Latest Odisha News

BREAKING NEWS

Browsing Category

ଓଡିଶା

Odisha

ହାଇଓ୍ବାକୁ ପିଟିଲା ଡମ୍ପର : ଜଣେ ମୃତ, ପୋଲିସର ତଦନ୍ତ ଜାରି

ବାଲେଶ୍ବର: ବସ୍ତା ଥାନା କଟିପୋଲ ନିକଟରେ ଏକ ହାଇୱାକୁ ଧକ୍କା ଦେଇଛି ଡମ୍ପର। ଘଟଣାସ୍ଥଳରେ ଡମ୍ପର ଚାଳକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଆଖାପାଖର ଲୋକେ ରୁଣ୍ଡ ହୋଇଯାଇଥିଲେ ଏହାପରେ ପୋଲିସକୁ ଖବର ଦିଆଯାଇଥିଲା। ପରେ ବସ୍ତା ଥାନା ପୋଲିସ ଆସି ଦୁର୍ଘଟଣା ସ୍ଥଳରେ ପହଁଚି ଡମ୍ପର…

ରେଳ ଯାତ୍ରା ସମୟରେ ଆତସବାଜି ଓ ଫଟକା ପରିବହନ ନିଷିଦ୍ଧ: ପୂର୍ବତଟ ରେଳପଥର ସ୍ଵତନ୍ତ୍ର ଅଭିଯାନ

ଭୁବନେଶ୍ଵର: ଆପଣ ଟ୍ରେନରେ ଯାତ୍ରା କରୁଥିବା ସମୟରେ ଜ୍ଵଳନ୍ତ ତଥା ବିସ୍ଫୋରକ ଜିନିଷ ପରିବହନ କରୁଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ । ଏଥିପାଇଁ ଆପଣଙ୍କୁ ଜେଲ ଦଣ୍ଡ ମଧ୍ୟ ଭୋଗିବାକୁ ପଡିପାରେ । କାରଣ ରେଳ ଯାତ୍ରା ସମୟରେ ଆତସବାଜି ଓ ଫଟକା ପରିବହନକୁ ନିଷିଦ୍ଧ କରିଛି ପୂର୍ବତଟ ରେଳପଥ…

ଓଲଟିଲା ଗୋରୁ ବାଝେଇ ଟ୍ରକ୍ : ୫ଗୋରୁ ମୃତ, ଘଟଣାସ୍ଥଳରୁ ଡ୍ରାଇଭର ଫେରାର

ତେଲକୋଇ : ତେଲକୋଇରେ ଅଭାବନୀୟ ଘଟଣା ଘଟିଛି । ବିଞ୍ଜବାହାଲ ବସଷ୍ଟାଣ୍ଡ ନିକଟରେ ଭାରସାମ୍ୟ ହରାଇ ଏକ ଗୋରୁବୋଝେଇ ଟ୍ରକ ଓଲଟି ପଡିଛି । ଫଳରେ ୫ ଜଣ ଗୋରୁଙ୍କର ମୃତ୍ୟୁ ଘଟିଛି । ସୂଚନା ଅନୁସାରେ ଆଜି ସକାଳେ କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା  ଅଞ୍ଚଳରେ ଏକ ବେଆଇନ ଗୋରୁ ବୋଝେଇ ଟ୍ରକ…

ସୀମା ଟପିଲା ବର୍ବରତା : ଦିବ୍ୟାଙ୍ଗଙ୍କୁ ମାଡ ମାରି ଲହୁଲୁହାଣ କଲା ଖଲ୍ଲିକୋଟ ପୋଲିସ

ଖଲ୍ଲିକୋଟ : ସବୁ ସୀମା ଟପିଗଲା ଖଲ୍ଲିକୋଟ ପୋଲିସ । ଭୁଲିଗଲା ମଣିଷ ପଣିଆ  । ଜଣେ ଦିବ୍ୟାଙ୍ଗ ଯୁବକକୁ ନିସ୍ତୁକ ଭାବେ ମାଡ ମାରି ଲହୁଲୁହାଣ କରିଛି ପୋଲିସ । ଆଉ ଉପାୟଶୂନ୍ୟ ହୋଇ  ନ୍ୟାୟ ପାଇଁ  ଗଞ୍ଜାମ ଏସପିଙ୍କ ଦ୍ବାରସ୍ଥ ହୋଇଛି  । ଖଲ୍ଲିକୋଟ ଥାନା ଶ୍ୟାମସୁନ୍ଦରପୁର ଗାଁରେ ଏଭଳି…

ବାଘ ଆତଙ୍କରେ ଅନ୍ତ : ଧରାପଡିଲା ମଣିଷଖିଆ ବାଘ, ଗତ ୫ ଦିନ ହେବ ଖେଳାଉଥିଲା ଆତଙ୍କ

ନୂଆପଡା : ବାଘ ଆତଙ୍କରେ ଅନ୍ତ  । ଧରାପଡିଲା ମଣିଷଖିଆ ବାଘ  । ନୂଆପଡା ରେଞ୍ଜ ଅଫିସକୁ ଆସିଲା କଲରାପତରିଆ ବାଘ । ଗତକାଲି ରାତିରେ ବନ ବିଭାଗ ଯନ୍ତା ବସା ବହୁ ଚେଷ୍ଠା କରିବା ପରେ ବାଘକୁ ଧରିବାରେ ସଫଳ ହୋଇଛି । ଗତ କିଛି ଦିନ ହେବ ନୂଆପଡା ଅଞ୍ଚଳରେ ଆତଙ୍କ ମଚାଇଥିଲା । ଲୋକେ ଭୟଭୀତ…

ଜୁଆ ଆଡ୍ଡା ଉପରେ ଚଢ଼ାଉ; ଲକ୍ଷାଧିକ ଟଙ୍କା ଜବତ, ୧୮ ଗିରଫ

ବରଗଡ: ଜିଲ୍ଲାର ବାଲିଜୋରିରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚଢ଼ାଉ । ଘଟଣାସ୍ଥଳରୁ ଲକ୍ଷାଧିକ ଟଙ୍କା ଜବତ ସହ ୧୮ ଜଣଙ୍କୁ ଗିରଫ କଲା ପୋଲିସ । ଖବର ମିଳିବା ପରେ ଏହି ଚଢ଼ାଉ ହୋଇଥିଲା। ଆଜି (ଶନିବାର) ସନ୍ଧ୍ୟା ସମୟରେ ଏହି ଜୁଆ ଆଡ୍ଡା ଚାଲିଥିବାର ଖବରପାଇ ଗିରଫ କରିଛି ପୋଲିସ । ବରଗଡ଼…

ଚୋରା ଚାଲାଣ ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ, ୩ ଗିରଫ

ଭୁବନେଶ୍ୱର: ବାଲିଅନ୍ତା ଥାନା ପୋଲିସକୁ ବଡ଼ ସଫଳତା। ଚୋରା ଚାଲାଣ ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ କରି ତିନି ଜଣଙ୍କୁ ଗିରଫ କଲା ପୋଲିସ। ସୂଚନା ଅନୁସାରେ ବାଲିଅନ୍ତା ଥାନାର ଏକ ସ୍ପେଶାଲ ଟିମ ନିଜ ପରିସର ଅଞ୍ଚଳରେ ପାଟ୍ରୋଲଙ୍ଗ କରୁଥିବା ସମୟରେ ଏକ ପାସେଞ୍ଜର ଅଟୋ ଏବଂ ଏକ ମୋଟରସାଇକେଲ…

ଶୋଇଥିବାବେଳେ ଛାତ୍ରୀଙ୍କ ତଣ୍ଟି କାଟିଲା ସହପାଠୀ! ତଦନ୍ତ ଜାରି

ଅନୁଗୁଳ: ଜିଲ୍ଲାର ଏକ ଘରୋଇ ଶିକ୍ଷାନୁଷ୍ଠାନର ଲେଡିଜ ହଷ୍ଟେଲରେ ଅଭାବନୀୟ କାଣ୍ଡ । ଜଣେ ଛାତ୍ରୀଙ୍କ ତଣ୍ଟି ତାଙ୍କ ସହପାଠୀ କାଟି ଦେଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏନେଇ ଅନୁଗୁଳ ଥାନାରେ ଅଭିଯୋଗ କରିଛନ୍ତି…

ସ୍ଵତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ସଚେତନତା ରଥ ଶୁଭାରମ୍ଭ

ଭୁବନେଶ୍ୱର: ରାଜଧାନୀ ଉପଖଣ୍ଡ ଅନ୍ତର୍ଗତ ୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସ୍ଵତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ-୨୦୨୪ ନିମନ୍ତେ ମତଦାତା ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଏକ ସଚେତନତା ରଥର ଶୁଭାରମ୍ବ କରାଯାଇଛି। ଏହି ରଥ ଆସନ୍ତା ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ସମସ୍ତ…

କେଉଁ କାରଣ ପାଇଁ ହଠାତ୍ ପୋଲିସ ମୁଖ୍ୟାଳୟକୁ ବଦଳିଲେ ମୟୂରଭଞ୍ଜ ଏସପି?

ଭୁବନେଶ୍ୱର: ନବରଙ୍ଗପୁର ଏବଂ ମୟୂରଭଞ୍ଜ ଏସପି ବଦଳିଲେ। ଏହି ଦୁଇ ସ୍ଥାନରେ ସାମାନ୍ୟ ଅଦଳବଦଳ କରି ଓଡ଼ିଶା ସରକାର ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାର ନୂଆ ଏସପିଙ୍କୁ ନିଯୁକ୍ତି ଦେଇଛନ୍ତି। ଶନିବାର ଗୃହ ବିଭାଗର ବିଜ୍ଞପ୍ତି ଅନୁଯାୟୀ ବର୍ତ୍ତମାନର ମୟୂରଭଞ୍ଜ ଏସପି ବି ଗଙ୍ଗାଧରଙ୍କୁ ରାଜ୍ୟ…