Latest Odisha News

BREAKING NEWS

Browsing Category

ଓଡିଶା

Odisha

ବନ୍ୟା ଉଦ୍ଧାର କାର୍ଯ୍ୟ ବେଳେ ଶହୀଦ ଅଗ୍ନିଶମ କର୍ମଚାରୀ ଚନ୍ଦନଙ୍କ ପରିବାରକୁ ଆର୍ଥିକ ସହାୟତା

ଭୁବନେଶ୍ୱର: ରାଜ୍ୟରେ ନିକଟରେ ହୋଇଥିବା ବନ୍ୟା ସମୟରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ବେଳେ ନିଜର ପ୍ରାଣବଳି ଦେଇଥିବା ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁଝର ଜିଲ୍ଲାର ଏକ ସରକାରୀ କୋଠାରୁ ବନ୍ୟା ଜଳ…

ମୟୂରଭଞ୍ଜ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ଆଶଙ୍କା: ବିଭିନ୍ନ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ…

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଭୁବନେଶ୍ୱର…

ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ!

ଝରିଗାଁ: ଜଣେ ଦଶମ ଶ୍ରେଣୀ ଛାତ୍ରୀ ବେକରେ ଓଢ଼ଣୀ ବାନ୍ଧି ପ୍ରାଣ ହରେଇଛନ୍ତି । ମୃତକ ହେଲେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା ଗ୍ରାମର ସୁନ୍ଦରସିଂ ମେହେରଙ୍କ ଝିଅ ଗିରିଜା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପଢ଼ୁଥିଲେ। ବୁଧବାର ଭୋର ସମୟରୁ…

ମୃତ୍ୟୁର ଫାଶ ପାଲଟିଛି ସୁନ୍ଦରଗଡ଼ର ରାସ୍ତାଘାଟ: ୬ ମାସରେ ସଡ଼କ ଦୁର୍ଘଟଣାରେ ଗଲାଣି ୨୬୪ ଜୀବନ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଏବେ ସଡ଼କ ଦୁର୍ଘଟଣାର ଏକ ପ୍ରମୁଖ ହଟସ୍ପଟ୍ ବା କେନ୍ଦ୍ର ପାଲଟିଛି। ପ୍ରଶାସନ ପକ୍ଷରୁ କ୍ରମାଗତ ଯାଞ୍ଚ ଏବଂ ସଚେତନତା ସତ୍ତ୍ୱେ ଜିଲ୍ଲାରେ ପ୍ରତିଦିନ ଅନେକ ଅମୂଲ୍ୟ ଜୀବନ ଅକାଳରେ ଝରିପଡ଼ୁଛି। ସରକାରୀ ତଥ୍ୟ ଅନୁଯାୟୀ, କେବଳ ଗତ ୬ ମାସ ଭିତରେ ସମଗ୍ର…

ବାଲିଅନ୍ତା ମାମଲା: ୧୧ ଅଭିଯୁକ୍ତଙ୍କ ବିରୋଧରେ କ୍ରାଇମବ୍ରାଞ୍ଚର ଚାର୍ଜସିଟ୍ ଦାଖଲ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ବହୁଚର୍ଚ୍ଚିତ ତଥା ଜିଆରପି କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚ ପକ୍ଷରୁ ବୁଧବାର ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ସମ୍ବେଦନଶୀଳ ଘଟଣାରେ ସମ୍ପୃକ୍ତ ଥିବା ୧୧ ଜଣ…

ଗାଈକୁ ମାରି ଖାଇଲା କଲରାପତରିଆ ବାଘ;ଗ୍ରାମବାସୀଙ୍କୁ ଜଙ୍ଗଲକୁ ପ୍ରବେଶ ଉପରେ କଟକଣା

କଣ୍ଟାମାଳ:ବୌଦ୍ଧ ଜିଲ୍ଲା କଣ୍ଟାମାଳ ରେଞ୍ଜ ସମାକୁପା ଗାଁରେ ବାଘ ଆତଙ୍କ । ଦୁଇ ଦିନ ଧରି ଆତଙ୍କ ଖେଳାଇଛି କଲରାପତରିଆ ବାଘ। ଜଙ୍ଗଲରେ ଗୋଟିଏ ଗାଈକୁ ମାରି ଖାଇଦେଇଛି ବାଘ। ସେପଟେ ବାଘ ଭୟ ସ୍ଥାନୀୟ ଗ୍ରାମବାସୀ ତୁରନ୍ତ ବନବିଭାଗକୁ ଖବର ଦେଇଥିଲେ ।ଏହାପରେ ବନବିଭାଗ ଟିମ୍ ଗାଁରେ ପହଞ୍ଚି…

୩ ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ତିନି ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଯାଇଛନ୍ତି। ତାଙ୍କ ଗସ୍ତ କାଳରେ ସେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଭୁବନେଶ୍ୱର ଯାତ୍ରା କରିବା ପୂର୍ବରୁ ରାଷ୍ଟ୍ରପତି ଗଞ୍ଜାମ ଜିଲ୍ଲାର ଏକ…

ଫେକ୍ ଆୟକର ନୋଟିସକୁ ନେଇ ସତର୍କ କରାଇଲା ଓଡ଼ିଶା ପୋଲିସ

ଭୁବନେଶ୍ୱର: ଅନଲାଇନ୍ ଠକେଇର ବଢ଼ୁଥିବା ମାମଲା ମଧ୍ୟରେ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ହ୍ୱାଟ୍ସଆପ୍ ମାଧ୍ୟମରେ ନକଲି ଆୟକର ନୋଟିସ୍ ସେୟାର କରୁଥିବା ସାଇବର ଠକମାନଙ୍କ ବିରୁଦ୍ଧରେ ଲୋକଙ୍କୁ ସତର୍କ କରାଇଛି। ଏଥିସହିତ ଏକ ସାର୍ବଜନୀନ ପରାମର୍ଶ ଜାରି କରିଛି। ଆୟକର ରିଟର୍ଣ୍ଣ (ITR)…

ମେଡିକାଲ ପିଜି ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ଉଚ୍ଚସ୍ତରୀୟ ଟିମର ତନାଘନା

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି। ତଦନ୍ତ ପାଇଁ ସ୍ଵତନ୍ତ୍ର ଟିମ୍ ଗଠନ କରାଯାଇଛି। ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ…

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ବିବାଦ, ଇସ୍ତଫା ଦେଲେ ହଷ୍ଟେଲର ସମସ୍ତ ଓ୍ୱାର୍ଡେନ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଘଟିଥିବା ବିବାଦ ଏବେ ରାଜନୈତିକ ଓ ଶିକ୍ଷାଗତ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। କ୍ୟାମ୍ପସରେ କଥିତ ରାଜନୈତିକ ହସ୍ତକ୍ଷେପକୁ ବିରୋଧ କରି ହଷ୍ଟେଲର ସମସ୍ତ ୱାର୍ଡେନ ସାମୂହିକ ଭାବେ ଇସ୍ତଫା ପ୍ରଦାନ କରିଛନ୍ତି। ସେମାନେ କୂଳପତିଙ୍କୁ ଭେଟି ନିଜ ଇସ୍ତଫାପତ୍ର…