Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବୀନ ନିବାସରେ ଅରୁଣ ପଟ୍ଟନାୟକ, ସମ୍ଭାଳିବେ କି ବିଜେଡିର ମଙ୍ଗ?

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି ଧରଶାୟୀ ହୋଇଛି । ଭାଙ୍ଗିଛି ଦୀର୍ଘ ୨୪ ବର୍ଷର ସରକାର । ତେବେ ଏହା ଭିତରେ ଗତକାଲି ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ନାତି ଅରୁଣ ପଟ୍ଟନାୟକ । ତେବେ ଅରୁଣଙ୍କ ଅଚାନକ ଭୁବନେଶ୍ୱର ଆଗମନକୁ ନେଇ ରାଜନୀତି ମହଲରେ…

ଛତିଶଗଡ଼ ନାରାୟଣପୁରରେ ବଡ଼ ଧରଣର ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ନାରାୟଣପୁରରେ ବଡ଼ ଧରଣର ଏନକାଉଣ୍ଟର । ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ୭ ଜଣ ମାଓବାଦୀ ନିହତ ହୋଇଥିବାବେଳେ, ୩ଜଣ ଡିଆରଜି ଯବାନ ଆହତ ମଧ୍ୟ ହୋଇଛନ୍ତି । ଖବରମୁତାବକ, ଶୁକ୍ରବାର ନାରାୟଣପୁରରେ ବିଏସଏଫ୍ କ୍ୟାମ୍ପ…

ଟ୍ରକ୍ କୁ ପିଟିଲା ବସ୍; ୨ ମୃତ ଓ ୧୩ରୁ ଅଧିକ ଆହତ

ଯାଜପୁର: ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର…

ନିଶାଗ୍ରସ୍ତ ହୋଇ ଟ୍ରେନ ଉପରକୁ ପଥର ଫିଙ୍ଗିବା ଅଭିଯୋଗରେ ୨ ଗିରଫ

ଖୋର୍ଦ୍ଧା: ଟ୍ରେନ୍ କୁ ପଥର ଫିଙ୍ଗିବା ପଡିଲା ମହଙ୍ଗା ଗିରଫ ହେଲେ ଦୁଇ ଯୁବକ । ଗତ ୬ ତାରିଖ ସାନ୍ଧ୍ୟ ସମୟରେ ୧୨୫୫୨ କାମାକ୍ଷା-ବେଙ୍ଗାଲୁରୁ ଏକ୍ସପ୍ରେସ କୁ ପଥର ଫିଙ୍ଗିବା ଅଭିଯୋଗରେ ରେଳବାଇ ସୁରକ୍ଷା ବଳ (ଆରପିଏଫ) ଦୁଇ ଜଣଙ୍କୁ ଗିରଫ କରିଛି ​​। ଗିରଫ ଦ୍ବୟ ହେଲେ ଖୋର୍ଦ୍ଧା ଜିଲ୍ଲା…

ବଜ୍ରାଘାତରେ ୪ ମୃତ,୪ ଗୁରୁତର

ଭୁବନେଶ୍ବର: ବଜ୍ରାଘାତ ହେଲା କାଳ। ବଜ୍ରାଘାତରେ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ଆଜି ପୃଥକ ପୃଥକ ସ୍ଥାନରେ ଘଡିଛି ଏଭଳି ଅଭାବନୀୟ ଘଟଣା । ମହୁଲଡିଆ ଥାନା କୋଇଲିପାଳ ଗାଁରେ ବଜ୍ରାଘାତରେ ୧୫ ବର୍ଷୀୟ ଝିଅର ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ଅଛନ୍ତି ।…

ମହାପ୍ରଭୁଙ୍କୁ ଦର୍ଶନ ପରେ ପ୍ରତିକ୍ରିୟା ଦେଲେ ଅରୁଣ ଓ ପ୍ରଭାତୀ, ଏମିତି କହିଲେ….

ପୁରୀ: ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ଶ୍ରୀମନ୍ଦିର ମୁହାଁ ଏବେ ନେତା । ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ଆଗାମୀ କାର୍ଯ୍ୟକ୍ରମ କିଭଳି ସଫଳ ହେବ ସେନେଇ ମହାପ୍ରଭୁଙ୍କ ଠାରୁ ଆଶୀର୍ବାଦ ନେଇଛନ୍ତି ନେତା । ତେବେ ବିଜେଡ଼ି ନେତା ଅରୁଣ ସାହୁ ମହାପ୍ରଭୁଙ୍କ ଦର୍ଶନ ସାରି ଫେରିବା ପରେ…

ଲକ୍ଷ୍ମୀ ବସ୍‌ ଡ୍ରାଇଭରକୁ ମାଡ଼,ବେକ ଓ ହାତରେ ଲାଗିଛି ଆଘାତ

ଭଦ୍ରକ: ଲକ୍ଷ୍ମୀ ବସ୍‌ ଡ୍ରାଇଭରକୁ ମାଡ଼ ମାରିଛନ୍ତି ୨ ଯୁବକ । ଆର୍ତ୍ତୁଂ ଛକ ନିକଟରେ ବାଇକରେ ଆସି ୨ ଯୁବକ ଡ୍ରାଇରଙ୍କୁ ଆକ୍ରମଣ କରିଥିବା ଘଟଣା ସାମ୍ନାକୁ ଆସିଛି। ଲକ୍ଷ୍ମୀ ବସକୁ୍‌ ବିରୋଧ କରି ଡ୍ରାଇଭରକୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣାରେ ଡ୍ରାଇଭରଙ୍କ ବେକ ଓ ହାତରେ ଆଘାତ…

ସୁଜାତା କାର୍ତ୍ତିକେୟନ ଗଲେ ଛୁଟିରେ, ପୂର୍ବରୁ ଓଡ଼ିଶା ବାହାରକୁ ଯାଇଛନ୍ତି ସ୍ବାମୀ ଭି.କେ ପାଣ୍ଡିଆନ୍

ଭୁବନେଶ୍ୱର: ଆଇଏଏସ ସୁଜାତା କାର୍ତ୍ତିକେୟନ ୬ ମାସ ଛୁଟିରେ ଗଲେ । ନଭେମ୍ବର ୨୬ ତରିଖ ଯାଏଁ ଛୁଟିରେ ଯାଇଛନ୍ତି ବିଜେଡିର ନମ୍ବର ଟୁ ନେତା ଭି,କେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ। ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି ପାଇଁ ଛୁଟିରେ ରହିଥିବା ସେ ତାଙ୍କ ଛୁଟି ଆବେଦନ ଚିଠିରେ ଉଲ୍ଲେଖ…

‘ଆଗାମୀ ଦିନରେ ଓଡ଼ିଶା ସଶକ୍ତ ଏବଂ ଉନ୍ନତ ରାଜ୍ୟ ହେବ’

ପୁରୀ: ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ଆଜି ପୂର୍ବାହ୍ନରେ ରାଜ୍ୟପାଳ ରଘୁବର ଦାସ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଏଥିସହ ମା' ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ସହ ଆଶିଷ ଲାଭ…

କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ

କଟକ :କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ । କଂଗ୍ରେସରୁ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ ହୋଇଛନ୍ତି ବହିଷ୍କୃତ  । ୬ ବର୍ଷ ପାଇଁ କଂଗ୍ରେସରୁ ମାନସଙ୍କୁ ବହିଷ୍କାର କଲା ଦଳ । ଦଳ ବିରୋଧି କାର୍ଯ୍ୟ ପାଇଁ ପିସିସି ସଭାପତି ଏହିଭଳି ନିଷ୍ପତି ନେଇଥିବା ସୂଚନା ରହିଛି । କହି ରଖୁଛୁ…