Latest Odisha News

BREAKING NEWS

Browsing Category

ଓଡିଶା

Odisha

୧୪ଟା ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୭ଟି ଗେଟ୍ । ମୋଟ ୧୪ ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଆଜି ସକାଳେ ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍ ଖୋଲିଥିବା ବେଳେ ଏବେ ଦ୍ବିତୀୟ ପର୍ଯ୍ୟାୟରେ ହୀରାକୁଦର ଆଉ ୭ଟି ଗେଟ୍ ଖୋଲାଯାଇଛି । ତେବେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗେଟ୍…

ଝଞ୍ଜାବତୀ ନଦୀରେ ମା’ ଝିଅ ଭାସିଯିବା ଘଟଣା, ମିଳିଲା ନିଖୋଜ ମା’ର ମୃତଦେହ

କୋରାପୁଟ: କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଳକର ଝଞ୍ଜାବତୀ ନଦୀରେ ଗର୍ଭବତୀ ମା’ ଓ ଝିଅ ଭାସିଯିବା ଘଟଣା । ମିଳିଲା ନିଖୋଜ ମା’ର ମୃତଦେହ । ହେଲେ ଏଯାଏଁ ମିଳିନି ୫ବର୍ଷର ଝିଅର ପତ୍ତା । ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମର ଖୋଜାଖୋଜି କାର୍ଯ୍ୟ ଜାରି ରଖିଛି । ଗତକାଲି ନାରାୟଣପାଟଣା ବ୍ଲକ…

ବିଶ୍ୱ ସମସ୍ୟାର ସମାଧାନ ଓ ପ୍ରତିକାରର ସରଳ ଉପାୟ ପୁସ୍ତିକା ‘ସାଇ ଟ୍ରିବୁନ୍‌’ ଉନ୍ମୋଚିତ

ଭୁବନେଶ୍ଵର: ସାଇ ଇରନ୍ୟାସନାଲ୍ ସ୍କୁଲ୍ ଦ୍ୱାରା ଆୟୋଜିତ ପୂର୍ବ ଭାରତର ସର୍ବବୃହତ ମଡ଼େଲ୍ ୟୁନାଇଟେଡ଼୍ ନେସନ୍‌ସ୍ (ସାଇମୁନ୍‌)ର ଦ୍ୱାଦଶତମ ସଂସ୍କରଣ ଉଦ୍‌ଯାପିତ ହୋଇଯାଇଛି । ସାଇମୁନ୍ ସମ୍ପୂର୍ଣ୍ଣ ଭାବେ ଏକ ଯୁବ ସମାବେଶ ଯେଉଁଥିରେ ବିଶ୍ୱର ପ୍ରମୁଖ ସମସ୍ୟା ସମାଧାନ ଓ ତନ୍ମମଧ୍ୟରେ…

ରେଢାଖୋଲରେ ଚାଞ୍ଚଲ୍ୟ, ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ସମ୍ବଲପୁର: ରେଢାଖୋଲରେ ଚାଞ୍ଚଲ୍ୟ । ବିଳମ୍ୱିତ ରାତିରେ ଘରେ ଶୋଇଥିବା ଦମ୍ପତ୍ତିଙ୍କୁ ବିଭତ୍ସ ହତ୍ୟା । ରେଢ଼ାଖୋଲ ଥାନା ଅନ୍ତର୍ଗତ ଘରେ ପାଣ୍ଡିରିଶିଳା ଗାଁରେ ଦମ୍ପତିଙ୍କୁ ଭୁଜାଲିରେ ହାଣି ହତ୍ୟା ଅଭିଯୋଗ ହୋଇଛି। ଉଭୟେ ସ୍ବାମୀ ସ୍ତ୍ରୀ ନିଜ ଘରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ…

ବଢୁଛି ଆତଙ୍କୀକ ଆତଙ୍କ, ଓଡିଶାରୁ ଜମ୍ମୁ ଯିବେ ବିଏସ୍ଏଫ୍ ଯବାନ

ଭୁବନେଶ୍ବର: ଦିନକୁ ଦିନ ଆତଙ୍କବାଦୀଙ୍କ ଉପଦ୍ରବ ବଢିବାରେ ଲାଗିଛି । ସୀମା ସରହଦରେ ସେନାଙ୍କ ଉପରକୁ ଆକ୍ରମଣ ବଢିବାରେ ଲାଗିଛି । ତା ଉପରେ ପୁଣି ବର୍ଷା ଦିନ ହୋଇଥିବାରୁ ଦେଶରେ ଲଗାଣ ବର୍ଷା କାରଣରୁ ସୀମା ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଗୁଡିକରେ ଆତଙ୍କୀଙ୍କୁ ଚିହ୍ନଟ କରିବା ସେନାଙ୍କ ପକ୍ଷେ…

ହୀରାକୁଦ ଛାଡିଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ରାଜ୍ୟରେ ଅଧିକାଂଶ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାମଧ୍ୟରେ ଆଜି ଖୋଲା ଯାଇଛି ହୀରାକୁଦ ଗେଟ । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପାରମ୍ପାରିକ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇ ହୀରାକୁଦ…

୩୧ ଯାଏଁ ପ୍ରବଳ ବର୍ଷା ସମ୍ଭାବନା: ଆଜି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି । ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆଉ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟାରେ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି…

ଖାଦ୍ୟ ଥାଳିରେ ଭୁଟାନ ଆଳୁ !

ଭୁବନେଶ୍ବର: ରାଜ୍ୟରେ ଆଳୁ ଦର ଆକାଶ ଛୁଆଁ । ଗତ ୪-୫ ଦିନରେ ଆଳୁ କିଲୋ ପିଛା ୪୫ ରୁ ୫୦ ଟଙ୍କାରେ ବିକ୍ରି ହେଉଛି । ଅନ୍ୟ ପନିପରିବା ଦର ବଢିଥିବା ବେଳେ ଆଳୁ ଦର ବୃଦ୍ଧି ସାଧାରଣ ଖାଉଟିଙ୍କୁ ଭାରି ବାଧିଛି । ରାଜ୍ୟ ସରକାର ରାଜ୍ୟରେ ପର୍ଯ୍ୟାପ୍ତ ଆଳୁ ମହଜୁଦ ଅଛି ବୋଲି ଦାବି କରିଛନ୍ତି ।…