Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଆ ସହ ୨ ଶିଶୁଙ୍କୁ ମାରିଲା ଦନ୍ତା, ୩ ଗୁରୁତର

ବରଗଡ଼: ମାଆ ସହ ୨ ଶିଶୁଙ୍କୁ ମାରିଲା ଦନ୍ତା। ଆଉ ୩ ଗୁରୁତର। ବରଗଡ ପାଇକମାଳ ରେଞ୍ଜ ଝାରବନ୍ଧ ଥାନା ସଲଡିହି ଗାଁରୁ ଆସିଛି କିଛି ଏଭଳି ଅଭିଯୋଗ। ଏହି ଗାଁରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ଶୋଇଥିବା ବେଳେ ଘର ଭାଙ୍ଗିବା ସହ କଚାଡ଼ି ମାରିଲା ଦନ୍ତା। ଆକ୍ରମଣରେ ସ୍ୱାମୀ, ଶ୍ୱଶୁର ଓ ୭…

ଆଜି ପ୍ରଥମ ଥର ବିଧାୟକ ଭାବେ ଶପଥ ନେବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ଜୁନ୍ ୧୮ ଓ ୧୯ ତାରିଖ ଦୁଇଦିନ ଧରି ସପ୍ତଦଶ ବିଧାନସଭାର ନବ ନିର୍ବାଚିତ ବିଧାୟକମାନେ ଶପଥ ନେବେ। ସମସ୍ତ ବିଧାୟକମାନଙ୍କୁ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଶପଥ ପାଠ କରାଇବେ। ତେବେ ବିଜେଡି ସଭାପତି ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଥର…

ଆଜି ବରଗଡ଼ରେ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ, ଚାଷୀ ପାଇବେ ପିଏମ କିଷାନ ଟଙ୍କା

ଭୁବନେଶ୍ୱର: ଆଜି ପ୍ରଦାନ କରାଯିବ ପିଏମ୍ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି। ଦେଶର ମୋଟ୍ ୯ କୋଟି ୩୦ ଲକ୍ଷ ଚାଷୀଙ୍କୁ ଉତ୍ତରପ୍ରଦେଶ ବାରାଣସୀରୁ ଡିବିଟି ମାଧ୍ୟମରେ ମୋଟ ୨୦ ହଜାର କୋଟି ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଚାଷୀଙ୍କୁ ମିଳିବ ୨ ହଜାର ଟଙ୍କା। ଏହି…

ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ୨ ଓଏଏସ ଅଫିସରଙ୍କ ବଦଳି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ଓଏଏସ୍ ତ୍ରିଲୋଚନ ମହାନ୍ତିଙ୍କୁ ବଦଳି କରାଯାଇଛି। ରାଜ୍ୟରେ ବିଜେପି ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଦୁଇ ନୂଆ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି। ତ୍ରିଲୋଚନ ମହାନ୍ତି ଏବେ କେନ୍ଦୁଝର…

ଆଜି ଶପଥ ନେବେ ନବନିର୍ବାଚିତ ବିଧାୟକ, ୨୦ ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର: ଆଜି ଓ ଆସନ୍ତାକାଲି ଅର୍ଥାତ ଜୁନ୍ ୧୮ ଓ ୧୯ ତାରିଖ ଦୁଇଦିନ ଧରି ସପ୍ତଦଶ ବିଧାନସଭାର ନବନିର୍ବାଚିତ ବିଧାୟକମାନଙ୍କୁ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଶପଥ ପାଠ କରାଇବେ। ୨୦୨୪ ସାଧାରଣ ନିର୍ବାଚନରେ ବିଧାନସଭା ନିର୍ବାଚନ ଜିତିଥିବା ବିଧାୟକମାନେ ମଙ୍ଗଳବାର ଓ…

ବାଲେଶ୍ବରରେ ଗୋଷ୍ଠୀ ସଂଘର୍ଷ ଘଟଣା; ପୂରା ସହରରେ କର୍ଫ୍ୟୁ

ବାଲେଶ୍ବର: ବାଲେଶ୍ୱର ଜିଲ୍ଲାରେ ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ଗଣ୍ଡଗୋଳ ଉଗ୍ର ରୂପ ନେଇଛି। ଢେଲାପଥର, ବାଡ଼ି ଓ କାଚ ବୋତଲ ମାଡ଼ରେ ୫ ପୁଲିସ କର୍ମଚାରୀଙ୍କ ସମେତ ୧୦ ଜଣ ଲହୁଲୁହାଣ ହୋଇଛନ୍ତି। ଘଟଣାସ୍ଥଳରେ ଅନେକ ଦୁଇଚକିଆ ଓ ଚାରିଚକିଆ ଗାଡ଼ି ସହ ଲୋକଙ୍କ ଘର ଆସବାବପତ୍ର ନଷ୍ଟ ହୋଇଛି।…

‘ଉପକୂଳରେ ୩ ଦିନ ଯାଏଁ ପ୍ରଚଣ୍ଡ ଗୁଳୁଗୁଳି ହେବ, ଆସନ୍ତା ଚାରିଦିନ ପରେ ପାଗ ବଦଳିବ’

ଭୁବନେଶ୍ବର: ରାଜ୍ୟରେ କଲବଲ କରୁଛି ତାତି ଅସହ୍ୟ ହୋଇପଡୁଛି ଜନ ଜୀବନ । ଗରମ ସାଙ୍ଗକୁ ଗୁଳୁଗୁଳି ଆହୁରି କଷ୍ଟଦାୟକ ହୋଇପଡୁଛି । ତେବେ ଉପକୂଳରେ ଆହୁରି ତିନିଦିନ ଯାଏଁ ପ୍ରଚଣ୍ଡ ଗୁଳୁଗୁଳି ହେବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗକୁ ବଢ଼ିବା ପାଇଁ ଆଗାମୀ ଚାରିଦିନ ପରେ ପାଗ ଅନୁକୂଳ ରହିବ…

‘୧୯୭୧ ମସିହା ପରି ଚଳିତବର୍ଷ ରଥଯାତ୍ରା ଆମ ପାଇଁ ବଡ ଦାୟିତ୍ୱ’

ପୁରୀ: ସ୍ନାନଯାତ୍ରା ଓ ରଥଯାତ୍ରାର ସୁପରିଚାଳନା ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ଶେଷ ପରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ,…

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହେଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଯୁଗ୍ମ ସଚିବ ନିଯୁକ୍ତ । କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ଆଜି ନିଯୁକ୍ତ ହୋଇଛନ୍ତି । କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି ହେଲେ ତ୍ରିଲୋଚନ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ…

ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟରୁ ଶିଶୁ ଚୋରି ଅଭିଯୋଗ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଚୋରକୁ ଧରିଲେ ଡାକ୍ତରଖାନାର ସୁରକ୍ଷା କର୍ମୀ । ଅଭିଯୋଗ ଅନୁସାରେ ବୌଦ୍ଧ ଜିଲ୍ଲା ପଲସଗୋରା ଗାଁର ବିମ୍ବାଧର ସୁନା ତାଙ୍କ ଶିଶୁ କନ୍ୟାକୁ…