Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରଚଣ୍ଡ ଖରାରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି, ଭୁବନେଶ୍ୱରରେ ପ୍ରବଳ ବର୍ଷା

ଭୁବନେଶ୍ବର: ପ୍ରଚଣ୍ଡ ଖରା ଓ ଗୁଳୁଗୁଳିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ରାଜଧାନୀ ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା । ଆଚାର୍ଯ୍ୟ ବିହାର, ନାଲକୋ, ପଟିଆରେ ଘଡ଼ଘଡ଼ି ସହ ବର୍ଷା। ତେବେ ଗତ କାଲି ମଧ୍ୟ ରାଜଧାନୀରେ ପବନ ବର୍ଷା ଦେଖିବାକୁ ମିଳିଥିଲା । ସୂଚନାଯୋଗ୍ୟ ଯେ,…

ଚିନ୍ତା ବଢାଉଛି ଡିପଥେରିଆ; ୨୧ ସଂକ୍ରମିତ ଚିହ୍ନଟ, ମାସ୍କ ପିନ୍ଧିବାକୁ ପରାମର୍ଶ

ଭୁବନେଶ୍ୱର: ଓଡିଶାର କିଛି ଜିଲ୍ଲାରେ ଏବେ ଡିପଥେରିଆ ସଂକ୍ରମଣ ବ୍ୟାପିବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଜଣେ ଗୁରୁତର ଅଛନ୍ତି । ତେବେ ରାୟଗଡାରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ…

କନିଷ୍ଠ ଶିକ୍ଷକ ଚୟନ ମାମଲାରେ ଆସିଲା ଗୁରୁତ୍ୱପୂର୍ଣ୍ଣ ରାୟ, କାଏମ ରହିଲା ଓସେପା ମେରିଟ୍ ଲିଷ୍ଟ

କଟକ: କନିଷ୍ଠ ଶିକ୍ଷକ ଚୟନ ମାମଲାରେ ଆଜି ଆସିଛି ଗୁରୁତ୍ୱପୂର୍ଣ୍ଣ ରାୟ। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜୁନିଅର ଶିକ୍ଷକ ନିଯୁକ୍ତି ପାଇଁ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA) ଦ୍ୱାରା ପ୍ରସ୍ତୁତ ଯୋଗ୍ୟତା ତାଲିକାକୁ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସମର୍ଥନ…

ବିବାହ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ

ଭୁବନେଶ୍ୱର: ବିବାହ ବନ୍ଧନରେ ଆବଦ୍ଧ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ଅରୁଣ ନେଦରଲାଣ୍ଡରେ ବିବାହ କରିଛନ୍ତି । ଏନେଇ ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ଅରୁଣଙ୍କ ବିବାହର ଫଟୋ ସେୟାର କରି ସୂଚନା ଦେଇଛନ୍ତି । ଫଟୋରେ ଅରୁଣ…

ଆଜି ରୁକ୍ମିଣୀ ହରଣ ଏକାଦଶୀ; ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହୋଇଥାଏ । ଯାହାକୁ ରୁକ୍ମଣୀ ହରଣ ଏକାଦଶୀ ବୋଲି କୁହାଯାଏ । ତେବେ ଆଜି ମହାପ୍ରଭୁଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ପାଇଁ ସାଧାରଣ ଦର୍ଶନ ବନ୍ଦ…

‘ପାଣ୍ଡିଆନ୍ ପାଇଁ ବିଜେଡି ନିର୍ବାଚନରେ ହାରିଗଲା କି, ଦଳରେ ଆଲୋଚନା ହେବ’

ଭୁବନେଶ୍ୱର: ବିଜେଡି କାହିଁକି ହାରିଲା ଏହାର କାରଣ ଖୋଜାଯିବ ବୋଲି ଦଳର ନେତା କହି ଆସୁଛନ୍ତି। କିନ୍ତୁ ରାଜନୀତିରୁ ସନ୍ୟାସ ନେଇଛନ୍ତି ବୋଲି ଘୋଷଣା କରିଥିବା ଭି.କେ ପାଣ୍ଡିଆନ୍ ବିପର୍ଯ୍ୟୟ କାରଣ କି ଏଯାବତ ବିଜେଡିର ପ୍ରମୁଖ ନେତା ଖୋଲି କରି କହି ନାହାନ୍ତି। ଏହାରି ଭିତରେ ଘଷିପୁରା…

ରାଜ୍ୟସଭାରେ ବିଜେପି ପାଇଁ କାହିଁକି ଜରୁରୀ ବିଜେଡି ଏବଂ ଓ୍ବାଇଏସଆର କଂଗ୍ରେସ?

ଭୁବନେଶ୍ୱର: ଉଭୟ ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶରେ ବିଜୁ ଜନତା ଦଳ  ଏବଂ ଓ୍ବାଇଏସଆର କଂଗ୍ରେସ କ୍ଷମତାଚ୍ୟୁତ ହୋଇଛନ୍ତି। ଓଡିଶାରେ ବିଜେପି କ୍ଷମତା ଗାଦିରେ ବସିଥିବା ବେଳେ ଆନ୍ଧ୍ରରେ ଟିଡିପି । ଉଭୟ ରାଜ୍ୟରେ ବିଜେପି କ୍ଷମତାରେ ରହିଛି। କିନ୍ତୁ ଏବେ ବି ୱାଇଏସଆରସିପି ଓ ବିଜେଡି ବିଜେପି…

ନବ ନିର୍ବାଚିତ ବିଧାୟକଙ୍କ ଶପଥପାଠ, ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ୩ ଦିନିଆ ଅଧିବେଶନ। ତିନି ଦିନ ପାଇଁ ଆରମ୍ଭ ହୋଇଥିବା ବିଧାନସଭାର ଅଧିବେଶନରେ ଶପଥ ପାଠ କାର୍ଯ୍ୟକ୍ରମ ଚାଲିଛି। ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବ ନିର୍ବାଚିତ ବିଧାୟକ । ଶପଥ ପାଠ କରାଇଲେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ।…

ଆହୁରୀ ୨ ଦିନ କଲବଲ କରିବ ତାତି, ୪୦ ଡିଗ୍ରୀ ଉପରେ ୧୭ ସହର: ୨୦ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ପ୍ରବେଶ କରିବା ସତ୍ତ୍ୱେ ଜାରି ରହିଛି ଗରମ। ଆହୁରି ଦୁଇ ଦିନ କଲବଲ କରିବ ଗୁଳୁଗୁଳି । ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ଏହି ଦୁଇ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ଅପରାହ୍ନରେ କାଳବୈଶାଖୀ ହେବାର ସମ୍ଭାବନା ଥିଲେ ବି ଗୁଳୁଗୁଳି ଜାରି ରହିବ ।…

ମାଆ, ଝିଅଙ୍କୁ ଛୁରୀରେ ଆକ୍ରମଣ ଘଟଣାରେ ଝିଅ ମୃତ

ସମ୍ବଲପୁର: ମାଆ, ଝିଅଙ୍କୁ ଛୁରୀରେ ଆକ୍ରମଣ ଘଟଣାରେ ଝିଅର ମୃତ୍ୟୁ ଘଟିଛି। ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ଝିଅର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେ ବି ବୁର୍ଲା ମେଡିକାଲରେ ମାଆର ଚିକିତ୍ସା ଜାରି ରହିଛି। ସୂଚନା ଅନୁସାରେ ଗତ ୧୪ରେ ଅଇଁଠାପାଲି ଥାନା ଦାନିପାଲୀ ଗାଁ ରାସ୍ତାରେ…