Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆହୁରି ୩ ଦିନ ପ୍ରବଳ ବର୍ଷିବ, ୪ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଶୁକ୍ରବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି ।  ଏହି ଲଘୁଚାପ ପୁରୀଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୦ କି.ମି ଏବଂ ଗୋପାଳପୁର ପାରାଦ୍ବୀପଠାରୁ ୯୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଯାହା ଘଣ୍ଟା ପ୍ରତି ୭ କି.ମି ବେଗରେ ପଶ୍ଚିମ- ଉତ୍ତର…

ଆରପାରିରେ ପଦ୍ମଶ୍ରୀ କମଳା ପୂଜାରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

କଟକ: ଆରପାରିରେ ପଦ୍ମଶ୍ରୀ କମଳା ପୂଜାରୀ । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି କମଳା ପୂଜାରୀ । ତେବେ ବାର୍ଦ୍ଧକ୍ୟତା କାରଣରୁ ଅନେକ ଦିନ ଧରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଠିକ୍ ରହୁନଥିଲା । ଏହାସହିତ ତାଙ୍କର କିଡନି ଜନିତ ସମସ୍ୟା ମଧ୍ୟ ରହିଥିଲା । ତେବେ ଗତ…

ନବୀନ ହେଲେ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ଅଧ୍ୟକ୍ଷ; ରାଜ୍ୟ ସ୍ୱାର୍ଥ ପାଇଁ ଲଢ଼ିବାକୁ ପରାମର୍ଶ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କୁ ବିଜେଡିର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ଭାବେ ନିର୍ବାଚିତ କରାଯାଇଛି। ବଜେଟ ଅଧିବେଶନ ପୂର୍ବରୁ ନବୀନ ନିବାସରେ ଆୟୋଜିତ ବୈଠକରେ ଦଳର ୯ ରାଜ୍ଯସଭା ସାଂସଦ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତ ସାଂସଦଙ୍କ ଅନୁରୋଧ କ୍ରମେ ନବୀନ ପଟ୍ଟନାୟକ ଦଳର ରାଜ୍ଯସଭା…

୫.୪ ଲକ୍ଷ ଟଙ୍କା ସହ ସରପଞ୍ଚଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

ଧର୍ମଗଡ଼: ୫.୪ ଲକ୍ଷ ଟଙ୍କା ସହ ସରପଞ୍ଚଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ସରପଞ୍ଚ ଦୀନେଶ ରାଉତ ଅନୈତିକ ଉପାୟରେ ଟଙ୍କା ସଂଗ୍ରହ କରିଥିବା ଅଭିଯୋଗରେ ଭିଜିଲାନ୍ସ ଦ୍ଵାରା ଅଟକ ହୋଇଛନ୍ତି।‌ ନିଜ କାର୍‌ରେ ଟଙ୍କା ନେଇ ଯାଉଥିଲା ବେଳେ ପିଛା କରି ଧରିଲା…

କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟ୍‌ ପାଣି, ମାଲକାନଗିରିରୁ କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି: ଲଗାଣ ବର୍ଷାରେ ବୁଡ଼ିଲା ପୋଲ। ମାଲକାନଗିରିରୁ କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ। ଲଘୁଚାପ ବର୍ଷା ପାଇଁ କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟ୍‌ ପାଣି। କାଲିମେଳାରୁ ମୋଟୁ ପର୍ଯ୍ୟନ୍ତ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ। ଏମ୍‌ଭି ୯୦ ଓ ଏମ୍‌ଭି-୯୬ ପୋଲ ଉପରେ ବର୍ଷା ପାଣି ପ୍ରବାହିତ ହୋଇଛି।…

ଅଳିଆ ଗଦା ଉପାଖ୍ୟାନକୁ ନେଇ ଭର୍ତ୍ତୃହରି-ଦେବାଶିଷ ମୁହାଁମୁହିଁ

ଭୁବନେଶ୍ୱର: ଅଳିଆ ଗଦା ଉପାଖ୍ୟାନକୁ ନେଇ ଭର୍ତ୍ତୃହରି-ଦେବାଶିଷ ମୁହାଁମୁହିଁ। ରାଜ୍ୟରେ ଯେଉଁମାନେ ଅଳିଆ ଗଦା କରିଛନ୍ତି ସେମାନଙ୍କୁ ଜେଲରେ ପୂରାଯିବ ବୋଲି ଭର୍ତ୍ତୃହରି କହିବା ପରେ ଅଳିଆ କିଏ, ତାଙ୍କ ଦଳରେ ଅଳିଆ ଅଛନ୍ତି ନା ଆମ ଦଳରେ ଅଛନ୍ତି ବୋଲି ପଚାରିଛନ୍ତି ବିଜେଡି ସାଂସଦ ଦେବାଶିଷ।…

ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ୱ, ଏଜି ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ମିଳିଲା ବଡ଼ ଦାୟିତ୍ବ। ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ହେଲେ ନିଯୁକ୍ତି। ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର। ଆଇନ ବିଭାଗ ଦ୍ୱାରା ଏହି ବିଜ୍ଞପ୍ତି ଜାରି କରାଯାଇଛି। ଓଡ଼ିଶା ହାଇକୋର୍ଟର ବରିଷ୍ଠ…

ମହିଳାଙ୍କୁ ସୁରକ୍ଷା ଦେବେ ବ୍ଲାକବେଲ୍ଟ ତାଲିମପ୍ରାପ୍ତ ଲେଡି ଅଫିସର, ତିଆରି ହେଲା ସ୍ପେଶାଲ୍ ଟିମ୍

ଭୁବନେଶ୍ୱର: ମହିଳାଙ୍କୁ ସୁରକ୍ଷା ଦେବା ପାଇଁ ତିଆରି ହେଲା ସ୍ପେଶାଲ୍ ଟିମ୍ । ଯେଉଁଥିରେ ବଛା ବଛା ବ୍ଲାକବେଲ୍ଟ ତାଲିମପ୍ରାପ୍ତ ଲେଡି ଅଫିସର ରହିଛନ୍ତି। ଏନେଇ ସୂଚନା ଦେଇଛନ୍ତି କମିଶନର ସଞ୍ଜୀବ ପଣ୍ଡା। ଯାତାୟାତ ସମୟରେ, ଫୋନ୍ ଏବଂ ମେସେଜ୍ ମାଧ୍ୟମରେ ନିର୍ଯାତନା କିମ୍ବା ଇଭ୍-ଟିଜିଂର…

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ୩ ‘ସ’କୁ ଗୁରୁତ୍ୱ

ପୁରୀ: ପଦାଧିକାରୀ ବୈଠକ ପରେ ପୁରୀରେ ଆରମ୍ଭ ହୋଇଛି ବିଜେପିର କାର୍ଯ୍ୟକାରିଣୀ ବୈଠକ। ଏହାକୁ ଉଦଘାଟନ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଭିନ୍ନ ପଦାଧିକାରୀ ଏହି ବୈଠକରେ ଯୋଗ ଦେଇଛନ୍ତି। ରାଷ୍ଟ୍ରୀୟ…

ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର, ୨୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର । ଲାଞ୍ଚ ନେଉଥିବା ବେଳେ ରେଡ ହ୍ୟାଣ୍ଡ ଧରିଲା ଭିଜିଲାନ୍ସ। ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲ୍ଲା ସାଇଁକୁଳ ମେଡିକାଲ ଅଫିସର ଡା. ରଞ୍ଜିତ କୁମାର ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…