Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜ୍ଞପ୍ତି ପ୍ରକାଶ ପାଉଛି କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଅଫିସ ଜାଣିନି.. ସରକାରରେ ସମନ୍ୱୟ ରହିଛି ତ?

ଭୁବନେଶ୍ୱର: ଶୁକ୍ରବାର କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖାରଜ କରିବା ଏବେ ସରକାରର ଆଭ୍ୟନ୍ତରୀଣ ସମନ୍ୱୟ ନେଇ ପ୍ରଶ୍ନ ଉଠାଇଛି। ପ୍ରଥମ ଥର ପାଇଁ ରାଜ୍ୟରେ ଏକାକୀ ସରକାର ଗଢିଛି ବିଜେପି। ତେଣୁ ଏବେର ବିରୋଧୀ ଦଳ ବିଜୁ…

ବିଧାନସଭା ପୂର୍ବରୁ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ, ଯୋଗ ଦେଲାନି କଂଗ୍ରେସ

ଭୁବନେଶ୍ବର: ଆସନ୍ତାକାଲି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ବସିବାକୁ ଯାଇଥିବା ବେଳେ ଆଜି ବାଚସ୍ପତି ସୁରମା ପାଢୀ ସର୍ବଦଳୀୟ ବୈଠକ ଡାକିଥିଲେ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ…

ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

କୋରାପୁଟ: ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ କମଳା ପୂଜାରୀ । ଜୟପୁର ସ୍ଥିତ ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଶେଷକୃତ୍ୟ ବେଳେ ତାଙ୍କ ସାନ ପୁଅ ଟଙ୍କଧର ପୂଜାରୀ ମୁଖାଗ୍ନି ଦେଇଛନ୍ତି । ତେବେ…

ଗ୍ରାହକଙ୍କୁ ୧୮ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ବ୍ୟାଙ୍କ ମ୍ୟାନେଜର

ଦେବଗଡ଼: ଗ୍ରାହକଙ୍କୁ ୧୮ ଲକ୍ଷ ଟଙ୍କା ଠକେଇ। ବନ୍ଧା ହେଲେ ବ୍ୟାଙ୍କ୍ ମ୍ୟାନେଜର। କୃଷ୍ଣଚନ୍ଦ୍ର ମହାକୁଡ଼ଙ୍କଠାରୁ ଦେବଗଡ଼ ଆକ୍ସିସ ବ୍ୟାଙ୍କର ପୂର୍ବତନ ଅପରେସନ ମ୍ୟାନେଜର ପ୍ରବେଶ ଚନ୍ଦ୍ର ଦାସ ୧୮ ଲକ୍ଷ ଟଙ୍କା ଚୂନ ମାରିଛନ୍ତି। ପ୍ରଥମେ କୃଷ୍ଣଚନ୍ଦ୍ରଙ୍କ ସହ ଭଲ ସମ୍ପର୍କ ରଖି ୨୪ ଲକ୍ଷ…

କ୍ରୀଡା ପୁରସ୍କାରରୁ ହଟିବନି ବିଜୁ ବାବୁଙ୍କ ନାମ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶନିବାର କ୍ରୀଡା ବିଭାଗ ପକ୍ଷରୁ ଆସିଥିବା ବଡ ନିଷ୍ପତ୍ତିକୁ ଖଣ୍ଡନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କ୍ରୀଡା ପୁରସ୍କାରରୁ ବିଜୁ ବାବୁଙ୍କ ନାଁ ହଟିବ ନାହିଁ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, “ବିଜୁ…

ଏ ସୋମବାର ଅଭିଯୋଗ ଶୁଣିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏ ସୋମବାର ଅର୍ଥାତ୍ ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଆସନ୍ତାକାଲି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଥିବାରୁ ଏଥିପାଇଁ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ । ଏନେଇ ସୂଚନା ଦେଇଛନ୍ତି, ସାଧାରଣ ପ୍ରଶାସନ ଓ ଲୋକସମ୍ପର୍କ ବିଭାଗ । ତେବେ…

୨୫ ଯାଏଁ ବର୍ଷିବ, ମାଲକାନଗିରିକୁ ଆଲର୍ଟ ଜାରି

ଭୁବନେଶ୍ବର: ଲଘୁଚାପ କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ତେବେ ସକ୍ରିୟ ମୌସୁମୀ ଏବଂ ଅବପାତ ପ୍ରଭାବରେ ରାଜ୍ୟରେ ୨୫ ତାରିଖ ଯାଏଁ ବର୍ଷା ହେବ ବୋଲି ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ବିଶେଷକରି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ…

ସୁଧୁରୁଛି ମାଲକାନଗିରି ସ୍ଥିତି, ବନ୍ୟାର ନାହିଁ ଆଶଙ୍କା

ଭୁବନେଶ୍ବର: ଏବେ ରାଜ୍ୟର ଅନେକ ସ୍ଥାନରେ ଲଘୁଚାପ କାରଣରୁ ବର୍ଷା ଲାଗିରହିଛି । ଯାହା ଫଳରେ ଅନେକ ସ୍ଥାନରେ ବନ୍ୟା ସ୍ଥିତି ଭଳି ଅନୁଭୂତ ହେଉଛି । ଏଥିରେ ସବୁଠୁ ବେଶୀ ପ୍ରଭାବିତ ହୋଇଛି ମାଲକାନଗିରି ଜିଲ୍ଲା । ଗତକାଲି ଅପେକ୍ଷା ଜଳସ୍ତର କମିଥିଲେ ମଧ୍ୟ ଏହାର ଅନେକ ଅଞ୍ଚଳ ଏବେ ବି ଜଳମଗ୍ନ…

ପିଏମ୍ ପୋଷଣ ଯୋଜନାରେ ଓଡିଶାରେ ସ୍କୁଲ ଗୁଡ଼ିକରେ ଆରମ୍ଭ ହେବ ‘ତିଥି ଭୋଜନ’

ଭୁବନେଶ୍ୱର: କେନ୍ଦ୍ରର ପିଏମ୍ ପୋଷଣ ଯୋଜନାରେ ବିଦ୍ୟାଳୟ ଗୁଡ଼ିକରେ 'ତିଥି ଭୋଜନ' କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଭାବେ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ…

ଦଳକୁ ନୂଆ ଦାୟିତ୍ୱ ମିଳିଛି, ଲୋକଙ୍କ ସ୍ୱାର୍ଥରେ ବିଜେଡି କାମ କରିବ: ନବୀନ

ଭୁବନେଶ୍ୱର: ବିଧାନସଭାର ଆଗାମୀ ବଜେଟ୍ ଅଧିବେଶନ ପାଇଁ ରଣନୀତି ପ୍ରସ୍ତୁତ କରିବା ପାଇଁ ବିଜୁ ଜନତା ଦଳ ବିଧାୟକ ଦଳ (ବିଜେଡି) ବିଧାୟକ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ…