Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶନିବାର ମଧ୍ୟରାତ୍ରରେ ଦୃଶ୍ୟମାନ ହେବ ଆଂଶିକ ଚନ୍ଦ୍ର ଗ୍ରହଣ, ୪ଟା ୫ ମିନିଟ୍‌ ପୂର୍ବରୁ ପାକତ୍ୟାଗ

ଭୁବନେଶ୍ୱର: ଅକ୍ଟୋବର ୨୮-୨୯ ତାରିଖ ମଧ୍ୟରାତ୍ରରେଦୃଶ୍ୟମାନ ହେବ ଆଂଶିକ ଚନ୍ଦ୍ର ଗ୍ରହଣ। ଆଂଶିକ ଚନ୍ଦ୍ର ଗ୍ରହଣ ଭାରତର ସମସ୍ତ ସ୍ଥାନରୁ ଦୃଶ୍ୟମାନ ହେବ। ଗ୍ରହଣ ରାତି ୧ଟା ୫ ମିନିଟରୁ ଆରମ୍ଭ ହୋଇ ୨ଟା ୨୪ରେ ଶେଷ ହେବା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ଗୁରୁବାର ସୂଚନା ଦେଇଛି। ତେବେ ୨୮…

ନଭେମ୍ବର ୨୭ରୁ ଐତିହାସିକ କଟକ ବାଲିଯାତ୍ରା: ୧୧ରୁ ଆରମ୍ଭ ହେବ ପ୍ଲଟ ବୁକିଂ ପ୍ରକ୍ରିୟା

କଟକ: ଆସନ୍ତା ନଭେମ୍ବର ୨୭ରୁ ଆରମ୍ଭ ହେବ  ଐତିହାସିକ କଟକ ବାଲିଯାତ୍ରା । ୮ ଦିନ ଧରି ଚାଲିବାକୁ ଥିବା ଏହି ବାଲିଯାତ୍ରା ଡିସେମ୍ବର ୪ରେ ଶେଷ ହେବ ।  ଏନେଇ ନଭେମ୍ବର ୧୧ ତାରିଖରୁ ଆରମ୍ଭ ହେବ ପ୍ଲଟ ବୁକିଂ ପ୍ରକ୍ରିୟା ।  ବାଲିଯାତ୍ରା ସହ ସମ୍ପୃକ୍ତ ସମସ୍ତ କାର୍ଯ୍ୟ ଅନୁପାଳନ ପୂର୍ବକ…

ଚିକିତ୍ସା ପାଇଁ ବାପାକୁ ଟ୍ରଲିରେ ଧରି ୩୫ କିମି ବୋହିଲା ଝିଅ

ଭଦ୍ରକ: ଚିକିତ୍ସା ପାଇଁ ବାପାକୁ ଟ୍ରଲିରେ ଧରି ୩୫ କିମି ଆଣିଲା ୧୪ ବର୍ଷ ବୟସର ନାବାଳିକା ଝିଅ। ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଧୁଷୁରୀ ବ୍ଲକ ନଦୀଗାଁରେ। ସୂଚନା ଅନୁସାରେ ୨୨ ତାରିଖ ଦିନ ସଂଘବଦ୍ଧ ଆକ୍ରମଣରେ ଆହତ ହୋଇଥିଲେ ବାପା। ବାପାଙ୍କ ଚିକିତ୍ସା ପାଇଁ ୧୪…

ଶେଷ ହେଲା ଗୋଶାଣୀ ଯାତ୍ରା : ଶ୍ରୀମନ୍ଦିରରେ ମହାଦ୍ବୀପ ଉଠିବା ପରେ ମେଲାଣି ନେଲେ ଏକାଧିକ ଗୋଶାଣୀ ମୂର୍ତ୍ତି

ପୁରୀ : ଶେଷ ହେଲା ଶ୍ରୀକ୍ଷେତ୍ରର ଗୋଶାଣୀ ଯାତ୍ରା। ଜଳରେ ମେଲାଣି ନେଲେ ଏକାଧିକ ଗୋଶାଣୀ ମୂର୍ତ୍ତି ।ଶ୍ରୀମନ୍ଦିରରେ ମହାଦ୍ବୀପ ଉଠିବା ପରେ ଶୋଭାଯାତ୍ରାରେ ଯାଇ ଦେବୀଘାଟରେ ବିସର୍ଜିତ ହେଲେ ବିଶାଳ ଗୋଶାଣୀ ମୂର୍ତ୍ତିଙ୍କ ସମେତ ନାଗା,ସମ୍ପାତି, ବୁଢା ବୁଢ଼ୀ ଆଦି ଅନେକ ଆକର୍ଷଣୀୟ ମୃଣ୍ମୟୀ…

ନଭେମ୍ବର ୨୬ରେ ହେବ ପୋଲିସ ଏସଆଇ ପରୀକ୍ଷା,ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ଵର: ନଭେମ୍ବର ୨୬ରେ ହେବ ଓଡ଼ିଶା ପୋଲିସ ଏସଆଇ ପରୀକ୍ଷା ।ଏନେଇ ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ପ୍ରେସ ମଧ୍ୟମରେ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି । ନଭେମ୍ବର ୨୬ରେ ପରୀକ୍ଷା କରାଯିବାକୁ ଆପାତତଃ ସ୍ଥିର ସୂଚନା ମିଳିଛି ।ରାଜ୍ୟର ସମସ୍ତ ଜିଲ୍ଲାରେ OMR…

ପୁରୀରେ ଅନୁଷ୍ଠିତ ହେବ ୪୪ତମ କୁମାର ଉତ୍ସବ: ମନମୋହିବ ସମ୍ବଲପୁରୀ ଲୋକନୃତ୍ୟ ସାଙ୍ଗକୁ କଣ୍ଠଶିଳ୍ପୀ ତାରିକ୍ ଅଜିଜଙ୍କ…

ପୁରୀ: ଆସୁଛି କୁମାର ପୂର୍ଣ୍ଣିମା  । ଏହି ଅବସରରେ ତାରିଖରେ ଶ୍ରୀକ୍ଷେତ୍ର ଯୁବ ସାଂସ୍କୃତିକ ସଂସଦ ପୁରୀ ଆନୁକୁଲ୍ୟରେ ୪୪ ତମ କୁମାର ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏହା ୨୮ ଏବଂ ୨୯ ଦୁଇ ଦିନ ଧରି ଚାଲିବ  । ଏ ନେଇ ଆଜି ୟୁଥ ହଷ୍ଟେଲ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ…

ଆଉ ଦୁଇ ଜିଲ୍ଲାରେ ଶୁଭାରମ୍ଭ ହେଲା ଆମ ଓଡ଼ିଶା ନବୀନ ଓଡ଼ିଶା, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଶୁଭାରମ୍ଭ ହେଲା ଆମ ଓଡ଼ିଶା ନବୀନ ଓଡ଼ିଶା । ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା ଜିଲ୍ଲାରେ ୯୫ କୋଟି ଟଙ୍କା ବ୍ୟୟରେ ୨୭୬୩ ଟି ପ୍ରକଳ୍ପ ଏବଂ ଜଗତସିଂହପୁରରେ ୯୯ କୋଟି ଟଙ୍କା ବ୍ୟୟରେ ୨୯୨୨ ଟି ଉନ୍ନୟନ୍ନପ୍ରକଳ୍ପର…

ବଦଳିଲେ କଟକ ଜିଲ୍ଲାପାଳ : ନରହରି ସେଠୀ ହେଲେ ନୂଆ ଜିଲ୍ଲାପାଳ

କଟକ : କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ବଦଳି । କଟକ ଜିଲ୍ଲାପାଳ ଭବାନୀ ଶଙ୍କରଙ୍କର ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ବଦଳି ହୋଇଛି ।  ନରହରି ସେଠୀ ହେଲେ କଟକ ଜିଲ୍ଲାପାଳ । ଭବାନୀ ଶଙ୍କରଙ୍କ ସ୍ଥାନରେ ନରହରି ସେଠୀଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି ।…

୩୧ରେ ଶପଥ ଗ୍ରହଣ କରିବେ ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ଵର: ଆସନ୍ତା ୩୧ ତାରିଖରେ ଶପଥ ନେବେ ରାଜ୍ୟର ନୂଆ ରାଜ୍ୟପାଳ ରଘୁବର ଦାସ । ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ରାଷ୍ଟ୍ରୀୟ ଉପସଭାପତି ରଘୁବର ଦାସଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳଭାବେ ନିଯୁକ୍ତ କରିଥିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ।  ୧୯୮୦ ମସିହାରୁ ଜନସାଧରଙ୍କ…

କଂଗ୍ରେସରୁ ନିର୍ବାଚନ ଲଢିବି: ମହମ୍ମଦ ମୋକିମ

ଭୁବନେଶ୍ବର : କଟକରେ ମୋକିମ୍ ଓ ପିସିସି ସଭାପତିଙ୍କ ଭେଟ ଘାଟକୁ ନେଇ ବଢିଲା ଚର୍ଚ୍ଚା। କିଛି ଦିନର ନୀରବତା ପରେ ପୁଣି ମୁହଁ ଖୋଲିଛନ୍ତି କଂଗ୍ରେସ ନେତା ମହମ୍ମଦ ମୋକିମ୍  । ସେ କହିଛନ୍ତି ଗୋଟେ ଦଳର ନେତା ଆମେ ସବୁ ଏକାଠି ହେବା ବହୁତ୍ ଖୁସି ଲାଗିଲା। ପୂଜା ଘରେ ଏକତ୍ରିତ ହେଲୁ  । ଦଳ…