Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହିଳା ଡାକ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବୁଗୁଡ଼ାରେ ଅଭାବନୀୟ ଘଟଣା। ଅରବିନ୍ଦନଗରରେ ବନ୍ଦ ଘରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମହିଳା ଜଣଙ୍କ ଡାକ କର୍ମଚାରୀ ବୋଲି ଜଣାପଡିଛି। ମୃତ ମହିଳା ଜଣଙ୍କ ହେଲେ ଖୋର୍ଦ୍ଧା ସୋରଣ ଗାଁର ରଶ୍ମିତା ବେହେରା। ତାଙ୍କ ଘର ଖୋର୍ଦ୍ଧା ଜିଲ୍ଲା…

ଜବରଦଖଲ ଉଚ୍ଛେଦ ବେଳେ ନକଲି ଚା’ପତି କାରଖାନା ଠାବ

ଚୌଦ୍ୱାର: ଜବରଦଖଲ ଉଚ୍ଛେଦ ବେଳେ ନକଲି ଚା'ପତି କାରଖାନା ଠାବ। ଜଗତପୁର ଲକ୍ଷ୍ମଣପୁରରୁ ନକଲି ଚା'ପତି କାରଖାନା ଠାବ କଲା ସିଏମସି। ବିପୁଳ ଚା'ପତି ସହ ଯନ୍ତ୍ରାଂଶ ଓ ଦାମୀ ବ୍ରାଣ୍ଡର ଷ୍ଟିକର, ଲେବଲ୍ ଜବତ ହୋଇଛି। ସୂଚନା ଅନୁସାରେ, ଜଗତପୁର ଲକ୍ଷ୍ମଣପୁରରେ ଚାଲିଥିଲା ଜବରଦଖଲ ଉଚ୍ଛେଦ।…

ରତ୍ନଭଣ୍ଡାର ପରିଦର୍ଶନ କରି ଫେରିଲେ ଗଜପତି ମହାରାଜ, ଜାଣନ୍ତୁ କ’ଣ କହିଲେ….

ପୁରୀ: ଚାଲିଛି ଅଳଙ୍କାର ସ୍ଥାନାନ୍ତରଣ । ରତ୍ନଭଣ୍ଡାରର ଅଳଙ୍କାର ସ୍ଥାନାନ୍ତରିତ ପ୍ରକ୍ରିୟା ସବୁକୁ ଅନୁଧ୍ୟାନ କରି ବାହାରକୁ ଫେରିଛନ୍ତ ଗଜପତି ମହାରାଜ । ଏହାପରେ ଭିତର ରତ୍ନଭଣ୍ଡାର ସ୍ଥାନାନ୍ତରଣ ନେଇ ସୂଚନା ଦେଇଛନ୍ତି ଗଜପତି । ଏନେଇ ଗଜପତି କହିଛନ୍ତି, ଭିତର ରତ୍ନଭଣ୍ଡାରର ଅଳଙ୍କାର…

ନିର୍ଦ୍ଧାରଣ ଶୁଭ ମୁହୂର୍ତ୍ତରେ ଖୋଲିଲା ଭିତର ଦ୍ବାର, ଖୋଲିବ ସବୁ ରହସ୍ୟ

ପୁରୀ: ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତ ୯. ୫୧ରେ ଖୋଲିଛି ଭିତର ରତ୍ନଭଣ୍ଡାର ଦ୍ବାର । ନିର୍ଦ୍ଧାରିତ ସମୟରେ ଭିତର ଦ୍ବାର ଖୋଲି ପ୍ରବେଶ କରିଛନ୍ତି କମିଟି ସଦସ୍ୟ । ରତ୍ନଭଣ୍ଡାର ତଦନ୍ତ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦପାଢୀଙ୍କ ସମେତ ୧୧…

ଆଜି ଶ୍ରୀଜିଉଙ୍କ ଅଧରପଣା: ରଥ ଉପରେ ଅନୁଷ୍ଠିତ ହେବ ନୀତିକାନ୍ତି, କାଲି ନୀଳକନ୍ଦରକୁ ବାହୁଡ଼ିବେ ମହାପ୍ରଭୁ

ପୁରୀ: ଶେଷ ହେଲା ଶ୍ରୀଜିଉଙ୍କ ସୁନାବେଶ । ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି। ଆସନ୍ତାକାଲି ନୀଳକନ୍ଦରକୁ ବାହୁଡ଼ିବେ ମହାପ୍ରଭୁ। ଆଜି ଦ୍ୱାଦଶୀ ତିଥି । ପରମ୍ପରା ଅନୁୟାୟୀ ଆଜି ରଥ ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଧରପଣା ନୀତି ହେବ। ସ୍ୱତନ୍ତ୍ର ଭାବରେ ତିଆରି ହୋଇଥିବା…

୯ଟା ୫୧ରେ ଖୋଲିବ ଭିତର ରତ୍ନଭଣ୍ଡାର, ଉପସ୍ଥିତ ରହିବେ ଗଜପତି ମହାରାଜା !

ପୁରୀ: ଆଜି ଖୋଲିବ ଭିତର ରତ୍ନ ଭଣ୍ଡାର। ଏନେଇ ମାହେନ୍ଦ୍ର ବେଳା ସ୍ଥିର ହୋଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏନେଇ ସୂଚନା ଦେଇଛନ୍ତି। ସକାଳ ୯ଟା ୫୧ରେ ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ସମୟ ଧାର୍ଯ୍ୟ ହୋଇଛି ଜଷ୍ଟିସ ରଥ କହିଛନ୍ତି। ସେ ଆହୁରି କହିଛନ୍ତି, ଭିତର…

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଶ୍ରୀମନ୍ଦିରକୁ ଗଲେ ଓଡ୍ରାଫ୍ ଟିମ୍, ବନ୍ଦ ହେଲା ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ

ପୁରୀ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ଆଜି ଖୋଲାଯିବ ଶ୍ରୀମନ୍ଦିରର ଭିତର ରତ୍ନଭଣ୍ଡାର। ପ୍ରାୟ ୫ ଦଶନ୍ଧି ପରେ ଭିତର ରତ୍ନଭଣ୍ଡାରର ଦିବ୍ୟ ଅଳଙ୍କାରକୁ ଦେଖିବ ଚର୍ମଚକ୍ଷୁ। ଖୋଲିବ ରାଜରାଜୁଡ଼ା ଅମଳର ପ୍ରାଚୀନ ସିନ୍ଦୁକ ଓ ଆଲମିରା। ହେଲେ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଶ୍ରୀମନ୍ଦିରକୁ…

କିଛି ସମୟ ପରେ ବସିବ ମନ୍ତ୍ରୀପରିଷଦ ବୈଠକ, ଚିଠା ବଜେଟକୁ ମିଳିବ ଅନୁମୋଦନ

ଭୁବନେଶ୍ୱର: କିଛି ସମୟ ପରେ ରାଜ୍ୟ ସରକାରଙ୍କ ମନ୍ତ୍ରୀପରିଷଦ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ସକାଳ ୧୦ଟା ୩୦ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ବୈଠକରେ ସମସ୍ତ ମନ୍ତ୍ରୀ ଉପସ୍ଥିତ ରହିବେ। ଆସନ୍ତା ୨୨ ତାରିଖରୁ ବଜେଟ ଅଧିବେଶନ ଥିବାରୁ ଚିଠା ବଜେଟକୁ…

ରାଜ୍ୟ ଯୋଜନା ବୋର୍ଡକୁ ଭଙ୍ଗ କଲେ ମୋହନ ସରକାର

ଭୁବନେଶ୍ୱର: ରାଜ୍ୟ ଯୋଜନା ବୋର୍ଡକୁ ଭଙ୍ଗ କରିଦେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଯୋଜନା ବୋର୍ଡଙ୍କୁ ଭଙ୍ଗ କରିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସରକାରୀ ବିଜ୍ଞପ୍ତିରେ ଏହା କୁହାଯାଇଛି। ରାଜ୍ୟରେ ଭାରତୀୟ ଜନତା…

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ

ଭୁବନେଶ୍ୱର: କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଅରିନ୍ଦମ ଡାକୁଆ ଓଡ଼ିଶା କ୍ୟାଡରର ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ…