Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେଡିର ୮୦% ଯୋଜନାକୁ ଆପଣେଇଛି ବିଜେପି ସରକାର: ନବୀନ

ଭୁବନେଶ୍ୱର: ବଜେଟ ଆଲୋଚନାରେ ଭାଗ ନେଇ ସୋମବାର ଦିନ ରାଜ୍ଯ ସରକାରଙ୍କୁ କଟାକ୍ଷ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ ବିଜେଡି ଶାସନ ସମୟରେ କାର୍ଯ୍ୟକାରୀ ହୋଇଥିବା ୮୦% ଯୋଜନାକୁ ଆପଣାଇଛନ୍ତି ବିଜେପି ସରକାର। ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ…

କିଏ ଖେଳୁଛି ବାରବାଟୀ ନାଁରେ ଖେଳ?

ଭୁବନେଶ୍ବର: କଟକ ବାରବାଟୀ ଷ୍ଟାଡିୟମକୁ ନେଇ ତେଜିଲା ରାଜନୀତି । ଷ୍ଟାଡିୟମ ନବୀକରଣକୁ ନେଇ କୌଣସି ଯୋଜନା ନଥିବା କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିବା ପରେ ଆରମ୍ଭ ହୋଇଛି ବିତର୍କ । ରାଜ୍ୟ ସରକାରଙ୍କୁ ବିଜେଡି ଟାର୍ଗେଟ୍ କରିଛି ତ ପୂର୍ବରୁ ଶାସନରେ ରହିଥିବା ବିଜେଡିକୁ ଦାୟୀ କରିଛି…

ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ, ସାମ୍ବାଦିକା ମଧୁଙ୍କ ଶରୀରରେ ଏକାଧିକ କ୍ଷତ

ଭୁବନେଶ୍ୱର: ଆସିଲା ଭୁବନେଶ୍ୱରରେ ଟ୍ରେନ୍ ଆଗକୁ ଡେଇଁ ମୃତ୍ୟୁବରଣ କରିଥିବା ମହିଳା ସାମ୍ବାଦିକା ମଧୁମିତା ପରିଡାଙ୍କ ପୋଷ୍ଟମର୍ଟମ ରିପୋର୍ଟ। ତାଙ୍କ ଦେହରେ ଏକାଧିକ କ୍ଷତ ଥିବା ଜଣାପଡିଛି। ଟ୍ରେନ୍‌ ଧକ୍କାରେ କିଛି ଦୂର ଘୋଷାଡି ହେବା ପରେ ମଧ୍ଯ ସେ କିଛି ସମୟ ଜୀବିତ ଥିଲେ ଏବଂ ଆହତ…

ଜୋରଦାର ହେଲା ସ୍ବାଧିକାର ଭଙ୍ଗ ରାଜନୀତି

ଭୁବନେଶ୍ବର: ତେଜିଲା ସ୍ବାଧିକାର ଭଙ୍ଗ ରାଜନୀତି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ କଂଗ୍ରେସ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିଛି । ସେପଟେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିଛନ୍ତି ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ…

ବିଶ୍ୱର ପ୍ରଥମ କଳା ବାଘ ସଫାରିକୁ ସିଜେଡ୍‌ଏର ଅନୁମୋଦନ

ଭୁବନେଶ୍ୱର: ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଅବସରରେ ଶିମିଳିପାଳ ସୁରକ୍ଷା ପାଇଁ ମିନି ମାରାଥନ୍ ଆୟୋଜିତ ହୋଇଛି। ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ନିକଟରେ ପ୍ରତିଷ୍ଠା ହେବାକୁ ଥିବା ମେଲାନିଷ୍ଟିକ୍‌ ଟାଇଗର (କଳା ବାଘ) ସଫାରି ଆଉ ପାଦେ ଆଗେଇଛି। ବିଶ୍ବର ପ୍ରଥମ ମେଲାନିଷ୍ଟିକ୍‌ ଟାଇଗର…

ପାରାଦୀପ ବନ୍ଦରରେ ୧୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟିତ

ପାରାଦୀପ: ପାରାଦୀପ ବନ୍ଦରରେ ଟ୍ରମା ଆଣ୍ଡ ବର୍ଣ୍ଣ କେୟାର (ଟିବିସି) କେନ୍ଦ୍ର ଉଦଘାଟିତ। ଦୈନିକ ୧୬ ନିୟୁତ ଲିଟର ପାଣି ବିଶୋଧନ କରିବା କ୍ଷମତା ବିଶିଷ୍ଟ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟର ସଚିବ ଟି. କେ. ରାମଚନ୍ଦ୍ରନ ପାରାଦୀପ…

ଆଉ ଥରେ ଯାଞ୍ଚ ହେବ ଭିତର ରତ୍ନଭଣ୍ଡାର, ଖୋଜା ହେବ ଗୁପ୍ତ ସମ୍ପତ୍ତି

ପୁରୀ: 'ଆଉ ଥରେ ଯାଞ୍ଚ ହେବ ରତ୍ନଭଣ୍ଡାର, ଗୁପ୍ତଭଣ୍ଡାର ଅଛି କି ନାହିଁ ଖୋଜା ଯିବ । ପୁଣିଥରେ ଯାଞ୍ଚ ପାଇଁ ସରକାର ଏସଓପି ଆଣିବେ । ଏସଓପି ଅନୁଯାୟୀ ରତ୍ନଭଣ୍ଡାରରେ ଗୁପ୍ତ ସମ୍ପତ୍ତି ଅଛି କି ନାହିଁ ତାହା ଯାଞ୍ଚ କରାଯିବ' । ଆଜି ପୁରୀରେ ରତ୍ନଭଣ୍ଡାର ଯାଞ୍ଚ ବୈଠକ ପରେ କିଛି ଏମିତି…

ସବୁ ଉପରେ ରହିବ ମୁଖ୍ୟମନ୍ତ୍ରୀଙ୍କ ନଜର, ବାଣ୍ଟିଲେ ଦାୟିତ୍ବ

ଭୁବନେଶ୍ବର: ବିଭିନ୍ନ ବିଭାଗ ଉପରେ ନଜର ରଖିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଟିକିଏ ଖଇଚା ଦେଖିଲେ ବାଜିବ ଛାଟ । ଏଥିପାଇଁ ବିଭିନ୍ନ ବିଭାଗ ଉପରେ ରିପୋର୍ଟ କରିବା ପାଇଁ ୬ ଅଧିକାରୀଙ୍କ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ୬ ଅଫିସରଙ୍କ ମଧ୍ୟରେ ଆଇଏଏସ ନିକୁଞ୍ଜ ଧଳଙ୍କୁ ଗୃହ,…

ନାବାଳକଙ୍କୁ ଗାଡି ମନା: ଆଜିଠୁ ସାବଡ୍ ହେବେ ଅମାନିଆ

ଭୁବନେଶ୍ବର: ନାବାଳକଙ୍କୁ ଗାଡି ଚଲାଇବା ମନା । ଏହାକୁ ନେଇ ଆଜିଠୁ ଜୋରଦାର ଆରମ୍ଭ ହୋଇଛି ଚେକିଂ । ଏସଟିଏ ପକ୍ଷରୁ ଆଜିଠୁ ଦୁଇ ଦିନିଆ ସ୍ପେଶାଲ ଡ୍ରାଇଭରେ ସମସ୍ତ ଗାଡି ଓ ଏହାର ଚାଳକଙ୍କୁ ଚେକିଂ କରାଯିବ । ବିଶେଷକରି ନାବାଳକଙ୍କ ଗାଡ଼ି ଡ୍ରାଇଭ ରୋକିବାକୁ  ଏଭଳି ପଦକ୍ଷେପ ଗ୍ରହଣ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଭାଙ୍ଗିଲେ ନିୟମ । ଫେରାଦ ହେଲା କଂଗ୍ରେସ । ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ନୋଟିସ୍‌କୁ ଗ୍ରହଣ କଲେ ବାଚସ୍ପତି ସୁରମା ପାଢୀ । ଅଗ୍ନିବୀର ସଂରକ୍ଷଣ ଓ ୫ ବର୍ଷ ବୟସ ସୀମା…