Latest Odisha News

BREAKING NEWS

Browsing Category

ଓଡିଶା

Odisha

ପାରାଦ୍ବୀପ NQ-2, ବର୍ଥରେ ଲାଗିଲା ସମୁଦ୍ର ମଝିରେ ଫସିଥିବା ଜାହାଜ ସମୁଦ୍ର କୌସ୍ତୁଭ

ପାରାଦ୍ବୀପ : କୂଳରେ ଲାଗିଲା ଜାହାଜ ସମୁଦ୍ର କୌସ୍ତୁଭ  । ସମୁଦ୍ର ମଝିରେ ଫସି ରହିଥିବା ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆର ଜାହାଜ ସମୁଦ୍ର କୌସ୍ତୁଭ ଗତକାଲି ବିଳମ୍ବିତ ରାତିରେ ପାରାଦ୍ବୀପ NQ-2, ବର୍ଥରେ ଲାଗିଲା  । ଏହା ପାରାଦ୍ଵୀପ ଠାରୁ ୬୦ ନଟିକାଲ ଦୂରରେ ରହିଥିଲା  । ଇଞ୍ଜିନ ଖରାପ…

ଚିଲିକାରେ ପର୍ଯ୍ୟଟକଙ୍କୁ ବୁଲାଇବାବେଳେ ହୋଇଥିଲେ ନିଖୋଜ : ମିଳିଲା ଡଙ୍ଗା ଚାଳକଙ୍କ ମୃତଦେହ

ବ୍ରହ୍ମଗିରି :  ମିଳିଲା ଡଙ୍ଗା ଚାଳକଙ୍କ ମୃତଦେହ । ଚିଲିକାରେ ଡଙ୍ଗାରୁ ଖସିପଡି ନିଖୋଜ ହୋଇଥିଲେ ଡଙ୍ଗା ଚାଳକ ବିକ୍ରମ ଜାଲି । ଭାସୁଥିବା ଅବସ୍ଥାରେ ବିକ୍ରମଙ୍କ ମୃତଦେହ ଉଦ୍ଧାର ହୋଇଛି । ସୂଚନା ମୂତାବକ ଗତକାଲିଠାରୁ ବିକ୍ରମ ଟ୍ୟୁରିଷ୍ଟ ବୋଟ ନେଇ ୫ ଜଣଙ୍କୁ ବୁଲାଇବା ପାଇଁ ଚିଲିକା…

OAS ସ୍ତରରେ ବଡ଼ଧରଣ ଅଦଳବଦଳ: ବଦଳିଲେ ୫୩ ଅଧିକାରୀ

ଭୁବନେଶ୍ଵର: OAS ସ୍ତରରେ ବଡ ଧରଣର ଅଦଳବଦଳ । ୫୩ ଜଣ OAS ଅଫିସରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ରାଜସ୍ଵ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି । ସୂଚନା ଅନୁସାରେ, ଗତ ୨୨ ତାରିଖରେ ୨୨୦ଜଣ OAS ଅଦୀକାରୀଙ୍କ ବଦଳି ଗୋଇଥିବା ବେଳେ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା : ଡାକ୍ତର ନଥିବାରୁ ରୋଗୀ ଦେଖିଲେ ବିଧାୟକ

ରାଜଗାଙ୍ଗପୁର: ପୂରଣ ହେଉନି ଡାକ୍ତରୀ ପଦବୀ  । ରାଜ୍ୟରେ ଏମିତି ଅନେକ ମେଡିକାଲ ରହିଛି  । ଯେଉଁଠି ଉପଯୁକ୍ତ ଡାକ୍ତର ନଥିବାରୁ ରୋଗୀ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ।…

ପରଲୋକରେ ବରିଷ୍ଠ ବିଜେପି ନେତା ସତୀଶ ପାତ୍ର

ବ୍ରହ୍ମପୁର: ପରଲୋକରେ ବରିଷ୍ଠ ବିଜେପି ନେତା ସତୀଶ ପାତ୍ରଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା। ହଠାତ୍ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ବ୍ରହ୍ମପୁର MKCG ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । …

ଶେଷରେ ଭଗବାନଙ୍କୁ ବି ଛାଡିଲେନି: ଅଧରାତିରେ ପଞ୍ଚୁବରାହୀ ମନ୍ଦିରରୁ ସୁନା ରୂପା ଅଳଙ୍କାର ଲୁଟିନେଲେ ଲୁଟେରା

ରାଜନଗର : ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି ଚୋରି ଏବଂ ଲୁଟପାଟ୍ ଘଟଣା  ।  ପ୍ରତିଦିନ କେଉଁଠୁ ନା କେଉଁଠୁ ଚୋରୀ ଘଟଣା ସାମ୍ନାକୁ ଆସିଛି । ଲୁଟେରା ମାନେ ମଣିଷଙ୍କୁ ତ ଲୁଟୁଥିଲେ ଏବେ ଭଗବାନଙ୍କୁ ବି ଲୁଟିବାକୁ ପଛାଇଲେନି । ରାତିରେ କଳା କନା ବୁଲାଇ ମାଆଙ୍କର ସବୁ ସୁନା ଗହଣା…

ଏଥର କୁମାର ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେଉଁ ସମୟରେ କରିବେ ଚାନ୍ଦ ପୂଜା

ଭୁବନେଶ୍ଵର: ଚଳିତ ମାସ କୁମାର ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ । ଅକ୍ଟୋବର ମାସ ୨୮ ତାରିଖରେ ପଡୁଛି ରାହୁଗ୍ରସ୍ତ ଖଣ୍ଡ ଗ୍ରାସ ଚନ୍ଦ୍ର ଗ୍ରହଣ । ଗ୍ରହଣର ଅବଧି ହେଉଛି ୧ଘଣ୍ଟା ୧୯ମିନିଟ ୭ସେକେଣ୍ଡ । ଗ୍ରହଣର ସ୍ପର୍ଶ ସମୟ ହେଉଛି ରାତ୍ରି ୧ ଘଣ୍ଟା ୪ ମିନିଟ୍ ୫୫ସେକେଣ୍ଡ । ଗ୍ରହଣ ସର୍ବମୋକ୍ଷ…

ସକାଳୁ ସକାଳୁ ଲୁଗା ଦୋକାନରେ ଲାଗିଗଲା ନିଆଁ

ନୟାଗଡ: ଲୁଗା ଦୋକାନରେ ଲାଗିଗଲା ନିଆଁ । ହୁତହୁତ ଜଳୁଥିଲା ଲୁଗା ଦୋକାନ । ମୁହୂର୍ତ୍ତକରେ ପୋଡି ପାଉଁଶ ହୋଇଗଲା କୋଟି କୋଟି ଟଙ୍କାର ଲୁଗା । ଏମିତି ଘଟଣା ଘଟିଛି ନୟାଗଡ ଜିଲ୍ଲା ଖଣ୍ଡପଡା ରୋଡରେ ଥିବା ଏକ ବସ୍ତ୍ରାଳୟରେ । ଗୁରୁବାର ପ୍ରତ୍ୟୁଷରୁ ଘଟିଛି ଏପରି ଘଟଣା । ମିଳିଥିବା…

ବିଜେଡି-ବିରୋଧୀ ଟଣାଓଟରା-ରାଜନୀତିକୁ ଆସିଲେ ପାଣ୍ଡିଆନଙ୍କୁ ଜନତା ଗ୍ରହଣ କରିବେ ତ ?

ଭୁବନେଶ୍ୱର:ସିଧାସଳଖ ରାଜନୀତିକୁ ପଶିବେ କି ପାଣ୍ଡିଆନ ? ୨୦୨୪ ନିର୍ବାଚନ ଲଢିବେ କି ? ଯଦି ଲଢିବେ ଜନତା ତାଙ୍କୁ ଗ୍ରହଣ କରିବେ ତ ? ପୂର୍ବତନ ଆଇଏଏସ ଅଫିସର ତଥା ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ଅଚାନକ ଇସ୍ତଫା ପରେ ଏମିତି ଅନେକ ପ୍ରଶ୍ନ ମନକୁ ଆସୁଛି । ଜନତାଙ୍କ ମନରେ ଥିବା ଏପରି ପ୍ରଶ୍ନକୁ…