜି କରିବା ପାଇଁ ଦରକାର ପଡେ ଏମିତି ଏକ ସ୍ଥାନ ଯେଉଁଠି ବଣଭୋଜି ସହିତ ପ୍ରକୃତି ରାଣୀ କୋଳରେ ଦିନଟିଏ ଅତିବାହିତ କରିବା ପାଇଁ ସୁଯୋଗ ଥିବ। ଚାରିଆଡେ…

ତାଳଚେରରେ ପୁଣି ହାତୀ ଉପଦ୍ରବ, ଉଜାଡ଼ିଦେଲେ ସୁନାର ଫସଲ

ଅନୁଗୁଳ: ଦିନକୁ ଦିନ ବଢୁଛି ହାତୀଙ୍କ ଉପଦ୍ରବ। ଖାଦ୍ୟ ଅନ୍ୱେଶଣରେ ଆସି ଧନ ଜୀବନ ନଷ୍ଟ କରୁଛନ୍ତି ହାତୀ। ଗତ ଦୁଇ ବର୍ଷ ହେବ ହାତୀ ଚିନ୍ତାରେ ଭୟଭିତ ହୋଇ ରହୁଛନ୍ତି ଅଞ୍ଚଳବାସୀ। ଚାଷୀ ଋଣ କରି ଚାଷ କରୁଥିବା ବେଳେ ହାତୀପଲ ଆସି ଏକର ଏକର ଚାଷ ଜମିକୁ ନଷ୍ଟ କରୁଛନ୍ତି ଓ ଯାହା ଫଳରେ ଚାଷୀଙ୍କ…

ପୁଣି ଅଲୋଡା ଶିଶୁ କନ୍ୟା, ସ୍ୱର୍ଣ୍ଣଚୁଡ଼ ପାହାଡ଼ରୁ ନବଜାତ ଶିଶୁ ଉଦ୍ଧାର

ବାଲେଶ୍ଵର: ପୁଣି ଅଲୋଡା ହେଲା ଶିଶୁ କନ୍ୟା । ସ୍ଵର୍ଣ୍ଣଚୁଡ ପାହାଡ ନିକଟ ଏକ ମସଜିଦ ସମ୍ମୁଖରେ ଶିଶୁ କନ୍ୟାକୁ ଛାଡି ଚାଲିଗଲେ ନିଷ୍ଠୁର ବାପା-ମା । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ । ଶିଶୁଟିର କାନ୍ଦ ଶୁଣିବା ପରେ ସ୍ଥାନୀୟ ଅଞ୍ଚଳବାସୀ ଶିଶୁ…

ପୁନଃରୁଦ୍ଧାର ହେବ ବ୍ରାହ୍ମଣୀ ନଦୀ, ଖୁବଶିଘ୍ର ଆରମ୍ଭ ହେବ ରିସର୍ଚ୍ଚ: ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ଵର: ପୁନଃରୁଦ୍ଧାର ହେବ ବ୍ରାହ୍ମଣୀ ନଦୀ । ଏଥିପାଇଁ ଖୁବଶିଘ୍ର ଆରମ୍ଭ ହେବ ରିସର୍ଚ୍ଚ । ଏନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି। ସେ କହିଛନ୍ତି ଯେ, ଗତ ୪୫ ବର୍ଷ ହେବ ବ୍ରାହ୍ମଣୀ ନଦୀ କାହିଁକି ଶୁଖିଲା ପଡୁଛି ସେ ନେଇ ଖୁବଶିଘ୍ର ରିସର୍ଚ୍ଚ…

ଶ୍ରୀମନ୍ଦିର ୪ ଦୁଆର ଓ ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗ: ଶ୍ରୀଜଗନ୍ନାଥ ସେନାର ଜନସଂପର୍କ ଯାତ୍ରା

ପୁରୀ: ଜୋର ଧରିଲା ଶ୍ରୀମନ୍ଦିର ୪ ଦୁଆର ଓ ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗ ଦାବି । କୋରାପୁଟରେ ଶ୍ରୀଜଗନ୍ନାଥ ସେନା ପୁରୀ କେନ୍ଦ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଭକ୍ତ ଜାଗରଣ ଜନସଂପର୍କ ଯାତ୍ରା ଅନୁଷ୍ଠିତ ହୋଇଛି । ଗଞ୍ଜାମ ଓ ଖୋର୍ଦ୍ଧା ପରେ ଏବେ କୋରାପୁଟ ଜିଲ୍ଲାରେ ଭକ୍ତ ଜାଗରଣ ଜନସଂପର୍କ…

ଆରମ୍ଭ ହେଲା ଝାରସୁଗୁଡ଼ା-କୋଲକାତା ମଧ୍ୟରେ ବିମାନ ଚଳାଚଳ

ଝାରସୁଗୁଡା: ପଶ୍ଚିମବଙ୍ଗ ଯାତ୍ରୀମାନଙ୍କୁ ଓଡି଼ଶାକୁ ଯାତାୟତ କରିବା ହେଲା ଆହୁରି ସହଜ । ଆରମ୍ଭ ହେଲା ଝାରସୁଗୁଡ଼ା-କୋଲକାତା ମଧ୍ୟରେ ବିମାନ ଚଳାଚଳ ସେବା । କୋଲକାତାରୁ ୨୭ ସିଟ୍ ବିଶିଷ୍ଟ  ATR-72 ବିମାନ ଚଳାଚଳ ଆଜିଠୁ ଆରମ୍ଭ ହୋଇଛି । ପ୍ରତିଦିନ ଏହି ବିମାନ ଚଳାଚଳ କରିବ । ୫ ଟା ୫୦ରେ…