Latest Odisha News

BREAKING NEWS

Browsing Category

ଓଡିଶା

Odisha

ବର୍ଷକ ପରେ ଜଳ ସ୍ନାନ କଲେ ଦାରୁ ଦିଅଁ, ମହାବାହୁଙ୍କ ସାଙ୍ଗରେ ବି ସ୍ନାନ କରୁଛନ୍ତି ଭକ୍ତ

ପୁରୀ:  ସ୍ନାନ ମଣ୍ଡପରେ ସ୍ନାନ କଲେ ଦାରୁ ଦିଅଁ । ସର୍ଣ୍ଣ କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି । ସେପଟେ ମହାପ୍ରଭୁଙ୍କ ସହ ସ୍ନାନ କରୁଛନ୍ତି ଶ୍ରଦ୍ଧାଳୁ । ପୁରୀରେ ପ୍ରବଳ ବର୍ଷାକୁ ଖାତିର ନକରି ଚକାନୟନରେ ବିମୋହିତ ହୋଇଛନ୍ତି ଭକ୍ତ । ସ୍ନାନ ମଣ୍ଡପ…

ପିଶାଚ ସାଜିଲା ପୁଅ, ବାପା ମା ଙ୍କୁ କଲା ହତ୍ୟା

ବାଲେଶ୍ଵର: ପିଶାଚ ପାଲଟିଲା ପୁଅ। ବାପାମାଆଙ୍କ ସ୍ନେହକୁ ନବୁଝି ଘଟାଇଲା ନାରକୀୟ କାଣ୍ଡ। ବାପା ମା'ଙ୍କୁ ମାରି ମାଟି ତଳେ ପୋତିଦେଲା ପୁଅ। ବାଲେଶ୍ଵର ସିମୁଳିଆ ଥାନା ଗରସଂଗ ଗାଁରୁ ଆସିଛି ଏଭଳି ଘଟଣା। ଏନେଇ ଖବର ପାଇବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ…

ଗାତ ଖୋଳୁଥିବାବେଳେ କାନ୍ଥ ପଡ଼ି ୨ ଶ୍ରିମିକ ମୃତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସହରର ବିବେକାନନ୍ଦନଗରରେ ଅଘଟଣ । ଗାତ ଖୋଳୁଥିବା ବେଳେ ଶ୍ରମିକଙ୍କ ଉପରେ ପଡ଼ିଯିବା ଫଳରେ ୨ ଶ୍ରମିକ ଚାପି ହୋଇ ରହି ଯାଇଥିଲେ । ପରେ ସେମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି…

‘ପିସିସି ସଭାପତିଙ୍କୁ କାଳିମାଡ କରିଥିବା ଦୁର୍ବୁତ୍ତଙ୍କ ବିରୋଧରେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣା କୁ ନେଇ ଯୋର ଧରିଛି ରାଜନୈତିକ ଚର୍ଚ୍ଚା । କିଏ ଓ କାହିଁକି ଏପରି କାଣ୍ଡ ଘଟାଇଲା ସେନେଇ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ । ଏହି ଘଟଣାରେ ଏବେ ପିସିସି ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା କହିଛନ୍ତି ଯେ, ଯିଏ…

ବରିଷ୍ଠ ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ଓଏସଇପିଏର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ଦିଆଗଲା ବଡ଼ ଦାୟିତ୍ୱ । ଆଜି ତାଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓଏସଇପିଏ)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି । ଏନେଇ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଏକ…

ସାନ୍ତାଳୀ ଭାଷାରେ ଶପଥ ନେବେ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ

ଭୁବନେଶ୍ୱର: ନବନିର୍ବାଚିତ ସାଂସଦମାନେ ଆସନ୍ତା ୨୪ ତାରିଖରେ ସଂସଦରେ ଶପଥ ଗ୍ରହଣ କରିବେ । ସେମାନଙ୍କ ମଧ୍ୟରେ ଓଡ଼ିଶାର ୨୧ ସାଂସଦ ମଧ୍ୟ ଶପଥ ଗ୍ରହଣ କରିବେ । ଏନେଇ ସଂସାଦ ମାନେ ଶପଥଗ୍ରହଣ କରିବାକୁ ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି । ତେବେ ଶପଥ ଗ୍ରହଣ ପୂର୍ବରୁ ମୟୂରଭଞ୍ଜରୁ…

ବାରିପଦା ବସଷ୍ଟାଣ୍ଡରୁ ବସ୍‌ ଚଳାଚଳ ବନ୍ଦ

ବାରିପଦା: ବାରିପଦାରୁ ଗଡୁନି ବସ୍ ।  ୨ ଗୋଷ୍ଠୀ ମାରପିଟ ଘଟଣାକୁ ନେଇ ବସଷ୍ଟାଣ୍ଡରୁ ବସ୍‌ ଚଳାଚଳ ପୂରା ଠପ୍ । ଯିବା ଆସିବାରେ ବାଧାପ୍ରାପ୍ତ ହେବାରୁ ହନ୍ତସନ୍ତ ହେଉଛନ୍ତି ଲୋକେ । ସେପଟେ ମାରପିଟ ଘଟଣାରେ ୧୦ ଜଣଙ୍କୁ ଅଟକ ରଖି ତଦନ୍ତ ଜରି ରଖିଛି ବାରିପଦା ଟାଉନ ଥାନା ପୋଲିସ ।…

ଯାଜପୁରରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମାରପିଟ୍ ଘଟଣା; ବଦଳିଲେ ଡାକ୍ତର ଓ ଫାର୍ମାସିଷ୍ଟ

ଯାଜପୁର: ଯାଜପୁରରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଫାର୍ମାସିଷ୍ଟଙ୍କ ମଧ୍ୟରେ ମାରପିଟ ଘଟଣା । ଉଭୟଙ୍କୁ ବଦଳି କଲେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଡାକ୍ତର ଶୁଭଲକ୍ଷ୍ମୀ ରଥଙ୍କୁ ଯାଜପୁର ଜିଲ୍ଲାର ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ବଦଳି କରାଯାଇଥିବାବେଳେ,…

ବାଲୁକା କଳାରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା । ଦଇତାପତି ସେବାୟତ ମାନେ ଦାରୁଦିଅଁଙ୍କୁ ରତ୍ନବେଦୀରୁ ଓହ୍ଲାଇ ଆଣି ଧାଡି ପହଣ୍ଡିରେ ବିଜେ କରାଇଛନ୍ତି ସ୍ନାନ ମଣ୍ଡପରେ । ସମସ୍ତ ନୀତିକାନ୍ତି ପରେ ୧୦୮ ଗରା ସୁବାସିତ ଜଳରେ ମହାସ୍ନାନ କରାଯାଇ ହାତୀ ବେଶରେ ଦର୍ଶନ ଦେବେ ଚାରି ଠାକୁର ।…

ବାଲେଶ୍ୱରରେ ସ୍ବଭାବିକ ହେଉଛି ସ୍ଥିତି; ସକାଳ ୫ରୁ ଦିନ ୨ ଯାଏଁ କର୍ଫ୍ୟୁ କୋହଳ, ଆଜିଠୁ ମିଳିବ ଇଣ୍ଟରନେଟ୍ ସେବା

ବାଲେଶ୍ୱର: ବାଲେଶ୍ବର ସହରରେ ଧିରେ ଧିରେ ସୁଧୁରୁଛି ସ୍ଥିତି । ସହଦେବଖୁଣ୍ଟା ଓ ଟାଉନ୍ ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ ହୋଇଛି । ସକାଳ ୫ଟାରୁ ଦିନ ୨ଟା ଯାଏଁ କର୍ଫ୍ୟୁ କୋହଳ କରାଯାଇଛି । ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ ସମ୍ପୂର୍ଣ୍ଣ ଭାବେ କର୍ଫ୍ୟୁ ହଟିଛି । ମୋବାଇଲରେ ଇଣ୍ଟରନେଟ୍ ସେବା…