Latest Odisha News

BREAKING NEWS

Browsing Category

ଓଡିଶା

Odisha

ଧରାବତରଣ କଲେ ମହାମାୟା, ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା

ଭୁବନେଶ୍ଵର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ଦେବୀ ଦୁର୍ଗାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ ହେଉଛି । ଗତକାଲି ଷଷ୍ଠୀରେ ସନ୍ଧ୍ୟାରେ ପୂଜା ମଣ୍ଡପ ପରିସରରେ ଥିବା ବେଲ ଗଛ ମୂଳେ…

ଟ୍ରେନ ଧାରଣାରେ ଯାଉଥିଲେ ଦମ୍ପତି, ମାଡିଗଲା ଟ୍ରେନ

ଯାଜପୁର: ଦଶହରା ଛୁଟିରେ ଘରକୁ ଆସୁଥିଲେ ଦମ୍ପତି । କିନ୍ତୁ ରେଳଧାରଣାରେ ଜଗି ବସିଥିଲା ଯମ । ପୂର୍ବତଟ ରେଳବାଇ ଅଧୀନ କୋରେଇ ଥାନା ଅନ୍ତର୍ଗତ ବୈତରଣୀରୋଡ ରେଳଷ୍ଟେସନରେ ଘଟିଛି ଏକ ଅଭାବନୀୟ ଘଟଣା । ରେଳ ଧକ୍କାରେ ସ୍ୱାମୀ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତ ଦମ୍ପତ୍ତି ହେଲେ କୋରେଇ ବ୍ଲକ…

ଦଶହରା ଛୁଟିରେ ଘରକୁ ଯିବେ ଲୋକେ, ରାଜ୍ୟରେ ପୁଣି ଗଡିଲା ଘରୋଇ ବସ୍

ଭୁବନେଶ୍ଵର: ସାଧାରଣ ଲୋକଙ୍କ ପାଇଁ ଖୁସି ଖବର । ଦଶହରାରେ ଘରକୁ ଯିବେ ଘରଠାରୁ ଦୁରରେ ରହୁଥିବା ସମସ୍ତ ଲୋକେ । କାରଣ ରାଜ୍ୟରେ ଆଜିଠୁ ପୁଣି ଗଡିଲା ବସ୍ । ଧର୍ମଘଟରୁ ଓହରିଲା ଘରୋଇ ବସ୍ ମାଲିକ ସଂଘ । ତେବେ ୩୧ ତାରିଖ ଯାଏଁ ଆନ୍ଦୋଳନ ସ୍ଥଗିତ ରହିବ । ୨୬ ତାରିଖ ପର୍ଯ୍ୟନ୍ତ ସରକାରଙ୍କ…

ଜନବିରୋଧୀ କାର୍ଯ୍ୟ ପାଇଁ ସାଂସଦ ପିନାକୀ ମିଶ୍ରଙ୍କୁ ତୁରନ୍ତ ବହିଷ୍କାର କରନ୍ତୁ ମୁଖ୍ୟମନ୍ତ୍ରୀ-ବିଜେପି

ଭୁବନେଶ୍ୱର: ବହୁଚର୍ଚ୍ଚିତ ‘ପ୍ରଶ୍ନ ପାଇଁ ଟଙ୍କା’ ସ୍କାଣ୍ଡାଲରେ ପୁରୀ ସାଂସଦ ଶ୍ରୀ ପିନାକି ମିଶ୍ରଙ୍କ ସଂପୃକ୍ତି ଅଛି ।  ସିବିଆଇ ଅଦାଲତ ଏବଂ ସଂସଦର ଏଥିକ୍ସ କମିଟି ପାଖରେ ଦାଖଲ ହୋଇଥିବା ୨ଟି ସତ୍ୟପାଠରୁ ଏକଥା ସ୍ପଷ୍ଟ ହୋଇଛି  । ତା ଛଡା ପିନାକୀ ମିଶ୍ର ଓ ପ୍ରଶ୍ନ ପଚାରିବା ପାଇଁ ଟଙ୍କା…

୨୭ ବର୍ଷ ପରେ ମିଳିଲା ନ୍ୟାୟ: ଟ୍ରିପଲ ମର୍ଡର ଘଟଣାରେ ତିନି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ଭୁବନେଶ୍ୱର:୨୭ ବର୍ଷ ପରେ ମିଳିଲା ନ୍ୟାୟ । ଭୁବନେଶ୍ୱର ଟ୍ରିପଲ ମର୍ଡର ଘଟଣାରେ ତିନି ଜଣ ଅଭିଯୁକ୍ତଙ୍କୁ କୋର୍ଟ ଆଜି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି । ଅତିରିକ୍ତି ଜିଲ୍ଲା ଜଜ୍ କୋର୍ଟ ଭୁବନେଶ୍ୱର ଶୁକ୍ରବାର ଏହି ରାୟ ଶୁଣାଇଛନ୍ତି । ଆଜକୁ ୨୭ ବର୍ଷ ତଳେ ହୋଇଥିବା ଘଟଣାର ସମସ୍ତ…

ବସ ଧର୍ମଘଟ ସ୍ଥଗିତ, ଆସନ୍ତାକାଲିଠୁ ସ୍ବାଭାବିକ ହେବ ସ୍ଥିତି

ଭୁବନେଶ୍ୱର: ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ଡାକରା ଦିଆଯାଇଥିବା ଧର୍ମଘଟ ସ୍ଥଗିତ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ଧର୍ମଘଟ ଆନ୍ଦୋଳନ ସ୍ଥଗିତ ରହିଛି। 31 ଯାଏ ଆନ୍ଦୋଳନକୁ ସ୍ଥଗିତ ରଖିଛି ସଂଘ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ଆନ୍ଦୋଳନ ସ୍ଥଗିତ ରହିଛି ବୋଲି ସଂଘ…

ପ୍ରମିଳା ବିଶୋଇଙ୍କ ପରେ ବିଧାୟକ ଦେବୀ ମିଶ୍ର ୫ଟି ସଚିବ ପାଣ୍ଡିଆନଙ୍କୁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ବରିଷ୍ଠ ବିଜେଡି ନେତା ତଥା ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀ ବୋଲି କହିବା ରାଜନୈତିକ ମହଲରେ ଭ୍ରୁକୁଞ୍ଚନ ସୃଷ୍ଟି କରିଛି । ଯଦିଓ ବିଧାୟକ ଦେବୀ ମିଶ୍ର ନିଜ ଅଜାଣତରେ ଏହା କହିଛନ୍ତି ତଥାପି ଏହାକୁ ନେଇ ଚର୍ଚ୍ଚା ଜୋର…

ବିଜେପିର ଅଭିଯୋଗ, ବସ୍ ସେବା ଠପ୍ କରିବା ରାଜ୍ୟ ସରକାରଙ୍କ ପ୍ରାୟୋଜିତ ଷଡଯନ୍ତ୍ର

ଭୁବନେଶ୍ୱର:ପାର୍ବଣରେ ଲୋକେ ଘରକୁ ଯିବାକୁ ବ୍ୟସ୍ତ । ହେଲେ ବସ ଧର୍ମଘଟ ଯୋଗୁ ବସ ଚଳାଚଳ ଠପ ହୋଇଯାଇଛି । ଲୋକେ ବସଷ୍ଟାଣ୍ଡରେ ବସି କାନ୍ଦୁଛନ୍ତି । ଲକ୍ଷ ଲକ୍ଷ ଯାତ୍ରୀ କାନ୍ଦୁଛନ୍ତି । ହେଲେ ରାଜ୍ୟ ସରକାର ଚୁପ । ରାଜ୍ୟବ୍ୟାପୀ ବସ୍ ସେବା ଠପ୍ ହେବା ରାଜ୍ୟ ସରକାରଙ୍କ ପ୍ରାୟୋଜିତ…

ଲୋକଙ୍କୁ ନାହିଁ ପିଇବା ପାଣି, ପ୍ରଚାର ସର୍ବସ୍ୱ ବିକାଶ କାହାଣୀ : ବିଜେପି

ଭୁବନେଶ୍ୱର:ଲୋକଙ୍କୁ ନାହିଁ ପିଇବା ପାଣି ।  ପ୍ରଚାର ସର୍ବସ୍ୱ ବିକାଶ କାହାଣୀ  । କେନ୍ଦ୍ର ସରକାର ପାନୀୟ ଜଳ ଯୋଗାଣ ପାଇଁ ଅନୁଦାନ ଦେଉଥିଲେ ହେଁ ରାଜ୍ୟ ସରକାର ଖର୍ଚ୍ଚ କରୁନାହାନ୍ତି । ଟଙ୍କା ଫେରି ଯାଉଛି, ଅଥଚ ଲୋକେ ପାଣି ପାଇଁ ଡହଳ ବିକଳ ହେଉଛନ୍ତି ।   ରାଜ୍ୟ ସରକାରଙ୍କ ପାନୀୟ ଜଳ…

ଜମିହରା ଓ ବିସ୍ଥାପିତଙ୍କ ଦାବି ମାନିନେଲେ ପିପିଏଲ୍ କର୍ତ୍ତୃପକ୍ଷ: ପ୍ରତ୍ୟାହୃତ ହେଲା ଧାରଣା

ପାରାଦୀପ : ଦାବି ମାନିବା ପରେ ପ୍ରତ୍ୟାହୃତ ହେଲା ଧାରଣା । ନିଯୁକ୍ତି ଓ ଠିକା କାମ ଭଳି ବିଭିନ୍ନ ଦାବିକୁ ନେଇ ପିପିଏଲ୍ ସାରା କାରଖାନା ମୁଖ୍ୟ ଫାଟକ ନିକଟରେ କିଛି ଜମିହରା ଓ ବିସ୍ଥାପିତ ଧାରଣାରେ ବସିଥିଲେ । ଦୀର୍ଘ ବର୍ଷ ଧରି କମ୍ପାନୀ ପାଇଁ ଜମି ହରାଇଥିବା ପରିବାର ମାନଙ୍କୁ ଆଜି…