Latest Odisha News

BREAKING NEWS

Browsing Category

ଓଡିଶା

Odisha

“ଅମୃତକଳସ ଯାତ୍ରା’ ପାଇଁ ଓଡ଼ିଆ କଳାକାରଙ୍କ ଚିତ୍ରିତ କଳସକୁ ଚୟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର:ଅମୃତକଳସ ଯାତ୍ରାର ଶୁଭାରମ୍ଭ ପାଇଁ ବିଶିଷ୍ଟ ଓଡ଼ିଆ କଳାକାର ଡକ୍ଟର ସୂର୍ଯ୍ୟସ୍ନତା ମହାନ୍ତିଙ୍କ ହାତରେ ଚିତ୍ରିତ କରାଯାଇଥିବା କଳସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୟନ କରିଛନ୍ତି । ଅମର ଶହିଦମାନଙ୍କ ତ୍ୟାଗ ପ୍ରତି ସମ୍ମାନ ପାଇଁ ମେରି ମାଟି ମେରା ଦେଶ-ଅମୃତକଳସ ଯାତ୍ରା’…

କିଟ୍ ଟିବିଆଇକୁ ବିଶ୍ୱ ମାନ୍ୟତା: ଜୈବ-ସର୍ଜନା ପାଇଁ ପାଇଲା ଇନ୍‌କ୍ୟୁବେଟର ଅଫ୍ ଦି ଇୟର ପୁରସ୍କାର

ଭୁବନେଶ୍ୱର: କିଟ୍‌ର ଇନୋଭେଟିଭ୍ ହବ୍ କିଟ୍ ଟିବିଆଇକୁ ଇନ୍‌କ୍ୟୁବେଟର ଅଫ୍ ଦି ଇୟର ୨୦୨୩ ପୁରସ୍କାର ପ୍ରଦାନ କରାଯାଇଛି । ଟେକ୍ନୋଲୋଜି ଇନ୍‌କ୍ୟୁବେସନ୍ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପୁରସ୍କାର ମିଳିଛି । ବ୍ୟାଙ୍କକଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏସିଆନ୍…

ଶୀତର ପହିଲି ପରସ: ବିଦେଶୀ ପକ୍ଷୀଙ୍କ କିଚିରି-ମିଚିରି ଶବ୍ଦରେ ମୁଖରିତ ମଙ୍ଗଳାଯୋଡି

ଭୁବନେଶ୍ବର: ଓଡିଶାକୁ ଛୁଇଁଲାଣି ପହିଲି ଶୀତ । ଆଉ ଶୀତ ଆସିଲେ ମନେପଡେ ଚିଲିକା କଥା । କାରଣ ଏହି ସମୟରେ ମରାଳ ମାଳିନୀ ନୀଲାମ୍ଵୁ ଚିଲିକାରେ ଏବେ ରଙ୍ଗ ବେରଙ୍ଗର ଦେଶୀ ଓ ବିଦେଶାଗତ ପକ୍ଷୀଙ୍କ ଆଗମନ ହୋଇଥାଏ । ଆଉ ଅତିଥି ବିହଙ୍ଗଙ୍କ କିଚିରି ମିଚିରି ରାବରେ ମୁଖରିତ ହୁଏ ସମଗ୍ର ଅଞ୍ଚଳ ।…

ବାହାର ରାଜ୍ୟକୁ ଚାଲାଣ ବେଳେ ୨୪ ଦାଦନ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ

ବଲାଙ୍ଗୀର: ବାହାର ରାଜ୍ୟକୁ ଚାଲାଣ ହେବା ବେଳେ କଣ୍ଟାବାଞ୍ଜି ରେଳ ଷ୍ଟେସନରୁ ଦାଦନ ଶ୍ରମିକ ଉଦ୍ଧାର। ତେଲଙ୍ଗାନାକୁ ଚାଲାଣ ପାଇଁ କଣ୍ଟାବାଞ୍ଜି ରେଳ ଷ୍ଟେସନ ଯିବା ବେଳେ ବାହେରେନ ସିଲେଟ ରାସ୍ତାରେ ପୋଲିସ ଉଦ୍ଧାର କରିଛି। ଉଦ୍ଧାର ଶ୍ରମିକଙ୍କ ଭିତରେ ୧୦ଜଣ ପୁରୁଷ, ୯ ମହିଳା ଓ ୫ ଶିଶୁ…

ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ, ଘରେ ପଶି ନାବାଳକକୁ ଛୁରାମାଡ଼

ଖୋର୍ଦ୍ଧା: ବଢିଚାଲିଛି ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ। ରାଜ ରାସ୍ତାରେ ହେଉ କିମ୍ବା ଘରେ ଭିତରେ ହେଉ, ଅପରାଧୀମାନେ ଆତଙ୍କ ଖେଳାଇ ଚାଲିଛନ୍ତି। ଡକାୟତି, ଲୁଟ, ଆକ୍ରମଣ ଏବଂ ହତ୍ୟା କରିବା ଭଳି ଘଟଣା ଘଟଣାଇବାକୁ ପଛାଉନାହାଁନ୍ତି ଅପରାଧୀ। ଦିନକୁ ଦିନ ବଢିଚାଲିଛି ଅପରାଧ। ଏଭଳି ଏକ ଅପରାଧ ଘଟଣା…

ବେଆଇନ ବାଣ ଗୋଦାମରେ ରେଡ୍‌: ବିପୁଳ ପରିମାଣର ବାଣ ଜବତ, ୨ ଅଟକ

ବାଲେଶ୍ୱର: ଅବାଧରେ ଚାଲିଛି ବାଣ ବେପାର। ମାନୁ ନାହାଁନ୍ତି ସରକାରୀ ଗାଇଡ୍ ଲାଇନ୍। ଲୁଚା ଛପାରେ ଚାଲିଛି ବାଣ ବିକ୍ରି। ଆଗକୁ ଦୀପାବଳି ଥିବାରୁ ବେଆଇନ ବାଣ ବ୍ୟବସାୟ ଏବେ ବଢିଚାଲିଛି। ଆଜି ବାଲେଶ୍ୱର ଜିଲ୍ଲାରେ ବେଆଇନ ବାଣ ଗୋଦାମ ଉପରେ ଜଳେଶ୍ବର ପୋଲିସ ଚଢଉ କରିଛି। ୨୦ ଲକ୍ଷ ଟଙ୍କାରୁ…

ଆଇଏଫଏସ୍‌ ସ୍ତରରେ ଅଦଳବଦଳ: ସୁଶାନ୍ତ ନନ୍ଦ ହେଲେ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ

ଭୁବନେଶ୍ୱର: ଆଇଏଫଏସ୍‌ ସ୍ତରରେ ଅଦଳବଦଳ। IFS ସୁଶାନ୍ତ ନନ୍ଦଙ୍କୁ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଦାୟିତ୍ବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କଲେ ରାଜ୍ୟ ସରକାର। ଆଇଏଫଏସ୍ ସୁଶାନ୍ତ ନନ୍ଦଙ୍କୁ ଆଜି ମୁଖ୍ୟ ବନ ସଂରକ୍ଷକ-ବନ୍ୟପ୍ରାଣୀ (ପିସିସିଏଫ-ୱାଇଲଡ୍ ଲାଇଫ) ଏବଂ ମୁଖ୍ୟ ବନ୍ୟପ୍ରାଣୀ…

ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର, ରାଜ୍ୟର ସବୁ ବିଶ୍ଵବିଦ୍ୟାଳୟ କ୍ୟାମ୍ପସରେ ମିଳିବ ମାଗଣା ୱାଇଫାଇ ସୁବିଧା

ଭୁବନେଶ୍ୱର: ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ରେ ଲାଗିବ ୱାଇ-ଫାଇ ( WiFi)। ସବୁ କୁଳସଚିବଙ୍କୁ ଚିଠି ଲେଖି ଜଣାଇଲା ଉଚ୍ଚ ଶିକ୍ଷା ବିଭାଗ। ଛାତ୍ରଛାତ୍ରୀଙ୍କ ଅଧ୍ୟୟନ ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମାଗଣା ୱାଇଫାଇ ସୁବିଧା ଯୋଗାଇ ଦିଆଯିବ। ଏନେଇ ଉଚ୍ଚ ଶିକ୍ଷା ବିଭାଗର…

ପାରଳାଖେମୁଣ୍ଡିରେ ତିରୁପତି ଯୁଆଡେ ବିଜୟ ସିଆଡେ !

ଭୁବନେଶ୍ୱର: ରାଜ୍ୟର ବିଧାନସଭା ନିର୍ବାଚନ ପୂର୍ବରୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀକୁ ନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ଏହି ଆସନରେ ପ୍ରମୁଖ ଦଳର ଟିକେଟ ପାଇବା ପାଇଁ ବହୁ ହେଭିୱେଟଙ୍କ ଆଶା ରହିଛି। ସେମାନଙ୍କ ମଧ୍ୟରୁ ସବୁଠୁ ଅଧିକ ଚର୍ଚ୍ଚାରେ…

ପିଆଜ ଦରରେ ଲାଗିଛି ନିଆଁ, ସରକାର ଶୀତଳ ଭଣ୍ଡାରରେ- କଂଗ୍ରେସ

ଭୁବନେଶ୍ୱର: ହୁହୁ ବଢୁଛି ପିଆଜ ଦର । ଗତ ଦୁଇ ସପ୍ତାହରୁ ଅଧିକ ହେବ ରାଜ୍ୟରେ ପିଆଜ ଦାମ କିଲୋ ପିଛା ୬୦ଟଙ୍କାରୁ ଅଧିକ ଦରରେ ବିକ୍ରି ହେଉଛି । ପିଆଜର ଖୁଚୁରା ଦାମ ଦୁଇ ସପ୍ତାହ ପୂର୍ବରୁ କିଲୋ ପିଛା ୩୦ ଟଙ୍କାରେ ବିକ୍ରି ହେଉଥିଲା  ହେଲେ ହଠାତ କାହିଁକି ବଢିଗଲା ?  ଦରବୃଦ୍ଧି ଚାପରେ ପେଷି…