Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ

ଭୁବନେଶ୍ବର: କଂଗ୍ରେସରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ । ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ୍ ଙ୍କୁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିବା ଜଣାପଡିଛି । ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି । ଦଳୀୟ ନେତୃତ୍ୱକୁ…

ନିଜ ନାବାଳିକା ଝିଅକୁ ବଳି ଦେବାକୁ ଉଦ୍ୟମ କରୁଥିଲା ମା !

କୋରାପୁଟ:ଜୟପୁର ଇରିଗେସନ କଲୋନିସ୍ଥିତ ଏକ ବସ୍ତିରେ ଜଣେ ମାନସିକ ବିକାରଗ୍ରସ୍ତ ମାଆ ନିଜ ନାବାଳିକା ଝିଅକୁ ବଳି ଦେବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଲୋକଙ୍କ ସହଯୋଗରେ ଝିଅର ଜୀବନ ବଞ୍ଚିଛି । ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିଛି । ତେବେ ବଳି ଉଦ୍ୟମ ପଛରେ କାରଣ…

Malkangiri Tension: ମାଲକାନଗିରି ହିଂସାରେ ଆଜି ଆଉ ୧୨ ଗିରଫ;ଗିରଫଦାରୀ ସଂଖ୍ୟା ୧୮କୁ ବୃଦ୍ଧି

ମାଲକାନଗିରି:ଆଜି ମାଲକାନଗିରି ପୋଡ଼ାଜଳା ଓ ଭଙ୍ଗାରୁଜା ଘଟଣାରେ ୧୨ଜଣ ଗିରଫ ହୋଇଛନ୍ତି । କାଲି ୬ଜଣ ଗିରଫ ହୋଇଥିଲେ । ଏବେ ଗିରଫଦାରୀ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ସୂଚନାଥାଉକି, ମାଲକାନଗିରିରେ ସୋମବାର ଦିନ ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣା ବଳବତ୍ତର ରହିବ। ଏମ୍‌ଭି ୨୬ ଓ ରାଖେଲଗୁଡ଼ା…

Damodar Rout: ‘ପାରାଦୀପ ଓ କୁଜଙ୍ଗରେ ଦାମ ବାବୁଙ୍କ ଦୁଇଟି ପ୍ରତିମୂର୍ତ୍ତି ମୁଁ ତିଆରି କରିବି’

ପାରାଦୀପ:ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ ସ୍ବର୍ଗତ ଦାମ ରାଉତଙ୍କୁ ନେଇ କହିଲେ ବଡ କଥା । କହିଲେ ଦାମଙ୍କ ସହ ମୋର ବାପ-ପୁଅ ଭଳି ଅତି ନିବିଡ଼ ସମ୍ପର୍କ ଥିଲା । ଦାମ ବାବୁ ମୋତେ ପରିଚୟ ଦେଇଛନ୍ତି ତାଙ୍କ ପାଖରେ ମୁଁ ଚିର ଋଣୀ କହିଲେ ବାପି । ପାରାଦୀପ,କୁଜଙ୍ଗରେ ଆୟୋଜିତ…

ଯାଜପୁରରେ ରାଜନୈତିକ ହିଂସା, ବହୁ ଆହତ

ଭୁବନେଶ୍ୱର: ଯାଜପୁରରେ ରାଜନୈତିକ ହିଂସାକାଣ୍ଡ। ବିଧାୟକ ହିମାଂଶୁ ଶେଖର ସାହୁ ଏବଂ ପୂର୍ବତନ ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ସମର୍ଥକଙ୍କ ମଧ୍ୟରେ ପାନ୍ତୁରି ଗ୍ରାମସ୍ଥିତ ଫାର୍ମହାଉସ ନିକଟରେ ଘଟିଥିବା ହିଂସାତ୍ମକ ସଂଘର୍ଷ ପରେ ଧର୍ମଶାଳାରେ ମଧ୍ୟ ଉତ୍ତେଜନା ଦେଖାଦେଇଛି। ପ୍ରଣବ…

IED blast in Saranda forest: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ; ୨ଯବାନ ଆହତ

ରାଉରକେଲା:ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି । ରବିବାର ସନ୍ଧ୍ୟାରେ ସରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ, ନକ୍ସଲମାନେ ଖଞ୍ଜାଯାଇଥିବା ଏକ ଇମ୍ପ୍ରୋଭାଇଜଡ୍ ଏକ୍ସପ୍ଲୋସିଭ୍ ଡିଭାଇସ୍ (ଆଇଇଡି) ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ସିଆରପିଏଫର କୋବ୍ରା…

ଗୋଆ ନାଇଟ୍‌ କ୍ଲବ ଅଘଟଣ; ପୁରୀରେ ଅଗ୍ନି ନିରାପତ୍ତା ଯାଞ୍ଚ ଜୋରଦାର…

ପୁରୀ: ଗୋଆର ନାଇଟ୍‌ କ୍ଲବ ଓ ଭୁବନେଶ୍ୱର ବାରରେ ଅଗ୍ନିକାଣ୍ଡ ଘଟିବା ପରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନେଇ ପୁରୀରେ ଯାଞ୍ଚ ପକ୍ରିୟା ଆରମ୍ଭ ହୋଇଛି। ପୁରୀର ପ୍ରତ୍ୟେକ ହୋଟେଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଯାଞ୍ଚ କରୁଛି ଅଗ୍ନିଶମ ବିଭାଗ। ଅଗ୍ନି ନିରାପତ୍ତା ନେଇ ପୁରୀ ଅଗ୍ନିଶମ…

ଖୁସି ଖବର ଦେଲେ ସବ୍ୟସାଚୀ ଓ ଅର୍ଚ୍ଚିତା…

ଭୁବନେଶ୍ୱର: ଓଲିଉଡ ଜଗତର ଚର୍ଚ୍ଚିତ ଷ୍ଟାର ଦମ୍ପତି ସବ୍ୟସାଚୀ ମିଶ୍ର ଏବଂ ଅର୍ଚ୍ଚିତା ସାହୁ ଖୁବ୍ ଶୀଘ୍ର ମାତାପିତା ହେବାକୁ ଯାଉଛନ୍ତି। ଏନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଗତ ଶନିବାର ଇନଷ୍ଟାଗ୍ରାମରେ ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିର ପରିସରରୁ ଏକ…

ନୂଆ ଶ୍ରମ କୋଡକୁ ନେଇ JSW ଷ୍ଟିଲର ସଚେତନତା କାର୍ଯ୍ୟକ୍ରମ…  

ବଡବିଲ: JSW ଷ୍ଟିଲ୍ ଲିମିଟେଡ୍, ଓଡ଼ିଶା ମାଇନିଂ ଡିଭିଜନର ନାରାୟଣପୋଷୀ ଲୋହା ଓ ମ୍ୟାଙ୍ଗାନିଜ ଖଣିରେ ନୂଆ ଶ୍ରମ କୋଡ୍‌ଗୁଡ଼ିକୁ ନେଇ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ଭାରତ ସରକାର ଦ୍ୱାରା ପ୍ରସ୍ତାବିତ ନୂଆ ଶ୍ରମ ଆଇନ ସଂଶୋଧନ ବିଷୟରେ…

ନିଜ ବନ୍ଧୁକରେ ନିଜକୁ ଗୁଳି କରି ଜୀବନ ହାରିଲେ ସିଆରପିଏଫ୍ ଯବାନ, କାରଣ ଅସ୍ପଷ୍ଟ

ନୂଆପଡ଼ା: ନିଜ ବନ୍ଧୁକରେ ନିଜକୁ ଗୁଳି କଲେ ଯବାନ । ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ ଢେକୁନପାନି ସିଆରପିଏଫ୍ ୨୧୬ ବାଟାଲିୟନ କେମ୍ପରେ କାର୍ଯ୍ୟରତ ଜଣେ ଯବାନ ନିଜ ସର୍ଭିସ୍ ବନ୍ଧୁକରେ ଗୁଳି କରି ଆତ୍ମହତ୍ୟା କରିଛନ୍ତି | ଆନୁଷଙ୍ଗିକ କାର୍ଯ୍ୟ ସରିବା ପରେ ଆଜି ତାଙ୍କର ପ୍ରାର୍ଥିବ…