Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡିଶାରୁ କିଏ କେନ୍ଦ୍ରମନ୍ତ୍ରୀ ?

ଭୁବନେଶ୍ବର: ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଓଡିଶାରୁ କିଏ ? ଉଭୟ ବିଧାନସଭା ଓ ଲୋକସଭାରେ ଏଥର ବିଜେପିକୁ ମନଖୋଲି ଆଶୀର୍ବାଦ କରିଛନ୍ତି ଓଡିଶା ଭୋଟର । ପ୍ରଥମ ଥର ପାଇଁ ରାଜ୍ୟରେ ୨୦ଟି ଲୋକସଭା ଆସନ ଜିତିଛି ଦଳ । ତେଣୁ ମୋଦି ସରକାରଙ୍କ ତୃତୀୟ ପାଳିରେ ଓଡିଶାରୁ କିଏ କିଏ ପାଇପାରନ୍ତି…

ଭାଙ୍ଗିଲା ବିଜେଡି ଗଡ

ଭୁବନେଶ୍ବର: ଓଡିଶାରେ ସରକାର ପରିବର୍ତ୍ତନ । ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଯେଉଁଠି ଉଡୁଥିଲା ସବୁଜ ବାନା, ସେଠି ଫୁଟିଲା ପଦ୍ମ । ଏଥର ନିର୍ବାଚନରେ ବର୍ଷ ବର୍ଷ ଧରି ରହିଥିବା ବିଜେଡି ଗଡ ଭାଙ୍ଗିଛି ବିଜେପି । ଦକ୍ଷିଣ ହେଉ କି ଉପକୂଳ, ଯେଉଁଠି ବିଜେଡି ଦୁର୍ଗ ବନାଇଥିଲା, ସେଠାରେ ପଦ୍ମ…

ସେନା କ୍ୟାମ୍ପ ଉପରେ ରକେଟ୍ ମାଡ କଲେ ମାଓବାଦୀ, ଅଳ୍ପକେ ବର୍ତ୍ତିଲେ ଯବାନ

ମାଲକାନଗିରି: କିଛି ଦିନର ବ୍ୟବଧାନ ପରେ ପୁଣି ଅଶାନ୍ତ ହୋଇପଡିଛି ମାଲଗାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର । ଏଠାରେ ଥିବା ସେନା କ୍ୟାମ୍ପ ଉପରେ ମାଓ ହାମଲା ହୋଇଥିବା ଜଣାପଡିଛି । ନାରାୟଣପୁରରେ ବିଏସଏଫ୍ କ୍ୟାମ୍ପ ଉପରେ ମାଓବାଦୀ ମାନେ ରକେଟ୍ ମାଡ଼ କରିଛନ୍ତି । ୪ଟି ବିଜିଏଲ…

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

ଭୁବନେଶ୍ବର: ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଅନ୍ତରୀଣ ଜାମିନ । ପ୍ରଶାନ୍ତ ଜଗଦ୍ଦେବଙ୍କୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ । ଜଗଦ୍ଦେବଙ୍କୁ ଅଦାଲତ ତିନିଦିନିଆ ଜାମିନ ପ୍ରଦାନ କରିଛନ୍ତି। ଜୁନ ୯, ୧୦ ଏବଂ ୧୧ ତାରିଖ ଯାଏଁ ଖୋର୍ଦ୍ଧା…

ଝାରସୁଗୁଡ଼ା ସହର ସାରା ପାଣ୍ଡିଆନଙ୍କ ପୋଷ୍ଟର

ଝାରସୁଗୁଡ଼ା: ଚଳିତ ନିର୍ବାଚନରେ ଓଡିଶାର ୨୪ ବର୍ଷର ନିରବଚ୍ଛିନ୍ନ ସରକାରକୁ ଲାଗିଛି ଶକ୍ତ ଝଟକା । ସାଧାରଣ ନିର୍ବାଚନ ଫଳାଫଳ ବିଜେଡି ପାଇଁ ଅପ୍ରତ୍ୟାଶିତ ରହିଛି ଓ କେତେକଙ୍କୁ ପୁରା ଚକିତ ମଧ୍ୟ କରିଛି। ବିଭିନ୍ନ ପ୍ରସଙ୍ଗରେ ପାଣ୍ଡିଆନଙ୍କ ଓଭର କନଫିଡେନ୍ସ ଆଜି ନବୀନ ଓଡ଼ିଶା ଅନ୍ତର ଏକ…

ଆଜିଠୁ ଯୁକ୍ତ ଦୁଇ ଅନଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା। ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହୋଇଛି କମନ ଆପ୍ଲିକେସନ୍ ଫର୍ମ। ଛାତ୍ରଛାତ୍ରୀ www.samsodisha.gov.in ଏହି ୱେବସାଇଟକୁ ଯାଇ ଆବେଦନ କରିପାରିବେ। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ…

୧୨ ତାରିଖରୁ ପର୍ଯ୍ୟଟକଙ୍କୁ ମନା ଶିମିଳିପାଳ

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ଜୁନ୍ ୧୨ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଅକ୍ଟୋବର ମାସ ପର୍ଯ୍ୟନ୍ତ ପରିଦର୍ଶକମାନଙ୍କ ପାଇଁ  ବନ୍ଦ ରହିବ ଶିମିଳିପାଳ । ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ଅଭୟାରଣ୍ୟ କର୍ତ୍ତୃପକ୍ଷ…

ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, କେଉଁଠୁ ଆସୁଛି କିଛି ଜଣା ପଡୁନାହିଁ

ବାଲେଶ୍ବର: ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, ଭୟଭୀତ ହୋଇ ଘରୁ ବାହାରି ଆସିଲେ ଲୋକେ । ହେଲେ କେଉଁଠୁ ଆସୁଛି କିଛି ଜଣାପଡୁନି । କିଛି ଏଭଳି ଘଟଣା ଆଜି ପୁଣି ଶୁଣିବାକୁ ମିଳିଛି ବାଲେଶ୍ବର ନୀଳଗିରି ଅଞ୍ଚଳ ଓ ଭଦ୍ରକ ବାସୁଦେବପୁରରେ । ଏଭଳି ପ୍ରଚଣ୍ଡ ଶବ୍ଦ ଶୁଣି ଭୟଭୀତ ହୋଇଛନ୍ତି ଲୋକେ…

ଗାଁ ମୁହାଁ ୨୭ ଟିକିଆ ହାତୀପଲ, ଗ୍ରାମବାସୀ ଭୟଭୀତ

କରଞ୍ଜିଆ: ଦୀର୍ଘଦିନ ବ୍ୟବଧାନ ପରେ ପୁଣି ଗାଁ ମୁହାଁ ହୋଇଛନ୍ତି ୨୭ ଟିକିଆ ହାତୀପଲ। କରଞ୍ଜିଆ ବନଖଣ୍ଡରୁ ହାତୀପଲ ଗାଁ ମୁହାଁ ହୋଇଥିବା ସୂଚନା ରହିଛି। ବୈତରଣୀ ନଦୀ ପାର ହୋଇ କରଞ୍ଜିଆ ବନଖଣ୍ଡ ହଳଦିଆ ଗାଁ ନକିଟ ଜଙ୍ଗଲରେ ହାତୀପଲ ଥିବାରୁ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି। ହାତୀପଲ…

ଚଳଚଞ୍ଚଳ ରଥଖଳା, ତିନିରଥର ୪୨ ଚକ ନିର୍ମାଣ ଶେଷ

ପୁରୀ: ରଥ ନିର୍ମାଣ ପ୍ରକ୍ରିୟାରେ ଗୁରୁବାର ଥିଲା ବ୍ୟସ୍ତବହୁଳ ଦିନ। ମୁଖ୍ୟ ବିଶ୍ୱକର୍ମା ମୁହାଁଟରେ ବିନ୍ଧ ଅନୁକୂଳ କରିବା ସହ ବଡ଼ଦାଣ୍ଡରେ ରଥର ଦଣ୍ଡା ଅନୁକୂଳ ହୋଇଥିଲା। ପୁଣି ଯନ୍ତା ଗାଡ଼ରେ ପଡି ତିନି ରଥର ଶେଷ ସିଙ୍ଗଜା ପ୍ରସ୍ତୁତ ହୋଇଛି। ଜୁଲାଇ ୭ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ…