Latest Odisha News
Browsing Category

ଓଡିଶା

Odisha

ବିପର୍ଯ୍ୟୟ ଓଡ଼ିଶା ପାଇଁ ବଡ଼ ଆହ୍ୱାନ , ପ୍ରତିଘରୁ ସୃଷ୍ଟି ହେବେ ବିପର୍ଯ୍ୟୟ ମୁକାବିଲା ଯୋଦ୍ଧା

ଭୁବନେଶ୍ବର : ଆଜି ଓଡ଼ିଶା ପାଳୁଛି ବିପର୍ଯ୍ୟୟ ପ୍ରସ୍ତୁତି ଦିବସ । ୧୯୯୯ ମସିହା ଏହି ଦିନରେ ଘଟିଯାଇଥିବା ମହାବାତ୍ୟାକୁ ମନେ ପକାଉଛି ସାରା ରାଜ୍ୟ । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏଥିରେ  ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ,…

ଖସୁଛି ପାରଦ ବଢୁଛି ଶୀତ, ଫୁଲବାଣୀରେ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର: ଖସୁଛି ପାରଦ ବଢୁଛି ଶୀତ। ରାଜ୍ୟରେ ଧିରେ ଧୀରେ ବୃଦ୍ଧି ପାଉଛି ଶୀତ ଲହରି। ଏହାରି ମଧ୍ୟରେ କନ୍ଧମାଳରେ ଗତ ତିନି ଚାରି ଦିନ ହେଲା ରାତି ତାପମାତ୍ରା କ୍ରମାଗତ ଭାବେ ଖସିବାରେ ଲାଗିଛି। ସୁଲୁସୁଲିଆ ପବନ ସାଙ୍ଗକୁ ଚାରିଆଡେ ଘନ କୁହୁଡି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)…

ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଅବସରରେ ମିନି ମାରାଥନ

ଭୁବନେଶ୍ୱର : ଆଜି ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ  । ଏହି ଅବସରରେ ଆଜି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି । ସକାଳ ୭ଟା ୩୦ମିନିଟ ସମୟରେ ଆରମ୍ଭ ହୋଇଥିବା ଏହି ମିନି…

ରକ୍ତ ରଞ୍ଜିତ ହେଲା ସୁନାଦେଇ ପୀଠ, ହଜାର ହଜାର ଦର୍ଶକଙ୍କ ସମାଗମରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତରଯାତ୍ରା

ନୂଆପଡା: ନୂଆପଡା ଜିଲ୍ଲାର ବହୁ ପ୍ରସିଦ୍ଧ ଯାତ୍ରା ସୁନାଦେଇ ଛତର ଯାତ୍ରା । ଚଳିତ ବର୍ଷ ମଧ୍ୟ ରୀତିନୀତିରେ ଏହି ଛତରା ଯାତ୍ରା ସମ୍ପନ୍ନ ହୋଇଛି । ପ୍ରତିବର୍ଷ ଭଳି ଏଥର ବି ବୋଦାବଳିରେ ରକ୍ତ ରଞ୍ଜିତ ହୋଇଛି ମା’ ସୁନାଦେଇଙ୍କ ପୀଠ । ରାଜ୍ୟ ତଥା ରାଜ୍ୟ ବାହାରର ହଜାର ହଜାର ଶ୍ରଦ୍ଧାଳୁ…

ଥମୁନି ନୀଳ ଜହର କାରବାର : ଚୋରା ଚାଲାଣ ବେଳେ ୪ଜଣଙ୍କୁ ଗିରଫ କଲା ଚନ୍ଦକା ପୋଲିସ

ଭୁବନେଶ୍ବର : ଥମୁନି ନୀଳ ଜହର କାରବାର  । ଚୋରା ଚାଲାଣ ବେଳେ  ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି ଚନ୍ଦକା ପୋଲିସ  । କୌଣସି  ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ପିତାପାଲି-ବାରଙ୍ଗ ରୋଡରେ ଚଢାଉ କରିଥିଲା  । ଫଳରେ ୬୬ କେଜିର ଗଞ୍ଜେଇ ଜବତ କରିବା ସହ ଘଟଣାରେ ୪ ଜଣଙ୍କୁ…

ନଭେମ୍ବର ୧ରୁ କଳାହାଣ୍ତିରେ ଗଡି଼ବ ‘ଲକ୍ଷ୍ମୀ ବସ୍’

କଳାହାଣ୍ଡି: ବିକାଶ ପଥରେ ଆଗଉଛି ଓଡି଼ଶା। ଗାଁ ସହ ଯୋଡି଼ ହେଉଛି ସହର। ଏଣିକି ଦୁର୍ଗମ ଅଞ୍ଚଳରୁ ଆହୁରି ସହଜ ହେବ ଯାତ୍ରା। କାହିଁକିନା ମାଲକାନଗିରି, ଗଜପତି ପରେ ଏବେ କଳହାଣ୍ତି ଜିଲ୍ଲାରେ ଗଡି଼ବ 'ଲକ୍ଷ୍ମୀ ବସ୍‌'। ଆସନ୍ତା ନଭେମ୍ବର ୧ରୁ କଳାହାଣ୍ତିରେ ଗଡି଼ବାକୁ ଯାଉଛି 'ଲକ୍ଷ୍ମୀ ବସ୍‌'…

ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ: ଭି.କେ ପାଣ୍ଡିଆନ୍

ଭୁବନେଶ୍ବର: ଆଜି ମେଟ୍ରୋ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି ଭି.କେ ପାଣ୍ଡିଆନ୍ । ଗତକାଲି ପୁରୀ ଯାଇ ଶ୍ରୀମନ୍ଦିର  ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଥିବାବେଳେ ଆଜି ଭୋରରୁ ତ୍ରିଶୁଳିଆରେ ପହଞ୍ଚି ଭୁବନେଶ୍ବର-କଟକ ମେଟ୍ରୋ  ପ୍ରକଳ୍ପର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ…

ଆଜି ଭୁବନେଶ୍ବରରୁ ଗୌହାଟୀକୁ ଉଡି଼ବ ବିମାନ

ଭୁବନେଶ୍ୱର: ଭୁବନେଶ୍ୱରରୁ ଗୌହାଟି ପହଞ୍ଚିବାକୁ ଲାଗିବ ମାତ୍ର ଦେଢ ଘଣ୍ଟା ସମୟ । ଆଜିଠାରୁ ଓଡ଼ିଶାରୁ ଗୌହାଟୀ ବିମାନ ସେବା ଆରମ୍ଭ ହେବ । ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଦୈନିକ ଚାଲିବ ବିମାନ । ସପ୍ତାହର ସବୁଦିନ ସେବା ଯୋଗାଇବ ଇଣ୍ଡିଗୋ । ଏହା ପରେ ଆଗକୁ ଜମ୍ମୁ, ଚଣ୍ଡିଗଡ ଓ ସୁରଟକୁ…

ମହାବାତ୍ୟାକୁ ପୁରିଲା ୨୪ବର୍ଷ : ଆଜିର ଦିନରେ ପ୍ରକୃତି ଦେଖାଇଥିଲା କରାଳ ତାଣ୍ଡବ ,ଏବେବି ଲୋକଙ୍କ ଭିତରେ ରହିଛି…

ଭୁବନେଶ୍ବର : ୧୯୯୯ ମସିହା ଅକ୍ଟୋବର ୨୯ ତାରିଖ । ଆଜିକୁ ଠିକ୍ ୨୪ ବର୍ଷ ତଳେ ରାଜ୍ୟରେ ତାଣ୍ଡବ ରଚିଥିଲା ମହାବାତ୍ୟା ।  ଆଜିର ଦିନରେ ପ୍ରକୃତି ଦେଖାଇଥିଲା ତାର କରାଳ ତାଣ୍ଡବ  । ସେଦିନର ସେହି ଭୟଙ୍କର ଦିନ ମନେ ପଡିଲେ ଆଜି ବି ଲୋମ ଟାଙ୍କୁରୀ ଉଠେ  । ସେଦିନର ବିଭୀଷିକାପୂର୍ଣ୍ଣ କଥା…

ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ବୁଲୁଛି ଦନ୍ତା, ଆତଙ୍କିତ ଲୋକେ : ହାତୀ ଗତିବିଧି ଉପରେ ନଜର ରଖିଛି ବନ ବିଭାଗ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ହାତୀ ଆତଙ୍କ  । ଗତକାଲି ମଧ୍ୟରାତ୍ରୀରୁ ଏକ ଦନ୍ତା ହାତୀ ସୋନପୁର ବ୍ଲକର ବିଭିନ୍ନ ଅଞ୍ଚଳରେ  ବୁଲୁଥିବା ଦେଖିବାକୁ ମିଳିଛି l ଏବେ ହାତୀଟି ସୋନପୁର ସହର ନିକଟ ପାଣିସିଆଳି ଗାଁ ପାଖରେ ଥିବା ସୂଚନା ରହିଛି  ।  ହାତୀ ବୁଲୁଥିବାର ଖବର…