Latest Odisha News

BREAKING NEWS

Browsing Category

ଓଡିଶା

Odisha

5ଟି ସଚିବ ଭି.କେ ପାଣ୍ଡିଆନ ସ୍ବେଚ୍ଛାକୃତ ଭାବେ ଅବସର ନେଲେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5ଟି ସଚିବ ଭେ.କେ ପାଣ୍ଡିଆନ ସ୍ବେଚ୍ଛାକୃତ ଭାବେ ଅବସର ନେଇଛନ୍ତି। ଓଡ଼ିଶା କ୍ୟାଡରର ବରିଷ୍ଠ ଆଇଏଏସ୍ ଅଧିକାରୀ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି ବୋଲି ସୋମବାର ସରକାରୀ ସୂତ୍ରରୁ ଜଣାପଡ଼ିଛି। ଭି.କେ ପାଣ୍ଡିଆନ ଗତ କିଛି ମାସ ଧରି ସାରା…

ବଙ୍ଗୋପସାଗରରେ ଭୟଙ୍କର ହେବାରେ ଲାଗିଛି ହାମୁନ, ଆଗାମୀ ୧୨ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ହାମୁନ। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ। ଆଇଏମଡି କହିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ଗଭୀର ଅବପାତ…

ଭାରସାମ୍ୟ ହରାଇ ରାସ୍ତା କଡକୁ ଖସିଲା ଯାତ୍ରୀବାହୀ ବସ୍, ୧୫ ଆହତ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଅଞ୍ଚଳରେ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଲା ଯାତ୍ରୀବାହୀ ବସ । ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ, ସେମାନଙ୍କ ମଧ୍ୟରୁ କେତେକ ଗୁରୁତର ଆହାତ ହୋଇଛନ୍ତି । ପ୍ରାଥମିକ ସୂଚନା ଅନୁଯାୟୀ, କେସିଙ୍ଗା ପୋଲିସ…

ବୋମିଖାଲ ଦୁର୍ଗାମଣ୍ଡପରୁ ମହିଳାଙ୍କ ପର୍ସ ଚୋରି, ଆଠ ଲୁଟେରା ଗିରଫ

ଭୁବନେଶ୍ୱର: ବୋମିଖାଲ ଦୁର୍ଗାପୂଜା ମଣ୍ଡପରେ ମହିଳାଙ୍କ ପର୍ସ ଚୋରି କରୁଥିବା ଆଠ ଜଣ ଲୁଟେରାଙ୍କୁ ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସଞ୍ଜୟ ଦାସ, ମୁକେଶ ଦାସ, ରାହୁଲ କୁମାର, ଅମୀର ଦାସ, ଗୁରୁଦେବ କୁମାର, ଚନ୍ଦନ କୁମାର, ଧୀରଜ କୁମାର ଓ ରୋହିତ କୁମାର। ଏମାନେ ସମସ୍ତେ…

ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ଐତିହାସିକ ବଳିଯାତ୍ରା ସମ୍ପନ୍ନ

ସୁବର୍ଣ୍ଣପୁର: ଢୋଲ ମହୁରିରେ ଦୁଲକୁଛି ଯନ୍ତ୍ର, ମନ୍ତ୍ର ଓ ତନ୍ତ୍ରର ସ୍ଥାନ ସୁବର୍ଣ୍ଣପୁର । ଅଷ୍ଟଚଣ୍ଡିଙ୍କ ସହରରେ ପାଳିତ ହୋଇଛି ବଳିଯାତ୍ରା । ଆଶ୍ବିନ ଅମାବାସ୍ୟାରୁ ଆରମ୍ଭ ହୋଇ ପୂର୍ଣ୍ଣମୀ ଯାଏଁ ଯନ୍ତ୍ର ଓ ମନ୍ତ୍ରକୁ ଆଧାର କରି ବଳିପର୍ବ ପାଳନ ହୋଇଥାଏ। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ…

ଜଗତସିଂହପୁରରେ ଧୁମଧାମରେ ପାଳିତ ହେଉଛି ଶାରଦୀୟ ଦୁର୍ଗାପୂଜା

ଜଗତସିଂହପୁର: ଚାଲିଛି ପାର୍ବଣର ଋତୁ । ଚାରିଆଡେ ପୂଜାର ମାହୋଲ । ସବୁଠି ମା' ଦଶଭୂଜାଙ୍କୁ ଆରାଧାନା କରାଯାଉଥିବାବେଳେ, ଏଥିରୁ ବାଦ ପଡିନି ଜଗତସିଂହପୁର ଜିଲ୍ଲା । ଜିଲ୍ଲାର ସଦର ମହକୁମାର ବିଭିନ୍ନ ପୂଜା ମଣ୍ଡପରେ ଧୁମଧାମରେ ପାଳିତ ହେଉଛି ଶାରଦୀୟ ଦୁର୍ଗାପୂଜା । ଦଶହରା ପାଇଁ ଚଳଚଞ୍ଚଳ…

ଭୁବନେଶ୍ୱର ଦୁର୍ଗାପୂଜା ମଣ୍ଡପରେ ଲୁଟ୍ ପରେ ପୋଲିସର ଛାନଭିନ୍, ୨୬ ସନ୍ଦିଗ୍ଧ ଅଟକ

ଭୁବନେଶ୍ୱର: ରାଜଧାନୀରେ ଦୁର୍ଗାପୂଜା ବେଳେ ମାତିଛନ୍ତି ଛିନତାଇ ଗ୍ୟାଙ୍ଗ। ରବିବାର ଗୋଟିଏ ଦିନରେ ୫୦ରୁ ଅଧିକ ଲୁଟ୍ ଖବର ସାମ୍ନାକୁ ଆସିବା ପରେ କମିସନରେଟ ପୋଲିସକୁ ବଡ଼ ଚ୍ୟାଲେଞ୍ଜ ସାମ୍ନାକୁ ଆସିଥିଲା। ଆଉ ଏହି କ୍ରମରେ ପୋଲିସ ଏବେ ୨୬ ସନ୍ଦିଗ୍ଧଙ୍କୁ ଅଟକ ରଖିଛି। ଏମାନେ ପ୍ରାୟତଃ…

ରେଲଓ୍ବେ ଷ୍ଟେସନ ନିକଟରୁ କ୍ଷତାକ୍ତ ମର ଶରୀର ଉଦ୍ଧାର

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିର ରୋଡ ରେଳ ଷ୍ଟେସନ ନିକଟରେ ସୋମବାର ସକାଳେ ଜଣେ ଯୁବକ ମୁହଁ ତଳକୁ କରି ରେଳ ଧାରଣାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ଜଣେ ପୁଲିସ ଅଧିକାରୀ ଗଣମାଧ୍ୟମକୁ କହିଛନ୍ତି ଯେ ବ୍ୟକ୍ତି ଜଣକ କ୍ଷତାକ୍ତ…

ପୂର୍ବତନ ବାୟୁସେନା ଅଧିକାରୀଙ୍କଠୁ ୩୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଅଭିଯୁକ୍ତ ଯୁବକ ଗିରଫ

ଭୁବନେଶ୍ୱର: ରାଜଧାନୀରେ ଜଣେ ପୂର୍ବତନ ବାୟୁସେନା ଅଧିକାରୀଙ୍କ ଠାରୁ ୩୫ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ସାଇବର କ୍ରାଇମ୍ ଆଣ୍ଡ୍ ଇକୋନୋମିକ ଅଫେନ୍ସସ ପକ୍ଷରୁ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଗିରଫ ଯୁବକ ଜଣକ ହେଲେ କେନ୍ଦ୍ରାପଡା ଜିଲ୍ଲା ପୋଖରିଆପଡା ଅଞ୍ଚଳର ସନ୍ତୋଷ…

ବାଲେଶ୍ବର ମେଡିକାଲ କଲେଜରେ ନକଲି ଡାକ୍ତର ଅଟକ

ବାଲେଶ୍ୱର: ସୋମବାର ବାଲେଶ୍ୱରର ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ସନ୍ଦିଗ୍ଧ ନକଲି ଡାକ୍ତରଙ୍କୁ ପୋଲିସ ଅଟକ ରଖିଛି। ମେଡିକାଲର କିଛି କର୍ମଚାରୀ ଇମ୍ପୋଷ୍ଟରଙ୍କୁ ରୋଗୀଙ୍କୁ ଔଷଧ ଲେଖୁଥିବା ଦେଖି ସନ୍ଦେହ କରିବା ପରେ ଏହି ନକଲି ଡାକ୍ତରଙ୍କ ନାଁ ସାମ୍ନାକୁ ଆସିଥିଲା।…