Latest Odisha News
Browsing Category

ଓଡିଶା

Odisha

ମୌସୁମୀ ରାସ୍ତାରେ ବାଧକ ସାଜିଛି ଅନୁକୂଳ ବାତ୍ତାବରଣ; ଆହୁରି ୫ ଦିନ ଭୀଷଣ ଖରା

ଭୁବନେଶ୍ୱର: ଓଡିଶାକୁ ମୌସୁମୀ ଛୁଇଁଛି ହେଲେ ତାତିରୁ ମିଳୁନି ନିସ୍ତାର । ପୂର୍ବ ପରି ଅସହ୍ୟ ଗରମ ଓ ଗୁଳୁଗୁଳି ଲାଗି ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଅନୁକୂଳ ବାତାବରଣ ନଥିବାରୁ ଆଗକୁ ବଢିପାରୁନି ଦକ୍ଷିଣ-ପଶ୍ଚିମ…

ଯୁକ୍ତ ଦୁଇ ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ

ଭୁବନେଶ୍ୱର: ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜି ଅର୍ଥାତ୍ ଜୁନ୍ ୧୧ ରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଆରମ୍ଭ ହେବ । ଯେଉଁ ଛାତ୍ରଛାତ୍ରୀ ଏଗ୍ରିଗେଟ୍‌ ମାର୍କ ରଖି ସମସ୍ତ ବିଷୟରେ ପାସ୍‌ ହୋଇ କେବଳ ଗୋଟିଏ ବିଷୟରେ ଫେଲ୍‌…

ବାଇକ୍ କୁ ଧକ୍କା ଦେଲା ଅଜଣା ଗାଡି; ୨ ମୃତ, ୨ ଗୁରୁତର

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଜାମଖୁଣ୍ଟା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି । ଦୁର୍ଘଟଣାରେ ୨ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ବୁର୍ଲା ମେଡିକାଲକୁ…

ରାଜ୍ୟରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ? ଆଜି ହେବ ସ୍ପଷ୍ଟ

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବିଧାୟକ ଦଳ ବୈଠକ । ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ ଓଡ଼ିଶାରେ ପହଞ୍ଚିବା ପରେ ୪ଟା ୩୦ ମିନିଟ୍‌ରେ ବିଧାୟକ ଦଳ ବୈଠକ ବସିବ । ବୈଠକରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ…

ପଣ୍ଡ ହେଲା ମାଓବାଦୀଙ୍କ ଯୋଜନା, ଠାବ ହେଲା ସ୍ପାଇକ ହୋଲ

ମାଲକାନଗିରି: ପଣ୍ଡ ହେଲା ମାଓବାଦୀଙ୍କ ଯୋଜନା । ଠାବ ହେଲା ସ୍ପାଇକ ହୋଲ । ସର୍ଚ୍ଚ ଅପରେଶନ ବେଳେ ମାଓବାଦୀଙ୍କ ଷଡଯନ୍ତ୍ରକୁ ଠାବ କଲା ସୁରକ୍ଷାବାହିନୀ । ମାଲକାନଗିରି ସୀମାନ୍ତ ଜଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ କଲେ ଯବାନ । ତେଲେଙ୍ଗାନା ଭଦ୍ରାଡି କଥାଗୁଡୁମ ଜିଲ୍ଲା ପୁସୁଗୁପା ଜଙ୍ଗଲରେ ଠାବ…

ପଡିଲା ହାତଗଣ୍ଠୀ, ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ନବ ବିବାହିତ ଦେବଦମ୍ପତି

ସମ୍ବଲପୁର: ମହା ଆଡମ୍ବରରେ ଶେଷ ହେଲା ମହାଦେବଙ୍କ ବାହାଘର । ଥାଟ ପଟୁଆରରେ ଜଗତ ଜନନୀଙ୍କ ଘରେ ପହଞ୍ଚିବା ପରେ ପରମ୍ପରା ଅନୁସାରେ ହୋଇଥିଲା ବିବାହ ଉତ୍ସବ । ଜଗତଜନନୀ ମାତା ପାର୍ବତୀଙ୍କ ହାତ ଧରିଥିଲେ ବାବା ଭୋଳାନାଥ । ଗତକାଲି ମଧ୍ୟରାତିରେ ବିରାଟ ପଟୁଆରରେ ବରଯାତ୍ରୀ ନେଇ ଯାଇଥିଲେ…

ଶପଥ ଗ୍ରହଣ ସମାରୋହ ପାଇଁ ଭୁବନେଶ୍ୱରରେ ଅଧାଦିନ ସରକାରୀ ଛୁଟି

ଭୁବନେଶ୍ଵର: ଆସନ୍ତାକାଲି ଅପରାହ୍ନ ୪ ଟା ୪୫ ମିନିଟରେ ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ଜନତା ମଇଦାନରେ ଅନୁଷ୍ଠିତ ହେବ ଶପଥ ସମାରୋହ । ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତାକାଲି ଦିନ ୨ ଟା ୧୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ…

ବିନିକାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ

ସୁବର୍ଣ୍ଣପୁର: ବିନିକା ଅବକାରୀ ବିଭାଗକୁ ବଡ ସଫଳତା । ସୁବର୍ଣ୍ଣପୁର ଜିଲ୍ଲା ବିନିକା ବିଶାଲପାଲି ଛକ ଠାରେ ୧ କୁଇଣ୍ଟାଲ ୪୦ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ l ଏଥିସହ ୧୦ଟି ଷ୍ଟିଲ ସିଟ ମଧ୍ୟ ଜବତ କରିଛି ଅବକାରୀ ବିଭାଗ । ଗଞ୍ଜେଇ ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ପୋଲିସ ।…

ଖୋଲିବ ଶ୍ରୀମନ୍ଦିର ୪ ଦ୍ବାର! ସ୍ଥିତି ସମୀକ୍ଷା କଲେ ଅତିରିକ୍ତ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ପ୍ରକ୍ରିୟା । ଜିଲ୍ଲାପାଳଙ୍କ ବୈଠକରେ ନିଷ୍ପତି ପରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ଚାରି ଦ୍ୱାର ଖୋଲିବା ନେଇ ଅନୁଧ୍ୟାନ କଲା ଟିମ୍ । ଆସନ୍ତା ଦୁଇ ଦିନ ମଧ୍ୟରେ ସମସ୍ତ ଦ୍ୱାରରେ ପ୍ରବେଶ ନେଇ କରାଯିବ ବ୍ୟବସ୍ଥା । ସେପଟେ ଖୋଲାଯାଇଛି…

ଓଡିଶାରେ ସିଏମ୍ ସସପେନ୍ସ

ଭୁବନେଶ୍ବର : ଓଡିଶାରେ କିଏ ହେବେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ? ଦିନ ଗଡ଼ିବା ସହ ବଢୁଛି ସସପେନ୍ସ। ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରଠୁ ମୁଖ୍ୟମନ୍ତ୍ରୀ କିଏ ହେବେ, ସେନେଇ ଚର୍ଚ୍ଚା ଚାଲିଛି। ପୂର୍ବରୁ ରାଜସ୍ଥାନ, ମଧ୍ୟପ୍ରଦେଶ ଭଳି ବିଭିନ୍ନ ରାଜ୍ୟରେ ସିଏମ୍ ପଦ ନେଇ ସରପ୍ରାଇଜ୍…