Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ରହ୍ମଗିରିରେ ଦଳୀୟ ନେତାଙ୍କ ବିରୋଧ ବେଳେ ସଂଗଠନକୁ ଫେରିଲେ ସଞ୍ଜୟ ଦାସବର୍ମା

ଭୁବନେଶ୍ୱର: ଗୋଟିଏ ପଟେ ନିଜ ନିର୍ବାଚନମଣ୍ଡଳୀ ପୁରୀ ବ୍ରହ୍ମଗିରିରେ ସଞ୍ଜୟ ଦାସବର୍ମା ବିରୋଧର ଶିକାର ହେଉଛନ୍ତି ଅନ୍ୟପଟେ ଦଳ ସଂପୃକ୍ତ ନେତା ତଥା ପୂର୍ବତନ ମନ୍ତ୍ରୀ ଏବଂ ପୂର୍ବତନ ବିଧାୟକଙ୍କୁ ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛି। ହଠାତ୍ ସଞ୍ଜୟଙ୍କୁ ଦଳ ପକ୍ଷରୁ…

କଟକରେ ଦୁଇ ଅଟୋ ଚାଳକଙ୍କ ମଧ୍ୟରେ ମାରପିଟ, ଜଣେ ମୃତ

କଟକ: କଟକରେ ଦୁଇ ଅଟୋ ଚାଳକଙ୍କ ମଧ୍ୟରେ ସାଙ୍ଘାତିକ ମାରପିଟ । ଏହି ମାରପିଟରେ ଜଣେ ଅଟୋ ଚାଳକଙ୍କ ମୃତ୍ୟୁ ଘଟିଛି । ମୃତ ଅଟୋ ଚାଳକ ଜଣଙ୍କ ହେଲେ ମହମ୍ମଦ ରୋସନ । ତାଙ୍କ ଘର କଟକର ସତୀଚୌରାର ଇଦ୍‌ଘା କଲୋନୀରେ ବୋଲି ଜଣାପଡିଛି । ତେବେ ଅଭିଯୁକ୍ତ ଜଣକ ହେଲେ ଖଟବୀନ ସାହିର ସରିଫ ।…

ପ୍ରଥମ ଥର ଓଡିଶାରେ ଆୟୋଜିତ ହେବ ମିଲେଟ୍ ସମ୍ମିଳନୀ

ଭୁବନେଶ୍ୱର: ମିଲେଟ ବା ମାଣ୍ଡିଆ ଯାହାର ଏବେ ଲୋକପ୍ରିୟିତା ବେଶ ବୃଦ୍ଧି ପାଇବାରେ ଲାଗିଛି । ଦିନ ଥିଲା ମାଣ୍ଡିଆ କେବଳ ଗରିବଙ୍କ ଖାଦ୍ୟ ଭାବେ ଜଣାଯାଉଥିଲା । ହେଲେ ଏହା ଏବେ ଧନୀଙ୍କ ଖାଦ୍ୟ ହୋଇଯାଇଛି । ଆଜିକାଲି ମାଣ୍ଡିଆ ବିଭିନ୍ନ ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ଷ୍ଟୋର୍‌ଗୁଡିକରେ ମିଳୁଛି ।…

ସ୍ୱଚ୍ଛତା ଭିତ୍ତିରେ ନିଯୁକ୍ତି ପାଇବେ ୨୦ ହଜାର କନିଷ୍ଠ ଶିକ୍ଷକ: ଜାଣନ୍ତୁ ପୂରା ବିବରଣୀ

ଭୁବନେଶ୍ୱର: ସ୍ୱଚ୍ଛତା ଭିତ୍ତିରେ ନିଯୁକ୍ତି ପାଇବେ ୨୦ ହଜାର କନିଷ୍ଠ ଶିକ୍ଷକ । ଏହି କାର୍ଯ୍ୟ ସଠିକ ଭାବେ କରାଯିବ ସେ ନେଇ ଆଜି ପୂର୍ବାହ୍ନରେ ଭର୍ଚୁଆଲ ମୋଡ଼ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।   ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ  ଅଶ୍ୱଥୀ ଏସ୍‌ଙ୍କ ଅଧ୍ୟକ୍ଷତାରେ…

ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଟଙ୍କା ଝାମ୍ପି ନେଲେ ଲୁଟେରା

ଖୋର୍ଦ୍ଧା: ଟଙ୍କା ଆଦାୟ କରି ଫେରୁଥିଲେ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଛଡାଇନେଲେ ଲୁଟେରା । ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅନ୍ତର୍ଗତ ରାଜସ ଗ୍ରାମରେ । ହେଲେ ଲୁଟ ବେଳେ ୨ ଲୁଟେରାଙ୍କୁ କାବୁ କରିଥିଲେ ସ୍ଥାନୀୟ ଲୋକେ । ପରେ ପୋଲିସ ଜିମାରେ ଦେଇଛନ୍ତି । ଖବର…

‘ଆମ ଓଡ଼ିଶା- ନବୀନ ଓଡ଼ିଶା’ରେ ଯୋଡି ହେଲା ଆଉ ଦୁଇ ଜିଲ୍ଲା, ଫୋକସରେ ପ୍ରତି ପଞ୍ଚାୟତ, ପ୍ରତି ଗାଁ

ଭୁବନେଶ୍ଵର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ…

ଭିଜିଲାନ୍ସ ଜାଲରେ ପୁଣି ସରକାରୀ ବାବୁ, ଲାଞ୍ଚ ନେବାବେଳେ ଧରାପଡିଲେ

ମାଲକାନଗିରି: ଏପଟେ ଚାଲିଛି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ । ସେପଟେ କିନ୍ତୁ ଭିଜିଲାନ୍ସ ଜାଲରେ ପଡିଛନ୍ତି ସରକାରୀ ବାବୁ । ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲା ମୋଟୁ ସର୍କଲର ରାଜସ୍ୱ ନିରୀକ୍ଷକ ସୂରଜ ଚନ୍ଦ୍ର ବଳ । ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ । ସୂଚନା…

ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା-୨୦୨୪ ନିମନ୍ତେ ବୁଧବାର ଠାରୁ ପଞ୍ଜୀକରଣ ଆରମ୍ଭ ହୋଇଛି । ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ…

ଆନ୍ଧ୍ରପ୍ରଦେଶରୁ ୧୧ଜଣ ଶ୍ରମିକଙ୍କୁ ଉଦ୍ଧାରକଲା ଓଡିଶା ପରିବାର

ଭୁବନେଶ୍ଵର: ଆନ୍ଧ୍ରପ୍ରଦେଶରୁ ୧୧ଜଣ ଶ୍ରମିକଙ୍କୁ ଉଦ୍ଧାରକଲା ଓଡିଶା ପରିବାର । କାମ କରିବାକୁ ସୁନ୍ଦରଗଡରୁ ଆନ୍ଧ୍ରପ୍ରଦେଶ ଯାଇଥିବା ୮ଜଣ ମହିଳାଙ୍କ ସମେତ ୧୧ଜଣ ଶ୍ରମିକଙ୍କୁ ସେଠାରେ ମିଳୁଥିଲା ଅକଥନୀୟ ନିର୍ଯ୍ୟାତନା । ଏନେଇ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅବଗତ ହେବା ପରେ…

ଜଳବାୟୁ ପରିବର୍ତ୍ତନର ପ୍ରଭାବ: ଚଳିତବର୍ଷ ରାଜ୍ୟରେ ଅନୁଭୂତ ହେବ କମ ଶୀତ

ଭୁବନେଶ୍ବର: ଜଳବାୟୁ ପରିବର୍ତ୍ତନ କାରଣରୁ ୬ ଋତୁରୁ ଏବେ ମାତ୍ର ୩ଟି ଋତୁ ଅନୁଭୂତ ହେଉଛି । ହେଲେ ସେଥିରୁ ଏବେ ଶୀତ ଋତୁ ଉଭେଇବାକୁ ବସିଲାଣି । ବର୍ତ୍ତମାନ ନଭେମ୍ବର ମାସ ଚାଲିଥିବାବେଳେ ରାଜ୍ୟରେ ଶୀତର ଦେଖାଦର୍ଶନ ନାହିଁ । ଯାହାକୁ ନେଇ ଚଳିତବର୍ଷ ମଧ୍ୟ ଏହି ପରିସ୍ଥିତି ଆହୁରି କିଛି ଦିନ…