Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନ୍ଧାର ରାତିରେ ରେଳ ଧାରଣାରେ ବୁଲୁଥିଲେ ନାବାଳକ; ପିଟିଲା ଟ୍ରେନ

କୋରାପୁଟ:ଗୁରୁବାର ରାତି ପ୍ରାୟ ୪ଟାର ଘଟଣା । ଚାରିଆଡ ମିଞ୍ଜି ମିଞ୍ଜି ଅନ୍ଧାର । ନାବାଳକ ଜଣେ ବୁଲୁଥିଲେ ରେଲୱେ ଟ୍ରାକରେ । ହଠାତ୍ ମାଡି ଆସିଲା ଯନ୍ତ୍ର ଦାନବ । ପିଟିଦେଲା ନାବାଳକଙ୍କୁ । କିଛି ବୁଝିବା ପୂର୍ବରୁ ଛିଟିକି ପଡି ଦୂରରେ ପଡିଲେ ନାବାଳକ । ଏମିତି ଘଟଣା ଆସିଛି କୋରାପୁଟ…

ପୁରୀ କୁମାରଉତ୍ସବ ସମିତି ପକ୍ଷରୁ ସାମ୍ବାଦିକ ସମିଳନୀ ଅନୁଷ୍ଠିତ

ପୁରୀ: ପୁରୀ କୁମାରଉତ୍ସବ ସମିତି ପକ୍ଷରୁ ଚଳିତବର୍ଷ ଗୁଣ୍ଡିଚା ମନ୍ଦିର ନିକଟ ମୁକ୍ତାକାଶ ରଙ୍ଗମଞ୍ଚ ଠାରେ କୁମାରଉତ୍ସବ ଅନୁଷ୍ଠିତ ହେବ । ଚଳିତବର୍ଷକୁ ମିଶାଇ ଏହା ହେବ ୫୬ ତମ କୁମାରଉତ୍ସବ । ଏନେଇ ଆଜି କୁମାରଉତ୍ସବ ସମିତି ପକ୍ଷରୁ ସଭାପତି ବିଭୁ ପ୍ରସାଦ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ପୁରୀ…

ନଦୀପଠାରୁ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା, ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟ ହୋଇଥିବା ସନ୍ଦେହ

ପୁରୀ: ପୁରୀ ସଦରଥାନା ଅଧୀନ ନୂଆଗାଁ ନିକଟ ନୂଆନଇ ପଠାରୁ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା । ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସଦର ଏସଡିପିଓ ରବିନାରାୟଣ ଭଞ୍ଜ । କୌଣସି ବନ୍ୟଜନ୍ତୁ ଆକ୍ରମଣ ଯୋଗୁଁ ମହିଳାଙ୍କ ମୃତ୍ୟ ହୋଇଥିବା ପୋଲିସ ସନ୍ଦେହ କରୁଥିବା ବେଳେ, ବନ୍ୟଜନ୍ତୁଙ୍କ…

ବିଜେପିର ‘ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ: ୧୩, ୧୨୮ଟି ଗାଁରୁ ସଂଗ୍ରହ ହୋଇଛି ମାଟି , ଆସନ୍ତାକାଲି ଯିବ ଦିଲ୍ଲୀ

ଭୁବନେଶ୍ବର : ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମକୁ ନେଇ ବିଜେପି ପକ୍ଷରୁ ପ୍ରେସମିଟ୍  ଅନୁଷ୍ଠିତ ହୋଇଛି  । ଏ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଅଗଷ୍ଟ ୯ ତାରିଖରୁ ଓଡିଶାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ସ୍ବାଧୀନତାର ଅମୃତ ମହୋତ୍ସବର ଶେଷ…

ଏନସିଟିଇ ଆଞ୍ଚଳିକ କମିଟିର ସଦସ୍ୟ ହେଲେ ଡକ୍ଟର ବି.ସି. ଦାସ

କଟକ: ରାଷ୍ଟ୍ରୀୟ ଶିକ୍ଷକ ଶିକ୍ଷା ପରିଷଦ (ଏନ୍‌ସିଟିଇ) ପୂର୍ବାଞ୍ଚଳ କମିଟିର ସଦସ୍ୟ ରୂପେ ମନୋନୀତ ହେଲେ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗ ବରିଷ୍ଠ ଶିକ୍ଷାବିତ୍‌ ଡକ୍ଟର ବିକଳି ଚରଣ ଦାସ । ବର୍ତ୍ତମାନ ଡକ୍ଟର ଦାସ ରେଭେନସା ବିଶ୍ବବିଦ୍ୟାଳୟ ସ୍ନାତକୋତ୍ତର ଶିକ୍ଷା ବିଭାଗରେ ଆସିଷ୍ଟାଣ୍ଟ…

ଆଜିଠୁ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ, ବଢିଛି ଭୋଟର ସଂଖ୍ୟା : ସିଇଓ

ଭୁବନେଶ୍ବର : ୨୦୨୪ ନିର୍ବାଚନ ପୂର୍ବରୁ ଶେଷ ଥର ଲାଗି ଭୋଟର ତାଲିକା ସଂଶୋଧନ ପାଇଁ ଆଜିଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି ।  ଏ ନେଇ ସାମ୍ୱାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ  । ୨୦୨୩ ଡ଼ିସେମ୍ବର ୯ ଯାଏଁ ଭୋଟରମାନେ ଆବେଦନ…

ଆସନ୍ତାକାଲି ରାହୁ ଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ, ଶ୍ରୀମନ୍ଦିରରେ ହେବ ସ୍ଵତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର: ଆଜି ରାତି ପାହିଲେ କୁମାର ପୂର୍ଣ୍ଣିମା । ସନ୍ଧ୍ୟା ବେଳେ କୁମାରୀ ମାନେ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସ‌ହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସ‌ହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି…

ରାତି ପାହିଲେ ଧରାପୃଷ୍ଠକୁ ବିରାଜିବେ ଐଶ୍ଚର୍ଯ୍ୟର ଦେବୀ ମା’ ପଦ୍ମାଳୟା ,ଚଳଚଞ୍ଚଳ ପୂଜା ମଣ୍ଡପ

ଭୁବନେଶ୍ଵର: ରାତି ପାହିଲେ ଆରମ୍ଭ ହେବ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା । ଆଉ ଏହାକୁ ନେଇ ଢେଙ୍କାନାଳ ସହର ହୋଇଉଠିଛି ଚଳଚଂଚଳ । ସହରର ସମସ୍ତ ପୂଜା ମଣ୍ଡପର ସାଜସଜ୍ଜା, ମୂର୍ତି ନିର୍ମାଣରେ କାରିଗରମାନେ ଶେଷ ସ୍ପର୍ଶ ଦେବାରେ ଲାଗିପଡିଥିବାବେଳେ, ମିଳିତ ପୂଜାକମିଟି ପକ୍ଷରୁ ସମସ୍ତ କାର୍ଯ୍ୟକୁ…

ବିକାଶରୁ ବହୁ ଦୂରରେ ବରପଦରପଡ଼ା: ମିଳିପାରୁନି ମୌଳିକ ସୁବିଧା, ଆବାସ ଯୋଜନା ଏଠି ସ୍ୱପ୍ନ !

ନୂଆପଡା :  ଗାଁର ବିକାଶ ହେଲେ ସହରର ବିକାଶ ହେବ,ଏଭଳି କିଛି ଚିନ୍ତାଧାରା ନେଇ ସରକାର ଗ୍ରାମାଞ୍ଚଳର ବିକାଶ କରୁଥିବା କଥା ଡିଣ୍ଡିମ ପିଟୁଛନ୍ତି  । ହେଲେ  ଏବେବି ବିକାଶ ଠାରୁ ବହୁ ଦୂରରେ ରହିଯାଇଛି ବରପଦର ପଡ଼ା । ବିକାଶ ତ ବହୁ ଦୂରର କଥା  । ମୌଳିକ ସୁବିଧା ପାଇବା ବି ଏଠାକାର ଲୋକଙ୍କ…

କନ୍ଦାଇଲାଣି ପିଆଜ ଦର, ମାସକରେ ଦରଦାମ ଦୁଇଗୁଣ

ଭୁବନେଶ୍ଵର: ଟମାଟୋ ପରେ ଏବେ ପିଆଜର ପାଳି । କୁହନ୍ତି ଯେ, ପିଆଜ କାଟିଲେ ଲୋକଙ୍କ ଆଖିରେ ପାଣି ଆସେ । କିନ୍ତୁ ଏବେ ପିଆଜ କିଣିବାକୁ ବି ଲୋକଙ୍କ ଆଖିରେ ପାଣି ଆସିଯାଉଛି । ମାସକ ଭିତରେ ପିଆଜ ଦର ଡବଲ । ପିଆଜ କିଲୋ ପିଛା ମାସେ ତଳେ ୨୫ ଟଙ୍କା ଥିବା ବେଳେ ଏବେ ତାହା ଡବଲ ହୋଇ ୫୦ ଟଙ୍କାରେ…