Latest Odisha News

BREAKING NEWS

Browsing Category

ଓଡିଶା

Odisha

‘କିସ୍’କୁ ଜଙ୍ଗଲ ଜମି ହସ୍ତାନ୍ତର: ରୋକ୍ ଲଗାଇଲେ କେନ୍ଦ୍ର ସରକାର

ଭୁବନେଶ୍ବର; କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସେସ(କିସ୍)କୁ ଜଙ୍ଗଲ ଜମି ହସ୍ତାନ୍ତର ପ୍ରକ୍ରିୟାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର।  କୌଣସି ସ୍ପଷ୍ଟୀକରଣ ନମିଳିବା ପର୍ଯ୍ୟନ୍ତ କିସ୍ କୁ ଜଙ୍ଗଲ ଜମି ହସ୍ତାନ୍ତର ନକରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି କେନ୍ଦ୍ର…

ଦୀର୍ଘ ୫ ବର୍ଷ ପରେ ଶିମିଳିପାଳକୁ ଫେରିଲେ ୨ କୁମକୀ ହାତୀ ରାଜକୁମାର ଓ ମହେନ୍ଦ୍ର

ବାରିପଦା: ୫ ବର୍ଷ ପରେ ଶିମିଳିପାଳକୁ ଫେରିଲେ ରାଜକୁମାର ଓ ମହେନ୍ଦ୍ର । ୨ଟି ଟ୍ରକ୍‌ ଯୋଗେ ସାତକୋଶିଆରୁ ଏହି ଦୁଇ ହାତୀଙ୍କୁ ଶିମିଳିପାଳ ଅଭୟାରଣ୍ୟ ଅଣାଯାଇଛି । ସେମାନଙ୍କୁ କେଣ୍ଡୁମୁଣ୍ଡିରେ ରଖାଯିବ। ଏଠାରେ କିଛିଦିନ ନିରୀକ୍ଷଣରେ ରହିବା ପରେ ହାତୀ ଦୁଇଟିକୁ ପୂର୍ବଭଳି ଜଙ୍ଗଲ ସୁରକ୍ଷା…

ନିଜ ମାଟିରେ ମୁଖ୍ୟମନ୍ତ୍ରୀ, ଉତ୍ଫୁଲିତ କେନ୍ଦୁଝର ବାସୀ

କେନ୍ଦୁଝର; ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଜନ୍ମମାଟି କେନ୍ଦୁଝରରେ ପାଦ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭବ୍ୟ ସମ୍ବର୍ଦ୍ଧନା ସହ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି କେନ୍ଦୁଝରବାସୀ । ମନରେ ଭରି ରହିଛି ଅନେକ ଉତ୍କଣ୍ଠା ଓ ଉଦ୍ଦୀପନ । ନିଜ ମାଟିର ପୁଅକୁ…

ଜିଦ୍ ରେ ଅଟଳ ଘରୋଇ ବସ୍ ସଂଘ, ବାରିପଦା ବସଷ୍ଟାଣ୍ଡରୁ ଗଡିଲା ୧୪ଟି ସରକାରୀ ବସ୍‌

ବାରିପଦା: ବାରିପଦା ବସଷ୍ଟାଣ୍ଡରୁ ଗଡିଲା ୧୪ଟି ସରକାରୀ ବସ୍‌ । ପ୍ରଶାସନର ହସ୍ତକ୍ଷେପ ପରେ ଆରଟିଓଙ୍କ ଉପସ୍ଥିତିରେ ପ୍ରଥମ ପର୍ଯ୍ୟାୟରେ ୧୪ଟି ସରକାରୀ ବସ୍ ଗଡ଼ିଛି । ଘରୋଇ ବସ୍‌ ଚଳାଚଳ ବନ୍ଦ ଥିବାରୁ ବାରିପଦାରେ ସରକାରୀ ବସ୍ ଗଡିଛି । ସମୟ ନିର୍ଘଣ୍ଟକୁ ନେଇ ହଣାକଟା ପରେ ଗତକାଲିଠି…

ମର୍ମନ୍ତୁଦ ସଡକ ଦୁର୍ଘଟଣା,ସଫେଇ କର୍ମଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ମାଲକାନଗିରି: ମାଲକାନଗିରି ଡିଏମକେ ଛକରେ ସିରିଜ୍‌ ଦୁର୍ଘଟଣା । ସଫେଇ କର୍ମଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌ । ମହିଳା ସଫେଇ କର୍ମଚାରୀଙ୍କୁ ଧକ୍କାଦେଇ ସାଇକେଲକୁ ପିଟିଲା ଟ୍ରକ । ଘଟଣାସ୍ଥଳରେ ସଫେଇ କର୍ମଚାରୀ ମୃତ, ସାଇକେଲ ଆରୋହୀ ଗୁରୁତର । ଦୁର୍ଘଟଣା ପରେ ଗାଡ଼ି ଛାଡ଼ି ଟ୍ରକ୍‌…

ଜ୍ୱରରେ କମ୍ପୁଛନ୍ତି ମହାପ୍ରଭୁ, ଅଣସର ଘରେ ଚାଲିଛି ଗୁପ୍ତସେବା

ପୁରୀ: ସୁନା କୂଅରୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅସୁସ୍ଥତା ଯୋଗୁ ଅଣସର ବାସରେ ରହିଛନ୍ତି ଶ୍ରୀବିଗ୍ରହ। ବିଳମ୍ବିତ ରାତିରେ ସ୍ନାନବେଦିରୁ ବାହୁଡ଼ା ପହଣ୍ଡିରେ ଯିବା ବେଳେ ଅଣସର ପିଣ୍ଡିରେ ଅଟକିଛନ୍ତି ତିନି ଠାକୁର। କେବଳ ଏକ ଦୀପକୁ ଛାଡ଼ିଦେଲେ ଅଣସର…

ଜଳିଗଲା ଆମ୍ବୁଲାନ୍ସ, ୪ ଗୁରୁତର

ଜଳେଶ୍ୱର: ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ । ଦୁର୍ଘଟଣା ପରେ ହୁତୁ ହୁତୁ ହୋଇ ଜଳିଗଲା ଆମ୍ବୁଲାନ୍ସ । ଏନ୍‌ଏଚ୍‌-୧୬ ମିରିଗିମୁଣ୍ଡି ଛକରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ୪ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ…

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ପୁରୀ: ସରିଛି ମହାପ୍ରଭୁଙ୍କ ମହାସ୍ନାନ। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଥିବାରୁ ମହାପ୍ରଭୁଙ୍କୁ ଜର ହୋଇଛି। ଏଥିପାଇଁ ମହାପ୍ରଭୁ ଅଣସର ଗୃହରେ ରହିଛନ୍ତି। ଅଣସର ପିଣ୍ଡିରେ ମହାପ୍ରଭୁଙ୍କ ଗୁପ୍ତ ନୀତି କରାଯାଉଛି। ମହାପ୍ରଭୁଙ୍କ ଅଣସର ସମୟରେ ବିକଳ୍ପ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପଟିଦିଅଁ…

ଲାଞ୍ଚ ନେଉଥିବା ବେଳେ ସିବିଆଇ ଦ୍ବାରା ଡାକ ବିଭାଗର ଦୁଇ ଅଧିକାରୀ ଗିରଫ

ଭୁବନେଶ୍ୱର: ଲାଞ୍ଚ ନେଉଥିବା ଡାକ ବିଭାଗର ଦୁଇ ଅଧିକାରୀଙ୍କୁ ଗିରଫ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)। ମୟୂରଭଞ୍ଜ ଜିଲ୍ଲାରେ ବଡ଼ସାହି ସବ୍ ପୋଷ୍ଟ ଅଫିସର ଡାକ ନିରୀକ୍ଷକ ରୁବି ଦାସ ଓ ଓଭରସିୟର ସୁଶାନ୍ତ କୁମାର ଦାସ ୫୦ ହଜାର ଟଙ୍କା ଲାଞ୍ଚ ମାଗୁଥିବା ବେଳେ ସିବିଆଇ ହାତରେ…

କାମ୍ ଦେଲାନି ଆଲୋଚନା, ବାରିପଦା ବସଷ୍ଟାଣ୍ଡରୁ ଗଡ଼ିଲା ନାହିଁ ବସ୍

ବାରିପଦା: ପ୍ରଶାସନ, ପୋଲିସ ଏବଂ ଘରୋଇ ବସ୍ ସଂଘର କର୍ମକର୍ତ୍ତାଙ୍କ ସହ ବୈଠକ ହୋଇଥିଲା। ସଂଧ୍ୟାରେ ବାରିପଦା ବସଷ୍ଟାଣ୍ଡରୁ ବସ୍ ଗଡିଥାନ୍ତା। କିନ୍ତୁ ଯେଉଁମାନେ ଗଣ୍ଡଗୋଳ ଘଟଣାରେ ଜେଲରେ ଅଛନ୍ତି ସେମାନଙ୍କୁ ଜାମିନ୍ ନନିଳିବାରୁ ବସ୍ ଚଳାଚଳ ପୂର୍ବଭଳି ରହିଛି। ଅର୍ଥାତ୍ ପ୍ରଶାସନ ବସ…