Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅତ୍ୟଧିକ ଉତ୍ତେଜନା ଯୋଗୁ ଏଏସଆଇ ଆଲିଶାଙ୍କର ମୃତ୍ୟୁ ଘଟିଥିଲା: ଆସିଲା ଫୋରେନ୍ସିକ ରିପୋର୍ଟ

ଉରକେଲା: ଆସିଲା ରାଉରକେଲାର ଉଦିତନଗର ଥାନା ମହିଳା ASI ଆଲିଶା   ଲୁଗୁନଙ୍କ ଫରେନସିକ ରିପୋର୍ଟ ।  କେମିତି ହେଲା ଆଲିଶାଙ୍କ ମୃତ୍ୟୁ ପୋଷ୍ଟମର୍ଟମ ରିପୋର୍ଟରୁ ଆସିଲା ବଡ଼ ଅପଡେଟ୍ । ଡାକ୍ତରୀଟିମ ଏବଂ ଏମ୍ସର ଫରେନସିକ ମେଡିସିନ ଏକ୍ସପର୍ଟଙ୍କ ରିପୋର୍ଟ ଅନୁଯାୟୀ ଅତ୍ୟଧିକ ଉତ୍ତେଜନା ଯୋଗୁ…

ଭୟଙ୍କର ସଡକ ଦୁର୍ଘଟଣା: କାରକୁ ପିଟିଲା ଟ୍ରକ, ଗୋଟିଏ ପରିବାରର ୨ ମହିଳା ମୃତ

ବାରିପଦା: ମୟୂରଭଞ୍ଜରେ ଭୟଙ୍କର ସଡକ ଦୁର୍ଘଟଣା । ଟ୍ରକ-କାର ଧକ୍କାରେ ଚାଲିଗଲା ଗୋଟିଏ ପରିବାରର ୨ ଜଣ ମହିଳାଙ୍କ  ଜୀବନ । ୫ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ବାଙ୍ଗିରପୋଷି ଦ୍ୱାରଶୁଣି ଘାଟିଠାରେ ଏହି ଦୁର୍ଘଟଣା ଘଟିଛି । ମିଳିଥିବା ପ୍ରାଥମିକ ସୂଚନା ଅନୁସାରେ,…

ମୌଜ ମଜଲିସ୍ ଓ ମାଇଣ୍ଡଫ୍ରେସରେ ବ୍ୟସ୍ତ ବିଜେଡି ସରକାରଙ୍କ ମନ୍ତ୍ରୀ,ବିଧାୟକ ଓ ସାଂସଦ: ବିଜେପି

ଭୁବନେଶ୍ୱର: ଦୀର୍ଘ ୨୩ ବର୍ଷର ଗର୍ବ ଓ ଅହଙ୍କାରରେ ମସ୍‌ଗୁଲ୍ ବିଜେଡି ସରକାରଙ୍କ ମନ୍ତ୍ରୀ, ବିଧାୟକ ଓ ସାଂସଦ । ଲୋକଙ୍କ ସମସ୍ୟା ଠାରୁ ଦୂରେଇ ରହି ମୌଜ, ମଜଲିସ୍‌, ମଦମସ୍ତ ଓ ମାଇଣ୍ଡଫ୍ରେସ୍ ପାଇଁ ସେମାନେ ବ୍ୟଗ୍ର ଓ ବ୍ୟସ୍ତ  । ଏମିତି କହି ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି । ରାଜ୍ୟ…

ସକ୍ରିୟ ହେଲା ଲଘୁଚାପ: ଦଶହରାରେ ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା

ଭୁବନେଶ୍ୱର:ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଶନିବାର ସୁଦୃଶ୍ୟ ଲଘୁଚାପ କେନ୍ଦ୍ରରେ ପରିଣତ ହୋଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବ । ଫଳରେ…

ଘରକୁ ଫେରିଲେ ପାକିସ୍ତାନ ପୂର୍ବ ପ୍ରଧାନମନ୍ତ୍ରୀ ନବାଜ ସରିଫ; ସୁରକ୍ଷା ବ୍ୟବସ୍ଥା କଡାକଡି

ନୂଆଦିଲ୍ଲୀ:ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନବାଜ ସରିଫ ଆଜି ସ୍ୱଦେଶ ଫେରିଛନ୍ତି । ୪ ବର୍ଷ ଧରି ବିଦେଶରେ ରହିବା ପରେ ଏବେ ଫେରିଛନ୍ତି ଦେଶକୁ । ଦୁବାଇରୁ ଏକ  ସ୍ୱତନ୍ତ୍ର ବିମାନ ଯୋଗେ ସ୍ୱଦେଶ ଫେରିଲେ ସରିଫ୍  । ନିର୍ବାଚନ ପୂର୍ବରୁ ନବାଜ ସରିଫଙ୍କ ଘରବାହୁଡା ରାଜନୈତିକ ମହଲରେ…

ମା’ ସୁରେଶ୍ୱରୀଙ୍କ ଜୟ ଦୁର୍ଗା ବେଶ

ସୋନପୁର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମା’ଙ୍କ ସପ୍ତମୀ ଓ ପିଠରେ ଅଷ୍ଟମୀ ପୂଜା ଚାଲିଛି । ସେହିପରି ଭାବରେ ସୁବର୍ଣ୍ଣପୁର ଜିଲ୍ଲାର ଇଷ୍ଟ ଦେବୀ ମା’ ସୁରେଶ୍ୱରୀ ଆଜି ଅଷ୍ଟମୀ ତିଥିରେ ଜୟ ଦୁର୍ଗା ବେଶରେ ଶ୍ରଦ୍ଧାଳୁ ମନଙ୍କୁ ଦର୍ଶନ ଦେଉଛନ୍ତି । ଭୋର ସକାଳୁ ସକାଳୁ ଭକ୍ତଙ୍କ ବେଶ…

କଟକ ପୋଲିସ ମୁଖ୍ୟାଳୟରେ ୬୪ତମ ପୋଲିସ ସହିଦ ଦିବସ ପାଳିତ

କଟକ: କଟକ ପୋଲିସ ମୁଖ୍ୟାଳୟରେ ୬୪ତମ ପୋଲିସ ସହିଦ ଦିବସ ପାଳିତ । ମୁଖ୍ୟ ଅତିଥି ଭାବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ କୁମାର ବଂସଲ ଯୋଗ ଦେଇ ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀର ଯବାନମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି…

ଛତିଶଗଡ ବିଧାନସଭା ନିର୍ବାଚନ: କଂଗ୍ରେସର ଷ୍ଟାର କ୍ୟାମ୍ପେନର ତାଲିକାରେ ୩ ଓଡ଼ିଆ 

ରାୟପୁର:ଛତିଶଗଡରେ କଂଗ୍ରେସର ଷ୍ଟାର କ୍ୟାମ୍ପେନର ତାଲିକାରେ ଅଛନ୍ତି ୩ ଓଡ଼ିଆ  । ସମସ୍ତ ତାରକା ପ୍ରଚାରକଙ୍କ ତାଲିକା ଆଜି ଦଳ ପକ୍ଷରୁ ପ୍ରକାଶ ପାଇଛି । ଏହି ତାଲିକାରେ ୪୦ ଜଣ ତାରକା ପ୍ରଚାର ରହିଛନ୍ତି । ପାଖେଇ ଆସୁଛି ଛତିଶଗଡ ବିଧାନସଭା ନିର୍ବାଚନ । ପ୍ରଚାର ଜୋରଦାର ଚାଲିଛି ।…

ପୁରୀ ପୋଲିସ ରିଜର୍ଭ ପଡିଆରେ ୬୪ତମ ପୋଲିସ ସହିଦ ଦିବସ ପାଳିତ

ପୁରୀ: ଆଜି ପୁରୀ ପୋଲିସ ରିଜର୍ଭ ପଡିଆରେ ୬୪ତମ ପୋଲିସ ସହିଦ  ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୁରୀ ଏସପି ବିଶାଲ୍ ସିଂହ ଯୋଗଦେଇ ସହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ସହିଦ ମାନଙ୍କ ସାହାସିକତା ଉପରେ ଉଦବୋଧନ ଦେଇଥିଲେ ।…