Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସ୍ବାମୀ ଶ୍ରୀକ୍ଷେତ୍ର ସାମନ୍ତସିଂହାର ଗିରଫ

ପୁରୀ: ଯାତ୍ରା ସମ୍ରାଟ ତୁଳସୀ ଗଣନାଟ୍ୟର ନାୟିକା ସୋନାଲିଙ୍କ ସ୍ଵାମୀ ଶ୍ରୀକ୍ଷେତ୍ର ସାମନ୍ତସିଂହାରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୋନାଲିଙ୍କ ଅଭିଯୋଗକ୍ରମେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ପୋଲିସ ଭୁବନେଶ୍ବର ସ୍ଥିତ ଫରେଷ୍ଟ ପାର୍କରୁ ଶ୍ରୀକ୍ଷେତ୍ରଙ୍କୁ ଗିରଫ କରିଛି । ଗିରଫ ପଛରେ…

ପୁଣି ସାମ୍ନାକୁ ଆସିଲା ପୋଷାକରେ ଥିବା ମହାପ୍ରଭୁଙ୍କର ପ୍ରତିଛବି…

ପୁରୀ: ପୁଣି ଡ୍ରେସ ଆଉ ଶାଢୀରେ ଛପିଲା ମହାପ୍ରଭୁଙ୍କ ଫଟୋ । ସୋସିଆଲ ମିଡିଆରେ ଏହାକୁ ପୋଷ୍ଟ କରାଯାଇଥିବାରୁ ଜଗନ୍ନାଥ ପ୍ରେମୀ ଓ ସେବାୟତଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ରାମକ୍ରୀଷ୍ଣ ପଟ୍ଟନାୟକ ନାମକ ଜଣେ ବ୍ୟକ୍ତିଙ୍କ ଇନଷ୍ଟାଗ୍ରାମ ଆଇଡିରୁ ଏଭଳି କିଛି ଭିଡିଓ ସୋସିଆଲ ମିଡିଆରେ…

ବିପଦରେ ମେଘନାଦ ପାଚେରି, ଗଳୁଛି ପାଣି…

ଭୁବନେଶ୍ବର: ବିପଦରେ ମେଘନାଦ ପାଚେରି ପାଚେରି।ପାଚେରିରୁ ଗଳୁଛି ପାଣି। ଯୋଡ଼େଇରେ ଫାଟ ହୋଇ ବୋହୁଛି ଆନନ୍ଦ ବଜାର ମଇଳା ପାଣି। ପାଚେରି ଉପରେ ଚରିଗଲାଣି ଶିଉଳି। ବର୍ଷେ ତଳେ ଶିଉଳି ଛଡ଼ାଇ ଫାଟ ଯୋଡ଼େଇ କରାଯାଇଥିଲା । ଗ୍ରାଉଟିଂ କରାଯିବା ପରେ ଡ୍ରେନ୍‌ ପାଣି ପାଚେରି ଦେଇ ଝରିବା ବନ୍ଦ…

ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ରାଜଧାନୀର ବାର ଓ ରେଷ୍ଟୁରାଣ୍ଟରେ ରାତି ଅଧିଆ ଚଢ଼ାଉ

ଭୁବନେଶ୍ବର: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ସଜାଗ ହୋଇଛି ଓଡିଶାର ଅବକାରୀ ବିଭାଗ । ରାଜଧାନୀର ପ୍ରତ୍ୟେକଟି ବାର ଓ ରେଷ୍ଟୁରାଣ୍ଟରେ ଚଢ଼ାଉ ଜାରି ରଖିଛି । ଏହି ପ୍ରରିପେକ୍ଷୀରେ ଶନିବାର ରାତି ଅଧରେ ରାଜଧାନୀର ବାର ଓ ରେଷ୍ଟୁରାଣ୍ଟରେ ଅବକାରୀ ବିଭାଗର ୭ ଜଣିଆ ଟିମ୍ ଚଢାଉ କରିଛି । ଦିନ…

Delhi Blast: ଲାଲକିଲ୍ଲା ବିସ୍ଫୋରଣ ଘଟଣା, ୨ ଜଣଙ୍କୁ ଉଠାଇନେଲା ଦିଲ୍ଲୀ ପୋଲିସ

ଭୁବନେଶ୍ୱର: ଦିଲ୍ଲୀ କାର୍ ବୋମା ବିସ୍ଫୋରଣ ଘଟଣାରେ ତଦନ୍ତ ଜାରି ରହିଛି । ଆତଙ୍କବାଦୀମାନେ ବ୍ୟବହାର କରିଥିବା ମୋବାଇଲ୍ ସିମ୍ ଯାଜପୁର ଓ ଭଦ୍ରକରୁ କିଣାଯାଇଥିବା ଜଣାପଡ଼ିବା ପରେ ଦିଲ୍ଲୀ ପୋଲିସ ଏ ସଂପର୍କରେ ଖୋଳତାଡ଼ ଜାରି ରଖିଥିଲା । କାଲି ରାତିରେ ଯାଜପୁର ଓ ଭଦ୍ରକ ମଞ୍ଜୁରୀରୋଡ୍…

Road Accident: ହାଇୱା-କାର୍‌ ମୁହାଁମୁହିଁ ଧକ୍କା: ସାମ୍ବାଦିକ ଓ ତାଙ୍କ ପତ୍ନୀ ଗୁରୁତର…

ଢେଙ୍କାନାଳ: ହାଇୱା-କାର୍‌ ମୁହାଁମୁହିଁ ଧକ୍କା । ଏଥିରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ହୋଇଥିବା ସ୍ବାମୀ ସ୍ତ୍ରୀ ହେଲେ ସାମ୍ବାଦିକ ଦେବବ୍ରତ ପଟ୍ଟନାୟକ, ପତ୍ନୀ ଇତିଶ୍ରୀ ପଟ୍ଟନାୟକ ବୋଲି ଜଣାପଡିଛି । ଏଭଳି ଘଟଣା ଘଟିଛି ଢେଙ୍କାନାଳ ସଦର ଥାନା ଗେଙ୍ଗୁଟିଆ ନିକଟରେ ।…

Cold Wave: ପ୍ରବଳ ଜାଡ଼ରେ ଥରହର ରାଜ୍ୟବାସୀ, ସପ୍ତାହେ ଯାଏଁ ବଦଳିବନି ପାଗ..

ଭୁବନେଶ୍ୱର: ଖସୁଛି ପାରଦ ରାଜ୍ୟରେ ବଢୁଛି ଶୀତ । ଅସହ୍ୟ ଜାଡରେ ଥରହର ଓଡିଶାବାସୀ । ଗତ ସପ୍ତାହେ ଧରି ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିସାରିଲାଣି । ଅନ୍ୟପଟେ, ଓଡଟିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଦାରିଙ୍ଗବାଡ଼ିରେ ପ୍ରବଳ ଶୀତ ସାଙ୍ଗକୁ ତୁଷାରପାତ…

Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍

କଟକ: କଟକ ସ୍ଥିତ ଜବାହାର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ ୨୦୨୫" ଅନୁଷ୍ଠିତ ହେଉଛି। ପ୍ରତିଯୋଗିତାରେ ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂ ମିକ୍ସଡ଼ ଡବଲସ ଏ ସମସ୍ତ ବର୍ଗର ଫାଇନାଲ ମ୍ୟାଚ…

କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ

ଭୁବନେଶ୍ୱର: କୋଲ୍ଡ ଷ୍ଟୋରେଜ୍ କନକ୍ଲେଭ୍ ଏବଂ କ୍ରେତା-ବିକ୍ରେତା ସମ୍ମିଳନୀ ୨୦୨୫ ଅନୁଷ୍ଠିତ ହୋଇଯାଇଛି । APICOL, ASSOCHAMର ମିଳିତ ସହଯୋଗରେ ଏହି ସମ୍ମିଳନୀ ସଫଳତାର ସହିତ ଆୟୋଜନ ହୋଇଯାଇଛି, ଯାହା ନୀତି ନିର୍ଦ୍ଧାରକ, ଶିଳ୍ପ ନେତା, କୃଷି-ଉଦ୍ୟୋଗୀ, ଚାଷୀ ଗୋଷ୍ଠୀ, ଆର୍ଥିକ ପ୍ରତିଷ୍ଠାନ…

ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର

ଭୁବନେଶ୍ଵର: ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର । ଶନିବାର କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । । ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ଅନ୍ତିମ ସମୟରେ ତାଙ୍କର ଦୁଇପୁତ୍ର ଦେବାଶିଷ ଓ ଶୁଭାଶିଷ…