Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆରମ୍ଭରୁ ବିରୋଧୀଙ୍କ କଡା ଆଭିମୁଖ୍ୟ, ତ୍ୟାଗ କଲେ ଗୃହ

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଗୃହ ଆରମ୍ଭ ହେଉ ହେଉ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇଯାଇଛି । ‘ଓଡିଆ ଅସ୍ମିତା’ ପ୍ରସଙ୍ଗ ଉଠାଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ଦଳ ବିଧାୟକ । ଯାହା ଏଥର ବିଧାନସଭା…

କଂଗ୍ରେସ ବୈଠକରେ ଯୋଗ ଦେଲେନି ତାରା, ପଚାରିବାରୁ କିଛି ଏମିତି କହିଲେ….

ଭୁବନେଶ୍ବର: ଆଜି ବିଧାନସଭା ଅଧିବେଶନ ପୂର୍ବରୁ ବସିଥିଲା କଂଗ୍ରେସ ବିଧାୟକ ଦଳ ବୈଠକ । ବିଧାନସଭାର ୫୪ ନଂ କକ୍ଷରେ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ହେଲେ ଏହି ବୈଠକରେ ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ବାହିନୀପତି ଓ ରମେଶ ଜେନା…

ଥାଇଲାଣ୍ଡରେ ଫସିଛନ୍ତି କେନ୍ଦ୍ରାପଡାର ୭ ଓଡ଼ିଆ ଶ୍ରମିକ, ଓଡ଼ିଶା ଫେରାଇ ଆଣିବାକୁ କଲେ ନିବେଦନ

କେନ୍ଦ୍ରାପଡ଼ା: ଥାଇଲାଣ୍ଡରେ ଫସିଛନ୍ତି କେନ୍ଦ୍ରାପଡା ଜିଲ୍ଲାର ୭ଜଣ ଓଡ଼ିଆ ଶ୍ରମିକ। ଓଡ଼ିଶା ଫେରାଇ ଆଣିବା ପାଇଁ ଭିଡିଓ ବାର୍ତ୍ତା ଜରିଆରେ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହଯୋଗ ଲୋଡ଼ିଛନ୍ତି ସମସ୍ତେ। ୬ ମାସ ତଳେ ଥାଇଲାଣ୍ଡ ଯାଇ ପ୍ଲାଏବୋର୍ଡ କମ୍ପାନୀରେ…

ଆଜିଠୁ ବିଧାନସଭା ଅଧିବେଶନ: ୨୩ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ବଜେଟ ଉପସ୍ଥାପନ

ଭୁବନେଶ୍ବର: ଆଜିଠୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ସେ‌ପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ବିଧାନସଭା ଚାଲିବ। ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏହା ହେବ ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବେଜେଟ…

ସ୍କୁଲ୍ ବସରେ ଅଗ୍ନି ନିରାପତ୍ତା ନିୟମର କଡ଼ା ଅନୁପାଳନ ପାଇଁ ନିର୍ଦ୍ଦେଶନାମା ଜାରି, ଖିଲାପ କଲେ ଦୃଢ଼…

ଭୁବନେଶ୍ୱର: ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ରୀୟ ମୋଟର ଯାନ ନିୟମ ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ ହେବା…

ପିସିସି ପୁନର୍ଗଠନ: କିଏ ହେବେ ନୂଆ ମଙ୍ଗୁଆଳ, ରେସରେ ଏହି ସବୁ ନାମ…

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସାଧାରଣ ନିର୍ବାଚନରେ ଆଶାନୁରୂପ ଫଳାଫଳ ହାସଲ କରିବାରେ ବିଫଳ ହେବା ପରେ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ରାଜ୍ୟ ୟୁନିଟର ବ୍ୟାପକ ପୁନର୍ଗଠନ ଆରମ୍ଭ କରିଛି। ରବିବାର ଏଆଇସିସି ପିସିସି ସଭାପତି ଓ ସମସ୍ତ କର୍ମକର୍ତ୍ତାଙ୍କୁ ହଟାଇ…

ସର୍ବଦଳୀୟ ବୈଠକରେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ ଉଠାଇଲା ବିଜେଡି, ଜାଣନ୍ତୁ ପ୍ରଥମେ କେବେ ଉଠିଥିଲା ଏ ପ୍ରସଙ୍ଗ?

ନୂଆଦିଲ୍ଲୀ: ସଂସଦ ଅଧିବେଶନ ପୂର୍ବରୁ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ନୂଆଦିଲ୍ଲୀରେ ସାଂସଦମାନଙ୍କ ସର୍ବଦଳୀୟ ବୈଠକରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ଉଠାଇଛି। ନୀତୀଶ କୁମାରଙ୍କ ଜେଡିୟୁ ଏବଂ ଲାଲୁ ପ୍ରସାଦଙ୍କ ଆରଜେଡି ବିହାର ପାଇଁ ସମାନ ଦାବି କରିଥିବା…

ଜଗତସିଂହପୁର: ଝାଡ଼ାବାନ୍ତିରେ ଗୋଟିଏ ପରିବାରର ୨ ମୃତ, ୧୦ ଆକ୍ରାନ୍ତ

ଜଗତସିଂହପୁର: ପାରାଦୀପ-କୁଜଙ୍ଗ ଅଞ୍ଚଳରେ ଝାଡ଼ାବାନ୍ତିରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, କୁଜଙ୍ଗ ବ୍ଲକ ଅଧୀନ ଅଞ୍ଚଳରେ ଏହି ସଂକ୍ରାମକ ରୋଗ ବ୍ୟାପିବା ପରେ ଅନ୍ୟ ୧୦ ଜଣ ଚିକିତ୍ସାଧୀନ ଅଛନ୍ତି। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ୧୩ ଦିନ ତଳେ ଦିଜ…

ସୁନ୍ଦରଗଡରେ ଡବଲ ମର୍ଡର; ବନ୍ଧା ହେଲା ପ୍ରେମିକ ରାଜୁ

ସୁନ୍ଦରଗଡ: ସୁନ୍ଦରଗଡରେ ଡବଲ ମର୍ଡର ଘଟଣାରେ ବନ୍ଧା ହେଲା ପ୍ରେମିକ ରାଜୁ ନାଗ। ପୋଲିସର ସୂଚନାନୁସାରେ, ରାଜୁ ଗତ ସପ୍ତାହରେ ଜଣେ ଏମବିଏ ଛାତ୍ରୀ ଲିପସା କେର୍କେଟା ଏବଂ ତାଙ୍କ ବନ୍ଧୁ ପ୍ରତାପ ଲାକ୍ରାଙ୍କୁ ଛୁରୀ ଭୁସି ହତ୍ୟା କରିଥିଲା। ଏହି ଘଟଣାର ତଦନ୍ତ କରୁଥିବା ଏକ ସ୍ୱତନ୍ତ୍ର…

ଗଠିତ ହେବ ଦୟାନଦୀ ପଞ୍ଚାୟତ, ଦୟା ଗଙ୍ଗୁଆକୁ ପ୍ରଦୂଷଣମୁକ୍ତ ପାଇଁ ହେବ ଗଣ ଆନ୍ଦୋଳନ

ଭୁବନେଶ୍ୱର: ମହାନଦୀ ବଞ୍ଚାଅ ଆନ୍ଦୋଳନ ଓ ଦୟା ସୁରକ୍ଷା ଅଭିଯାନ ପକ୍ଷରୁ ଦୟା ନଦୀ କୂଳରେ ପିପିଲି ବ୍ଲକ କଣ୍ଟିର କଲ୍ୟାଣ ମଣ୍ଡପ ଠାରେ ନଦୀ ସୁରକ୍ଷା ସଂକ୍ରାନ୍ତୀୟ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଗଙ୍ଗୁଆ,କୁଶଭଦ୍ରା, ଧନୁଆ, ଦୟା ଓ ଭାର୍ଗବୀ ନଦୀ ଆନ୍ଦୋଳନର ଅନେକ ନେତୃତ୍ଵ, ସୂଚନା…