Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଓଡିଶା ଛାଡିବେ ପ୍ରଫେସର ଗଣେଷୀଲାଲ, ୩୧ ରେ ଶପଥ ଗ୍ରହଣ କରିବେ ରାଜ୍ୟର ନୂଆ ରାଜ୍ୟପାଳ

ଭୁବନେଶ୍ବର: ଆଜି ଓଡିଶାରୁ ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ । ରାଜ୍ୟପାଳ ଭାବେ ଆଜି ହେଉଛି ତାଙ୍କର ଶେଷଦିନ। ମେ’ ୨୯ ତାରିଖ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ଭାବେ ଯୋଗଦେଇଥିଲେ ପ୍ରଫେସର ଗଣେଷୀଲାଲ। ତାଙ୍କ ପରେ ଓଡିଶାର ନୂଆ ରାଜ୍ୟପାଳ ଭାବେ ଯୋଗ ଦେବେ ଝାଡଖଣ୍ଡର ପୂର୍ବତନ…

ଦିନକ ପରେ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ: ଆଜି ଆମିଷ ବଜାରରେ ପ୍ରବଳ ଗହଳି

ଭୁବନେଶ୍ବର : ଦିନକ ପରେ ଆରମ୍ଭ ହେବାକୁ ଯାଉଛି ଧର୍ମ ମାସ କାର୍ତ୍ତିକ  । ମାସେ ଧରି ଆମିଷ ଛାଡିବେ ଲୋକ  । ଆସନ୍ତାକାଲି ଚନ୍ଦ୍ରଗ୍ରହଣ ପଡୁଥିବାରୁ ଲୋକ ଆମିଷ ଖାଇବେନାହିଁ । ତେଣୁ କହିବାକୁ ଗଲେ ଆଜି ହେଉଛି ଶେଷ ଆମିଷ ବାରି । ଏଥିଲାଗି ଆଜି ଆମିଷ ମାର୍କେଟ୍ ରେ ପ୍ରବଳ ଗହଳି ଦେଖିବାକୁ…

ଗୁରୁ ଦେବପ୍ରସାଦ ସମ୍ମାନ ପ୍ରଦାନ ଉଦ୍‌ଘାଟନୀ ଉତ୍ସବ: ମନମୋହିଲା ଓଡ଼ିଶୀ ନୃତ୍ୟ

ଭୁବନେଶ୍ୱର : ୧୭ତମ ଗୁରୁ ଦେବପ୍ରସାଦ ସମ୍ମାନ ପ୍ରଦାନ ଉତ୍ସବ ତ୍ରିଧାରା ଅନୁଷ୍ଠାନ ଦ୍ୱାରା ଏକ ବର୍ଣ୍ଣାଢ୍ୟ ପରିିବଶରେ ଉଦ୍‌ଘାଟିତ ହୋଇଯାଇଅଛି । ଏହି ସମ୍ମାନ ପ୍ରଦାନ ଉତ୍ସବ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ହେବ । ପ୍ରାରମ୍ଭରେ ସମ୍ମାନିତ ଅତିଥିଙ୍କ ଦ୍ୱାରା…

ଭୀମ ପୃଷ୍ଟି ପାଇଲେ ଶାରଳା ପୁରସ୍କାର : ବେଣୁଧର ଓ ମୋହିନୀମୋହନଙ୍କୁ କଳା ସମ୍ମାନ

ଭୁବେନଶ୍ୱର: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ସୁଖ୍ୟାତ କଥାକାର ଭୀମ ପୃଷ୍ଟିଙ୍କୁ ପ୍ରଦାନ କରାଯାଇଛି । ଇଣ୍ଡିଆନ ମେଟାଲସ ପବ୍ଲିକ ଚାରିଟେବୁଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ସ୍ୱସ୍ତି ପ୍ରିମିୟମ ହୋଟେଲରେ ଆୟୋଜିତ ଏକ…

ଗଞ୍ଜାମ ଭଞ୍ଜନଗରରେ ଚାଷୀଙ୍କୁ ଦଳିଦେଲା ଦନ୍ତା , ଗାଁରେ ଚାପା ଉତ୍ତେଜନା

ଗଞ୍ଜାମ : ଥମୁନି ହାତୀ ଆତଙ୍କ  । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳେ ମଣିଷର ଜୀବନ ଯାଉଛି ତ କେତେବେଳେ ହାତୀ ବଳି ପଡୁଛି  । ଏମିତି କିଛି ଘଟଣା ଘଟିଛି ଗଞ୍ଜାମ ଭଞ୍ଜନଗର ଅଂଚଳରେ  । ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି । ମୃତକ ଟୁନା ଗୌଡ ବୋଲି ଜଣାପଡିଛି  । ଗତକାଲି…

ତିନିଦିନ ହେଲା ଉପାସରେ ଲିଙ୍ଗରାଜ: ଆଜି ସ୍ୱତନ୍ତ୍ର ବୈଠକରେ ସମାଧାନ ନ ହେଲେ ଗ୍ରହଣ କରାଯିବ ବିକଳ୍ପ ବ୍ୟବସ୍ଥା

ଭୁବନେଶ୍ୱର: ତିନି ଦିନ ହୋଇଗଲଣି । ବିଶ୍ୱ ନିୟନ୍ତା ପ୍ରଭୁ ଶ୍ରୀ ଲିଙ୍ଗରାଜ ଖାଡା ଉପାସରେ । ନା ହେଉଛି ନୀତିକାନ୍ତି ନା ଭୋଗଲାଗି । ସେବାୟତ ବିବାଦକୁ ନେଇ ବନ୍ଦ ରହିଛି ମହାପ୍ରଭୁଙ୍କ ସେବା । ଆଜି ବସିବ ସେବାୟତ-ମନ୍ଦିର ପ୍ରଶାସନ ସ୍ୱତନ୍ତ୍ର ବୈଠକ । ବୈଠକରେ ଆଲୋଚନା ପରେ ସମାଧାନର…

ପୁଣି ଅଶାନ୍ତ ହେଲା ରାଜଧାନୀ: ପଞ୍ଚାୟତ ନିର୍ବାଚନକୁ ନେଇ ପଟିଆ ପଦ୍ମକେଶରପୁରରେ ଗୋଷ୍ଠୀ ସଂଘର୍ଷ, ଫୋର୍ସ ମୂତୟନ

ଭୁବନେଶ୍ବର: ପୁଣି ଅଶାନ୍ତ ହୋଇଉଠିଲା ରାଜଧାନୀ  । ପଞ୍ଚାୟତ ନିର୍ବାଚନକୁ ନେଇ ପଟିଆ ପଦ୍ମକେଶରପୁରରେ ଗୋଷ୍ଠୀ ସଂଘର୍ଷ  । ଦୁଇ ଓ୍ବାର୍ଡବାସୀଙ୍କ ମଧ୍ୟରେ ପଥର ଏବଂ ବୋତଲ ମାଡ ହୋଇଥିବା ଦେଖିବାକୁ ମିଳିଛି ।  ଫଳରେ ବହୁ ଲୋକ ଆହତ ହୋଇଛନ୍ତି  । ପ୍ରାୟ ଦୁଇ ବର୍ଷ ହେବ ପଞ୍ଚାୟତ…

ନଭେମ୍ବର ପହିଲାରୁ ଧାନ ସଂଗ୍ରହ: ମଣ୍ଡିରେ ସିସିଟିଭି ବାଧ୍ୟତାମୂଳକ

ଭୁବନେଶ୍ୱର:ନଭେମ୍ବର ପହିଲାରୁ ମଣ୍ଡିରେ ଧାନ ସଂଗ୍ରହ । ଧାନ ସଂଗ୍ରହ ବେଳେ ଲାଗିବ ସିସିଟିଭି କ୍ୟାମେରା । ମଣ୍ଡିରେ ସିସିଟିଭି କ୍ୟାମେରା ବାଧ୍ୟତାମୂଳକ କରାଯାଇଛି । ଖରିଫ ଚାଷବେଳେ ଉତ୍ପାଦନ ହୋଇଥିବା ଚାଷୀଙ୍କ ବଳକା ଧାନ ମଣ୍ଡିରେ ଦେଇପାରିବେ । ଧାନ ସଂଗ୍ରହରେ ସ୍ୱଚ୍ଛତା ଅବଲମ୍ବନ…

ରାୟଗଡାରେ ପୃଥକ୍ ବାଇକ୍ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ, ୪ ଗୁରୁତର

ରାୟଗଡା : ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ  । ରାୟଗଡାରେ ପୃଥକ ବାଇକ୍ ଦୁର୍ଘଟଣାରେ ଦୁଇ ମୃତ , ୪ ଗୁରୁତର  । ଚାନ୍ଦିଲି ଥାନା ଭୁଜବଳ ଗାଁ ରାସ୍ତାରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣଙ୍କୁ ଗୁରୁତର ଅବସ୍ଥାରେ…

ଦୁର୍ଗାପୂଜା ବିସର୍ଜନ ଶୋଭାଯାତ୍ରା ବେଳେ ବୃଦ୍ଧଙ୍କୁ ହୃଦଘାତ

ଭୁବନେଶ୍ୱର: ଗୁରୁବାର ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରାରେ ଡିଜେ ମ୍ୟୁଜିକର ବିକଟାଳ ଶବ୍ଦ ଯୋଗୁଁ ଜଣେ ବୃଦ୍ଧ ହୃଦଘାତର ଶିକାର ହୋଇଥିବା ସୂଚନା ମିଳିଛି। ବିଭିନ୍ନ ପର୍ବପର୍ବାଣୀ ଓ ସାମାଜିକ କାର୍ଯ୍ୟକ୍ରମରେ ଅଧିକ ଡେସିବଲ ବାଦ୍ୟ ଉପରେ କମିସନରେଟ୍ ପୁଲିସର କଟକଣା ସତ୍ତ୍ୱେ…