Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜଙ୍ଗଲ ଜମି ବେଆଇନ ଜବରଦଖଲ ପ୍ରତିବାଦରେ ଉପଜିଲ୍ଲାପାଳଙ୍କ ଅଫିସ ଘେରାଉ କଲେ ମହିଳା

ସୁବର୍ଣ୍ଣପୁର: ଜଙ୍ଗଲ ଜମିକୁ ବେଆଇନ ଜବରଦଖଲ ପ୍ରତିବାଦରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା ଗୋଷ୍ଠୀ । ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ଦେବା ସହିତ ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ମହିଳା ଗୋଷ୍ଠୀ । ଖବର ମୁତାବକ, ସୁବର୍ଣ୍ଣପୁର ଜିଲ୍ଲା…

ବହୁ ପ୍ରତିକ୍ଷାର ଅନ୍ତ; ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର

ପୁରୀ: ସବୁ ତର୍କବିତର୍କ ଉପରେ ଲାଗିବ ବିରାମ । ଖୋଲିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ଆସନ୍ତା ଜୁଲାଇ ୮ ତାରିଖରେ ରତ୍ନ ଭଣ୍ଡାର ଖୋଲାଯିବ । ଜୁଲାଇ ୭ରେ ମହାପ୍ରଭୁଙ୍କ ରଥଯାତ୍ରା ପରେ ୮ ତାରିଖରେ ଖୋଲାଯିବ ରତ୍ନ ଭଣ୍ଡାର । ଏଥିପାଇଁ ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ…

ଗଞ୍ଜାମର ୩ଟି ବ୍ଲକର ୧୩ଟି ପଞ୍ଚାୟତକୁ ମିଳିଲା ବିଜୁଳି, ଉପକୃତ ହେଲେ ୧୬ ହଜାରରୁ ଉର୍ଦ୍ଧ୍ୱ ଉପଭୋକ୍ତା

ବ୍ରହ୍ମପୁର: ଗଞ୍ଜାମର ୩ଟି ବ୍ଲକର ୧୩ଟି ପଞ୍ଚାୟତକୁ ମିଳିଲା ବିଜୁଳି ସେବା। ଭରସାଯୋଗ୍ୟ ତଥା ଗୁଣାତ୍ମକ ବିଜୁଳି ଯୋଗାଣ ପାଇଁ ଟିପିଏସଓଡିଏଲ୍‌ ଗଞ୍ଜାମ ଜିଲ୍ଲା ଆସିକା ନୂଆ ଗ୍ରୀଡ୍ ସବଷ୍ଟେସନଠାରୁ ନୂଆଗାଁ ପ୍ରାଇମେରୀ ସବଷ୍ଟେସନ ପର୍ଯ୍ୟନ୍ତ ଏକ ନୂଆ ୩୩ କେଭି ଲାଇନ ସ୍ଥାପନ କରିଛି । ଏହି…

ପ୍ରକାଶ ପାଇଲା ଓଏସଏସଟିଇଟି ରେଜଲ୍ଟ, ଜାଣନ୍ତୁ କିପରି କରିବେ ଡାଉନଲୋଡ

ଭୁବନେଶ୍ବର: ପ୍ରକାଶ ପାଇଲା ଓଡିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) । ପରୀକ୍ଷାର୍ଥୀମାନେ ନିଜ ରେଜଲ୍ଟ ଦେଖିବା ପାଇଁ www.bseodisha.ac.in ରେ ଲଗଇନ୍ କରି ନିଜ ନିଜ ରେଜଲ୍ଟ ଦେଖିପାରିବେ । ଏହାସହ ପରୀକ୍ଷାର୍ଥୀମାନେ ୱେବସାଇଟରୁ ଡିଜିଟାଲ ସାର୍ଟିଫିକେଟ୍ ପାଇପାରିବେ…

ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ସୁରମା ପାଢୀ

ଭୁବନେଶ୍ବର: ବିଧାନସଭାରେ ସରିଲା ବିଜେପି ବିଧାୟକ ଦଳ ବୈଠକ । ବିଜେପି ବିଧାୟକ ଦଳଙ୍କ ସମ୍ମତି କ୍ରମେ ବାଚସ୍ପତି ପାଇଁ ମନୋନୀତ ହେଲେ ବିଧାୟିକା ସୁରମା ପାଢୀ । ଏହା ସହିତ ବାଚସ୍ପତି ପ୍ରାର୍ଥୀ ଭାବରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି। ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଛି ନୀତି। ମଙ୍ଗଳବାର ଏକାଦଶୀରେ ମହାପ୍ରଭୁଙ୍କ ବିବାହ ନୀତି ହେବାକୁ ଥିବାବେଳେ ସେବାୟତଙ୍କ ମଧ୍ୟରେ ବିବାଦ ହୋଇଥିଲା। ଫଳରେ ୫ ଘଣ୍ଟା ବିଳମ୍ବ ହୋଇଥିଲା ଶ୍ରୀଜିଉଙ୍କ ନୀତିକାନ୍ତି।…

ବାଲେଶ୍ୱରରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ, ବନ୍ଦ ରହିଛି ଇଣ୍ଟରନେଟ ସେବା

ବାଲେଶ୍ବର: ଜିଲ୍ଲାରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ। ବାଲେଶ୍ୱର ସହରରେ ବନ୍ଦ ରହିଛି ଇଣ୍ଟରନେଟ ସେବା । ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଦୁଇ ଗୋଷ୍ଠୀ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପରେ ପୁରା ସହରରେ ଅନିର୍ଦ୍ଧିଷ୍ଟ କାଳ ପାଇଁ…

ଡ୍ରେନ୍ ଟ୍ରାଜେଡି: ଘଟଣାସ୍ଥଳରେ ନଗର ଉନ୍ନୟନ ମନ୍ତ୍ରୀ, ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ…

ଭୁବନେଶ୍ବର: ମଙ୍ଗଳବାର ଅପରାହ୍‌ଣରେ ନାଳରେ ଭାସିଯାଇ ନାବାଳକର ମୃତ୍ୟୁ ଘଟଣାରେ ୟୁନିଟ-୩ ମସଜିଦ୍‌ କଲୋନୀରେ ପହଞ୍ଚିଲେ ନଗର ଉନ୍ନୟନ ମନ୍ତ୍ରୀ। ୮ ବର୍ଷ ବୟସର ନାବାଳକ ଆବୁ ବକର ସାହର ମୃତ୍ୟୁ ଘଟିବା ପରେ ଆଜି ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ…

ବଡଭାଇର ଟାଙ୍ଗିଆ ଚୋଟରେ ସାନଭାଇ ମୃତ

ଅନୁଗୁଳ: ବଡଭାଇର ଟାଙ୍ଗିଆ ଚୋଟରେ ସାନଭାଇ ମୃତ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜରାସିଂହା ପୁରୁଣା ସାହିରେ ଘଟିଛି । ସୂଚନା ଅନୁସାରେ, ଜରାସିଂହା ପୁରୁଣାସାହିର ବଲେହି ନାଏକଙ୍କ ପୁଅ ଗଦା ନାଏକ ଗାଁ ପାଖରେ ଥିବା ରାଇସ୍ ମିଲ୍‌ରେ କାର୍ଯ୍ୟ କରନ୍ତି। ପ୍ରତ୍ୟକ ଦିନ ଘର…

ତ୍ରିଶୁଳିଆ କୁଆଖାଇ ନଦୀ ପୋଲ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ

କଟକ: ତ୍ରିଶୁଳିଆ କୁଆଖାଇ ନଦୀ ପୋଲ ଉପରେ ମଙ୍ଗଳବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ସିମେଣ୍ଟ ବୋଝେଇ ଟ୍ରକ୍ ସହ କାର ମୁହାଁମୁହିଁ ଧକ୍କା ହେବା ଫଳରେ ବ୍ରିଜରୁ ତଳକୁ ଖସି ପଡ଼ିଥିଲା ଟ୍ରକ୍। ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେହିପରି ୪ ଜଣ ଗୁରୁତର ଥିବା…