Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାହାଘର ଭୋଜି ଖାଇ ଘରକୁ ଫେରୁଥିବା ବେଳେ ବାଇକ ଦୁର୍ଘଟଣା, ୨ ମୃତ

କୋରାପୁଟ: ବୋରିଗୁମ୍ମା ଥାନା ବିଜାପୁର ନିକଟରେ ବାଇକ ଦୁର୍ଘଟଣା। ଘଟଣାସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ବୋରିଗୁମ୍ମା ମେଡିକାଲରେ ବାଇକରେ ବସିଥିବା ଅନ୍ୟ ଜଣେ ଯୁବକଙ୍କ ମଧ୍ୟ ମୃତ୍ୟୁ ଘଟିଛି। ଉଭୟ ମୃତ ଯୁବକ ଦୁଇ ବନ୍ଧୁ ହୋଇଥିବା ବେଳେ ଏମାନେ ଜୟପୁର ସହର ବାସିନ୍ଦା ବୋଲି…

ହାଣ୍ଡିଶାଳରେ ଚଡ଼କ, ମୁଣ୍ଡ ବିନ୍ଧାର କାରଣ ପାଲଟିଛି ସବୁଜ ପରିବା

ଭୁବନେଶ୍ୱର : ନିର୍ବାଚନ ସରିବା ପରେ ଏବେ ପରିବା ଦରରେ ଲାଗିଲା ନିଆଁ । ଲଗାତାର ଭାବେ ବଢିଚାଲିଛି ପରିବା ଦର । ବଜାରରୁ ଘର, ଘରଠୁ ହୋଟେଲ ସବୁଠି ପରିବା ଚର୍ଚ୍ଚା । ବର୍ଦ୍ଧିତ ଦରରେ କେବେ ଲାଗିବ ରୋକ୍ ସେନେଇ ଚିନ୍ତାରେ ଖାଉଟି । ଅଧିକାଂଶ କଞ୍ଚା ପରିବା କିଲୋପ୍ରତି ଦାମ ୫୦ ଟଙ୍କା ଉପରେ…

ଡ୍ରେନ୍‌ ଯନ୍ତ୍ରଣା; ଜେଇଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ଭୁବନେଶ୍ବର: ଡ୍ରେନ୍ ଟ୍ରାଜେଡିରେ ନାବାଳକ ମୃତ୍ୟୁ ଘଟଣାକୁ ନେଇ ଏବେ ପୂରା ଆକ୍ଟିଭ୍ ବିଭାଗୀୟ ମନ୍ତ୍ରୀ । ଜୋରଦାର ଚଲାଇଛନ୍ତି ତନାଘନା । ସହରରେ କେତେ ମୁକୁଳା ଡ୍ରେନ ଅଛି, ଡ୍ରେନଗୁଡିକର ଅବସ୍ଥା କ’ଣ ଓ କେତେ କାମ ବାକି ଅଛି, ଏନେଇ ଘଟଣାସ୍ଥଳ ପରିଦର୍ଶନ କରି ନିଜର କ୍ଷୋଭ ପ୍ରକାଶ କରିବା…

୧୮ ଘଣ୍ଟା ପରେ ବି ମିଳୁନି ପତ୍ତା, ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେଲିକପ୍ଟର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଛାତ୍ର ନିଖୋଜ ଘଟଣାର ୧୮ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଛାତ୍ର ଜଣଙ୍କର ପତ୍ତା ମିଳିପାରିନାହିଁ। ନିଖୋଜ ଛାତ୍ର ଜଣକ ହେଉଛନ୍ତି କେ. ଆର୍ଯ୍ୟପଲ୍ଲୀ ଗ୍ରାମର ୨୨ବର୍ଷୀୟ ହେମନସେନ ବେହେରା । ଏସଆରସି ନିର୍ଦ୍ଦେଶ କ୍ରମେ…

ବଢିପାରେ ଖରା ଛୁଟି!, କିଛି ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ…..

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ମୌସୁମୀ କାରଣରୁ କିଛି କିଛି ସ୍ଥାନରେ ବର୍ଷା ଟିକେ ଆଶ୍ବସ୍ତି ଆଣିଥିଲେ ମଧ୍ୟ ଅସହ୍ୟ ଗୁଳୁଗୁଳିରେ ବୁକୁ ଫାଟୁଛି । ଏହାକୁ ଦୃଷ୍ଟିରେ ରଖି ଓଷ୍ଟା ପକ୍ଷରୁ ଖରା ଛୁଟିକୁ ବଢାଯିବା ପାଇଁ ନିବେଦନ କରାଯିବା ପରେ ସ୍କୁଲ ଛୁଟିକୁ ନେଇ…

ଆସନ୍ତାକାଲି ରାଜ୍ୟ ସ୍ତରୀୟ ଯୋଗ ଦିବସ ପାଳିବ ଓଡିଶା, ଜାଣନ୍ତୁ କେଉଁ ଜିଲ୍ଲାରେ ଉପସ୍ଥିତ ରହିବେ କିଏ?……

ଭୁବନେଶ୍ବର:  ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ । ନିରୋଗ ଓ ସୁସ୍ଥ ମନ ପାଇଁ ଆବଶ୍ୟକ ଯୋଗ । ଯାହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ଦିବସ । ଏଥିପାଇଁ ଜମ୍ମୁ-କାଶ୍ମୀର ଗସ୍ତରେ ମୋଦି । ଗୁରୁବାର ଶ୍ରୀନଗରରେ କିଛି ପ୍ରକଳ୍ପର ଲୋକାର୍ପଣ କରିବା ପରେ ଶୁକ୍ରବାର…

ଡିପଥେରିଆ ପରେ ଚିନ୍ତାବଢାଉଛି ଜଣ୍ଡିସ, ସମ୍ବଲପୁରରେ ୨୫ ଆକ୍ରାନ୍ତ ଚିହ୍ନଟ

ସମ୍ବଲପୁର: ରାଜ୍ୟରେ ବର୍ତ୍ତମାନ ଡିପଥେରିଆ ଚିନ୍ତାର ବିଷୟ ପାଲଟିଥିବାବେଳେ ଏଥିରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୬ ଛୁଇଁଛି । ଏହି ସମୟରେ ସମ୍ବଲପୁର ଜିଲ୍ଲାରେ ବ୍ୟାପିବାରେ ଲାଗିଛି ଜଣ୍ଡିସ । ଏଥିରେ ୨୫ ଜଣ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସମ୍ବଲପୁରର…

ଉଦ୍ଘାଟିତ ହେଲା ଏମଜିଏମ କ୍ରୀଡା ବିଦ୍ୟାଳୟର କ୍ରିକେଟ୍ ଇନଡୋର ହଲ୍

କଟକ: ଉଦ୍ଘାଟିତ ହୋଇଯାଇଛି କଟକ ଗୁରୁଡିଝାଟିଆ ଏମଜିଏମ କ୍ରୀଡା ବିଦ୍ୟାଳୟର କ୍ରିକେଟ୍ ଇନଡୋର ହଲ୍ । ଭାରତୀୟ କ୍ରିକେଟ ଟିମ୍ ପୂର୍ବତନ ଇଣ୍ଟରନ୍ୟାସନାଲ କ୍ରିକେଟର ତଥା ପୂର୍ବତନ ବୋଲିଂ କୋଚଙ୍କ ଦ୍ବାରା ବୁଧବାର ଅପରାହ୍ଣରେ ଏହା ଉଦ୍ଘାଟିତ ହୋଇଯାଇଛି । ଏହା ସହିତ ଓଡ଼ିଶା କ୍ରିକେଟ୍…

ଅଭିଯୁକ୍ତଙ୍କ ଘର ଭାବି ଭୁଲ୍‌ରେ ଚଢ଼ାଉ, ରାତି ତମାମ ପୋଲିସ ଟିମ୍‌ ଅଟକ

ଚାନ୍ଦବାଲି: ରେଡ୍‌ ବେଳେ ରାତି ତମାମ ପୋଲିସ ଟିମ୍‌ ଅଟକ । ଖଦାଳପୋଖରୀ ପଞ୍ଚାୟତ ବ୍ରହ୍ମଟିକିରା ଗାଁରେ ପୋଲିସ ଟିମ୍‌ ଅଟକ । ଅଭିଯୁକ୍ତଙ୍କ ଘର ଭାବି ଭୁଲ୍‌ରେ ଚଢ଼ାଉ କରି ପୋଲିସକୁ ହଟହଟା ହେବାକୁ ପଡ଼ିଛି। ଘଟଣାରେ ବ‌ଂଶଡା ପୋଲିସ ସହ ଘଣ୍ଟେଶ୍ବର ଫାଣ୍ଡି ଅଧିକାରୀଙ୍କୁ ଅଟକ ରଖିଲେ…

ଅଲୋଡା ହେଲା ଶିଶୁପୁତ୍ର, ମେଡିକାଲ ପରିସରରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ନବରଙ୍ଗପୁର: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଘଟିଛି ଅଭାବନୀୟ ଘଟଣା। ଟିକେଟ କାଉଣ୍ଟର ନିକଟରେ ପଡିଛି ଏକ ନବଜାତ ଶିଶୁପୁତ୍ରର ମୃତଦେହ। ଶିଶୁଟିର ମୁଣ୍ଡରେ ଗଭୀର କ୍ଷତ ଥିବା ଦେଖିବାକୁ ମିଳିଛି। ନବଜାତକର ମୃତ୍ୟୁ କିଭଳି ହେଲା ଓ କିଏ ତାର ମୃତଦେହ ପକାଇ ଚାଲିଗଲା ତାହାର କୌଣସି ସୂଚନା…