Latest Odisha News
Browsing Category

ଓଡିଶା

Odisha

ମୌସୁମୀର ଆଗମନ ସତ୍ତ୍ବେ ୪୦ ଡିଗ୍ରୀ ଉପରେ ୧୮ ସହର

ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଜୀବନ ବଞ୍ଚିବା କଷ୍ଟକର ହୋଇଗଲାଣି । ଦକ୍ଷିଣ ଓଡ଼ିଶାରେ ମୌସୁମୀ ଛୁଇଁଥିଲେ ବି ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ଉପକୂଳରେ ମଧ୍ୟ ଲାଗି ରହିଛି ଅସହ୍ୟ ଗୁଳୁଗୁଳି । ଆହୁରି ୪ ଦିନ…

ହିଟ୍ଓ୍ବେଭ୍ ଆଲର୍ଟ; ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହର ପ୍ରଭାବ । ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ଓଡିଶା ଛୁଇଁଥିଲେ ମଧ୍ୟ ତାତିରୁ ମିଳୁନି ଆଶ୍ବସ୍ତି । ଏହାକୁ ନେଇ ଆଜି ସତର୍କ ଜାରି କରିଛନ୍ତି ଏସଆରସି । ଆହୁରି ବଢିପାରେ ତାତି । ପ୍ରଚଣ୍ଡ ତାତି ଆାକଳନ ନେଇ ଆଜି ୮ ଜିଲ୍ଲାପାଳଙ୍କୁ…

ଡରାଇଲାଣି ଡେଙ୍ଗୁ; ରାଜ୍ୟରେ ଆଉ ୩ ରୋଗୀ ଚିହ୍ନଟ, ସବୁ ଜିଲ୍ଲାରେ ପ୍ଲେଟଲେଟ୍ ଉପଲବ୍ଧ କରି ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଚିନ୍ତା ବଢାଇଲାଣି ଡେଙ୍ଗୁ । ରବିବାର ରାଜ୍ୟରେ ୩ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ଦୁଇ ଜଣ ପୁରୀରୁ ଚିହ୍ନଟ ହୋଇଥିବାବେଳେ ଆଉ ଜଣେ ଭୁବନେଶ୍ୱରରୁ ଅଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୩୫ ରୋଗୀ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛନ୍ତି…

ଅଂଶୁଘାତରେ ଗଲାଣି ୪୧ ଜୀବନ

ଭୁବନେଶ୍ବର: ରାଜ୍ୟରେ ଏଯାବତ ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ ହେଲାଣି । ଏପର୍ଯ୍ୟନ୍ତ ଅଂଶୁଘାତରେ ୧୫୧ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଥିବା ବେଳେ  ସେଥିରୁ ୪୧ ଜଣଙ୍କ ମୃତ୍ୟୁ ଅଂଶୁଘାତଜନିତ ବୋଲି ସ୍ପଷ୍ଟ ହୋଇଛି । ଆହୁରି  ୭୩ଟି ଅଭିଯୋଗର ତଦନ୍ତ ଚାଲିଛି ବୋଲି ସୂଚନେ ଦେଇଛନ୍ତି…

ଓଡିଶା ଛୁଇଁଲାଣି ମୌସୁମୀ ବାୟୁ, ହେଲେ କଲବଲ କରୁଛି ତାତି

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶାକୁ ଛୁଇଁଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାତିରୁ ମିଳିଲାନି ଆଶ୍ବସ୍ତି । ରାଜ୍ୟରେ ଏବେ ବି ଜାରି ରହିଛି ଗ୍ରୀଷ୍ମ ପ୍ରବାହକୁ ଅସହ୍ୟ ଗୁଳୁଗୁଳି । ତେବେ ଏହାକୁ ନେଇ ଆଜି ଅଧିକ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି…

ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ସୁରକ୍ଷା ବ୍ୟାରିକେଡ଼

ଭୁବନେଶ୍ବର: ଭିକେ ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ବ୍ୟାରିକେଡ୍ । ପୂର୍ବରୁ ବିଜେଡି ସରକାରଙ୍କ ସମୟରେ ଭୁବନେଶ୍ୱର ୟୁନିଟ୍ ୬ରେ ଥିବା କ୍ୱାର୍ଟର ନଂ ଭିଆଇଆର ୭ର ଆଗରେ ବ୍ୟାରିକେଡ୍ କରାଯାଇଥିଲା । ହେଲେ ବିଜେଡି ସରକାରଙ୍କ ଶୋଚନୀୟ ପରାଜୟ ପରେ ତାହାକୁ ଏବେ ହଟାଇଦିଆଯାଇଛି । ପୂର୍ବରୁ…

ବୁଧବାର ୪.୪୫ରେ ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଦଳିବାକୁ ଯାଉଛି ଓଡିଶା ରାଜନୀତିର ଫର୍ଦ୍ଦ  । ବୁଧବାର ଅପରାହ୍ଣ ୪ଟା ୪୫ରେ ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ଏହା ପରେ ଦୀର୍ଘ ୨୪ ବର୍ଷ ପରେ ଓଡିଶାର ମଙ୍ଗ ଧରିବେ ନୂଆ ଶାସକ । ଓଡିଶା ଇତିହାସରେ ଯୋଡି ହେବାକୁ ଯାଉଛି ଆଉ ଏକ ନୂଆ ମୁଖ୍ୟମନ୍ତ୍ରୀକ ନାମ । ଏହି ଅବସରରେ…

କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବାପରେ ମହାପ୍ରଭୁ ଜଗନ୍ନାଥଙ୍କ ପୂଜର୍ଚ୍ଚନା କଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ମୋଦି ସରକାରର ତୃତୀୟ ପାଳିରେ ପୁଣିଥରେ କେନ୍ଦ୍ର କ୍ୟାବିନେଟରେ ସ୍ଥାନ ପାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଗତକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲାପରେ ଆଜି ନୂଆଦିଲ୍ଲୀ ହଜଖାସ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର…

ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ

ଭୁବନେଶ୍ବର: ପଦରୁ ଇସ୍ତଫା ଦେଲେ ଭକ୍ତ ଚରଣ ଦାସ । ଚଳିତ ନିର୍ବାଚନରେ କଂଗ୍ରେସ ଦଳର ଖରାପ ପ୍ରଦର୍ଶନ ପରେ ଆଜି ନିଜର ପ୍ରଚାର କମିଟି ଅଧ୍ୟକ୍ଷ ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ । ସେ ପ୍ରଦେଶ କଂଗ୍ରେସ କମିଟିର ପ୍ରଚାର କମିଟି ଅଧ୍ୟକ୍ଷ ରହିଥିଲେ । ଅଧ୍ୟକ୍ଷ ପଦ ଛାଡ଼ିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଓଡିଶାର ୩ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର: ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି । ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇବା ପରେ ଆରମ୍ଭ ହୋଇଛି ମୋଦି ସରକାର ୩.୦ । ଏନେଇ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ତାଙ୍କ…