Latest Odisha News
Browsing Category

ଓଡିଶା

Odisha

ସଂକଳ୍ପ ପତ୍ର ଆଧାରରେ ଗରିବଙ୍କର ସବୁ ଦାବି ପୂରଣ କରାଯିବ: ମୋହନ

ଭୁବନେଶ୍ୱର: ଭାବୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ଗୁରୁତ୍ବପୂର୍ଣ୍ଣ ସୂଚନା। ସଂକଳ୍ପ ପତ୍ର ଆଧାରରେ ଗରିବଙ୍କର ସବୁ ଦାବି ପୂରଣ କରାଯିବ ବୋଲି କହିଛନ୍ତି ମୋହନ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କୁ ବିଧାୟକ ଦଳ ପକ୍ଷରୁ ଚୟନ କରାଯିବା ପରେ ସେ ଗଣମାଧ୍ୟମକୁ ସୂଚନା…

ଶ୍ରୀବଳଦେବଜିଉଙ୍କ ମନ୍ଦିର ହୁଣ୍ଡିରୁ ମିଳିଲା ୫.୮୭ ଲକ୍ଷ ଟଙ୍କା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ସିଦ୍ଧବଳଦେବଜିଉଙ୍କ ମନ୍ଦିରରେ ସ୍ଥାପିତ ହୁଣ୍ଡି ଖୋଲାଯାଇ ଏଥିରୁ ୫ ଲକ୍ଷ ୮୭ ହଜାର ୭୩୦ ଟଙ୍କା ମିଳିଛି। ଟ୍ରଷ୍ଟବୋର୍ଡ ସଭ୍ୟ ବଳରାମ ସୁଆର, ରଞ୍ଜନ ପୃଷ୍ଟି ଏବଂ ସଂସ୍ଥାର କାର୍ଯ୍ୟନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀଙ୍କ…

ଆଜି ଶପଥ ନେବେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ, ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୋଦୀ

ଭୁବନେଶ୍ଵର: ଆଜି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ । ଭୁବନେଶ୍ବର ଜନତା ମଇଦାନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଟିତ ହେବ । ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା । ସେପଟେ ମୁଖ୍ୟମନ୍ତ୍ରୀଙ୍କ ଶପତ ସମାରୋହରେ ସାମିଲ ହେବେ…

ରଥ ଖଳାରୁ: ଚଖ ଅଖ ଫିଟିଂ ଶେଷ, ଧୂଳିଦଣ୍ଡା କାମ ଆରମ୍ଭ

ପୁରୀ: ମଙ୍ଗଳବାର ତିନି ରଥର ସମସ୍ତ ଚକ ଅଖ ଫିଟିଂ ଶେଷ ହୋଇଛି। ଭଉଁରିରେ ୩ ନାହାକା ଅଖ ସହ ୬ ନାହାକା ଚକ ଯୋଡ଼ା ହୋଇଥିଲା। ଆଜି ଅବଶିଷ୍ଟ ୩୬ ଚକ ସହ ୧୮ ଅଖ ସଂଯୋଗ ହୋଇଛି। ରଥ ନିର୍ମାଣ ପରମ୍ପରାରେ ଏହା ହେଉଛି ଚକ ଡେରା କାର୍ଯ୍ୟ। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ରଥ ଆଜ୍ଞାମାଳ ଆସି ଲାଗିହେବା…

ବାଲୁକା ଚିତ୍ରକଳା ମାଧ୍ୟମରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା

ପୁରୀ: ମୋହନ ମାଝୀ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା ହେବା ପରେ ଚାରି ଆଡୁ ଶୁଭେଚ୍ଛାର ସୁ୍ଅ ଛୁଟୁଛି। ବାଲୁକା ଚିତ୍ରକଳା ମାଧ୍ୟମରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଦିଆଯାଇଛି। ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ…

ରଜରେ ମିଳିବନି ଆଶ୍ବସ୍ତି! ୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର:ରଜରେ ବର୍ଷା ହେଲେ ମାଟି ଭିଜେ। ଯାହା ଆମ ବାୟୁମଣ୍ଡଳକୁ ଆଶ୍ବସ୍ତି ଆଣି ଦିଏ। ଏବେ କିନ୍ତୁ ପାଣିପାଗ ବିଭାଗର ଆକଳନ ଅନୁସାରେ ଜୁନ୍ ୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଆଇଏମଡି ଏପରି ପୂର୍ବାନୁମାନ କରିଥିବା ବେଳେ ମଙ୍ଗଳବାର ରାଜ୍ୟର ୧୬ଟି ସ୍ଥାନରେ…

ମୁଖ୍ୟମନ୍ତ୍ରୀ ଆସନ: କାହିଁକି ମୋହନ ମାଝୀଙ୍କ ଉପରେ ଭରସା କଲା ବିଜେପି?

ଭୁବନେଶ୍ୱର: ଅନ୍ୟ ବିଜେପି ଶାସିତ ରାଜ୍ୟ ଭଳି ଓଡ଼ିଶାରେ ଚର୍ଚ୍ଚାରେ ନଥିବା ନେତା ତଥା ବିଧାୟକ ମୋହନ ମାଝୀଙ୍କୁ ପ୍ରଥମ ସରକାରର ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରି ବିଜେପି ଆଉ ଏକ ଆଶ୍ଚର୍ଯ୍ୟ ସୃଷ୍ଟି କରିଛି। ୧୪୭ଟି ବିଧାନସଭା ଆସନରୁ ୭୮ଟି ଆସନ ହାତେଇବା ପରେ ବିଜେପି କାହାକୁ…

ଓଡିଶାର ୨ ନୂଆ ଉପମୁଖ୍ୟମନ୍ତ୍ରୀ: ଜାଣନ୍ତୁ ସେମାନଙ୍କ ବିଷୟରେ…

ଭୁବନେଶ୍ଵର: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ଓଡିଶାକୁ ମିଳିଛି ନୂଆ ମୁଖିଆ । ଓଡ଼ିଆ ଅସ୍ମିତାର ବିଜୟ ଓ ବିକଶିତ ଓଡ଼ିଶାର ଦୃଢ ସଂକଳ୍ପ ପାଇଁ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ମାନନୀୟ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇଜଣ ଉପ-ମୁଖ୍ୟମନ୍ତ୍ରୀ ଭାବେ  ପାଟଣାଗଡ଼ ବିଧାୟକ କେଭି ସିଂହଦେଓ…

ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ମୋହନ ମାଝୀ

ଭୁବନେଶ୍ୱର: ୨୪ ବର୍ଷ ପରେ ଓଡିଶାକୁ ବିଜେପି ଦେଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କଲା ବିଜେପି । ଆସନ୍ତାକାଲି ଶପଥ ଗ୍ରହଣ ପରେ ଓଡିଶା ଶାସନଭାର ସମ୍ଭାଳିବେ ମୋହନ ମାଝୀ। ଏବେଠୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝୀ।…

ସରପଞ୍ଚରୁ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ ମୋହନ ମାଝୀଙ୍କ ରାଜନୈତିକ ଯାତ୍ରା

ଭୁବନେଶ୍ଵର: ଦୀର୍ଘ ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂତନ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେଡିର ଗଡ ଭାଙ୍ଗି ନୂତନ ସରକାର ଗଠନ କରିବାକୁ ଯାଉଥିବା ବିଜେପି ମୋହନ ଚରଣ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କରିଛି । ୟୁପି-ମଧ୍ୟପ୍ରଦେଶ-ଛତିଶଗଡ ଭଳି ଓଡିଶାରେ ମଧ୍ୟ ବିଜେପି…