Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଭୁବନେଶ୍ବରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ସୁରେଶ୍ୱରୀ

ସୁବର୍ଣ୍ଣପୁର : ଆସୁଛି ପାର୍ବଣ  । ବିଭିନ୍ନ ଶକ୍ତିପୀଠ ଗୁଡିକରେ ଚାଲିଛି ମାଆଙ୍କର ଷୋଡଶ ଉପଚାର ପୂଜା  । ଏଥିଲାଗି ଚଳଚଞ୍ଚଳ ହୋଇପଡିଛି ଗାଁଠୁ ସହର  । ଚଣ୍ଡିପାଠରେ କମ୍ପୁଛି ସାରା ପରିବେଶ  ।  ଆଜି ମାଁ ସୁରେଶ୍ୱରୀ ଭୁବନେଶ୍ଵରୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତକାଲି…

ତାଳଚେରରେ ଅଧିଷ୍ଠାତ୍ରୀ ଦେବୀ ମାଆ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା: ବର୍ଷକୁ ଥରେ ଅଗ୍ନି ରୂପେ ଭକ୍ତଙ୍କୁ ଦର୍ଶନ…

ତାଳଚେର: ଆସୁଛି ପାର୍ବଣ  । ବିଭିନ୍ନ ଶକ୍ତିପୀଠ ଗୁଡିକରେ ଚାଲିଛି ମାଆଙ୍କର ଷୋଡଶ ଉପଚାର ପୂଜା  । ଏଥିଲାଗି ଚଳଚଞ୍ଚଳ ହୋଇପଡିଛି ଗାଁଠୁ ସହର  । ଚଣ୍ଡିପାଠରେ କମ୍ପୁଛି ସାରା ପରିବେଶ  । ସମସ୍ତ ଶକ୍ତିପୀଠ ଗୁଡିକ ମଧ୍ୟରେ ତାଳଚେରର ମା ହିଙ୍ଗୁଳାଙ୍କ ପୀଠ ଅନ୍ୟତମ  । ତାଳଚେର ର ଗୋପାଳଗଡରେ…

ବଢିଲା ବିଜୟ ଶଙ୍କରଙ୍କ ଅଡୁଆ: ସବ ରେଜିଷ୍ଟ୍ରାରଙ୍କୁ ହାଇକୋର୍ଟଙ୍କ କପି ଦେଲେ ସୋମାଲିକା, ବାହାଘର ଉପରେ ରୋକ…

କଟକ:ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡୁଆ ବଢିଲା । ବିଧାୟକ ବିଜୟ ଶଙ୍କରଙ୍କ ପୂର୍ବତନ ବାନ୍ଧବୀ ସୋମାଲିକା ଦାଶ ବିଜୟଙ୍କର ଅନ୍ୟ ଜଣେ ଯୁବତୀଙ୍କ ସହ ହେଉଥିବା ବିବାହକୁ ରୋକିବା ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ବିଜୟଶଙ୍କର ତାଙ୍କୁ ପ୍ରତିରାତି କରିଥିବା ଏବଂ ଯୌନ…

ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ: ଏକକାଳୀନ ୯ଟି ଘରେ ଚଢାଉ

ଅନୁଗୁଳ:ଶିକ୍ଷା ବିଭାଗରେ ଦୁର୍ନୀତି । ଭିଜିଲାନ୍ସ ଜାଲରେ ପଡିଲେ ଶିକ୍ଷା ଅଭିଯାନର ଜେଇ । ପାଲଲହଡ଼ାରେ ବ୍ଲକ ଶିକ୍ଷା ଅଧିକାରୀ ପ୍ରସନ୍ନ ପାଣିଙ୍କ ଘରେ ରେଡ଼ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ହୋଇଛି । ଏକକାଳୀନ ଏକାଧିକ ଘରେ ଏହି ଚଢାଉ ହୋଇଛି । ଶିକ୍ଷାଧିକାରୀଙ୍କ…

ଯାଜପୁର ପାଣିକୋଇଲିରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ ପଛପଟୁ ପିଟିହେଲା ଆମ୍ବୁଲାନ୍ସ , ଦୁଇ ଗୁରୁତର

ଯାଜପୁର : ପାଣିକୋଇଲି ଥାନା ଚାନ୍ଦପୁର ନିକଟରେ ଅଭାନୀୟ ଘଟଣା ଘଟିଛି । ଟ୍ରକ ପଛପଟୁ ପିଟିହେଲା ଆମ୍ବୁଲାନ୍ସ  । ଫଳରେ ଏଥିରେ ଦୁଇ ଜଣ ଗୁରୁତର ହୋଇଛନ୍ତି  । ଆଜି ଭୋର ସମୟରେ ଆମ୍ବୁଲାନ୍ସଟି କଟକରୁ ରୋଗୀ ଛାଡି ଫେରୁଥିବା ବେଳେ ପାଣିକୋଇଲି ୫୩ ନଂ  ଜାତୀୟ ରାଜପଥ ଚାନ୍ଦପୁର ଛକ ନିକଟରେ…

ରାଜଧାନୀରେ ଆତଙ୍କ : ବିଚ୍ ରାସ୍ତାରେ ସିକ୍ୟୁରିଟି ଗାର୍ଡଙ୍କୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ରକ୍ତରଞ୍ଜିତ ହେଲା ରାଜଧାନୀ ରାଜରାସ୍ତା  । ରାତିଅଧରେ ସିକ୍ୟୁରିଟି ଗାର୍ଡଙ୍କୁ ଗୋଡାଇ ଗୋଡାଇ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ  । ଏମିତି କିଛି ଘଟଣା ଘଟିଛି ଭୁବନେଶ୍ବର ମଙ୍ଗରାଜ ପଏଣ୍ଟରୁ ପୁରୀ ବାଇପାସ୍ ରୋଡ୍ ଯିବା ରାସ୍ତାରେ  । ସୂଚନା ମୂତାବକ ଗତକାଲି କେ-ଓ୍ବାନ୍…

ଶିମିଳିପାଳରେ ଚାଲିଛି ବାଘ ଗଣନା : ଖଞ୍ଜାଯାଇଛି ୪୫୦ରୁ ଉର୍ଦ୍ଧ୍ବ ଟ୍ରାପ୍ କ୍ୟାମେରା

ବାରିପଦା : ଶିମିଳିପାଳ ଅଭୟାରଣ୍ୟରେ ବାଘ ଗଣନା । ୩ଟି ପର୍ଯ୍ୟାୟରେ ବାଘ ଗଣନା କାର୍ଯ୍ୟ ଚାଲିଛି  । ଏଥିଲାଗି ୭୦୦ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଶିମିଳିପାଳର ଉତ୍ତର ଦକ୍ଷିଣ ସମେତ ବିଭିନ୍ନ ବନଖଣ୍ଡରେ ଗଣନା ଜାରି ରହିଛି । ରାଇରଙ୍ଗପୁର, କରଞ୍ଜିଆ ଓ ବାରିପଦା ବନଖଣ୍ଡରେ ଗଣନା…

ସୈତାନ ସାଜିଲା ମାଆ : ୪ବର୍ଷର ଝିଅକୁ ମାରି ଜଙ୍ଗଲରେ ପୋତି ଦେଲା !

ବାଲିଗୁଡା : ବାଲିଗୁଡା ସାରଙ୍ଗଡ ଥାନା ଗୁଟିଙ୍ଗିଆ ଗାଁରେ ଅଭାବନୀୟ ଘଟଣା ଘଟିଛି  । ଏକ ୪ ବର୍ଷର ଝିଅକୁ ତାର ମାଆ ହତ୍ୟା କରିଥିବା ଅଭିଯୋଗ ହୋଇଛି  । ଜଙ୍ଗଲରୁ ମୃତଦେହ ଜବତ ସହ ମାଆକୁ ଅଟକ ରଖିଲା ପୋଲିସ । ପାରିବାରିକ କଳହରୁ  ମହିଳା ଜଣଙ୍କ ତାଙ୍କ ସ୍ବାମୀଙ୍କ ଠାରୁ ଅଲଗା ରହୁଥିଲେ ।…

ଟଙ୍କା ନଫେରାଇବାରୁ ପ୍ରିୟବ୍ରତ ଅପହରଣର ଶିକାର !

ଭୁବନେଶ୍ୱର: ପଇସା ଧାରରେ ନେଇ ନଫେରାଇବାରୁ ଅପହରଣର ଶିକାର ହୋଇଛନ୍ତି ପ୍ରିୟବ୍ରତ ସାହୁ। ଏବେ ଏଭଳି ଏକ ସୂଚନା ମିଳିଛି, ଯିଏକି ସଂଧ୍ୟାରେ ଭୁବନେଶ୍ବର ସ୍ଥିତ ରଶୁଲଗଡ ଅଞ୍ଚଳରେ ଥିବା ଏସପ୍ଲାନେଡ ସପିଂ ମଲ ନିକଟରୁ ଅପହରଣର ଶିକାର ହୋଇଥିବା ସହିଦ ନଗର ଥାନାରେ ତାଙ୍କ ସାଙ୍ଗ ଲୋକନାଥ…

ଖାକିରେ ଦାଗ, ଦୁଷ୍କର୍ମ ଅଭିଯୋଗରେ ଜାମଦା ଥାନାର ଦୁଇ ପୋଲିସ କର୍ମଚାରୀ ଗିରଫ

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାର ଜାମଦା ପୋଲିସ ଏବେ ଚର୍ଚ୍ଚାରେ। ଦୁଇ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଦୁଇ ପୋଲିସ କର୍ମଚାରୀ ଗିରଫ ହେବା ଘଟଣା ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଯାହା ଖାକି ପୋଷାକରେ ଦାଗ ଲଗାଇଛି। ପୁଲିସ ସୂତ୍ରରୁ ପ୍ରକାଶ ଯେ, ଜାମଦା ଥାନାର ଏଏସ୍ଆଇ ଆନନ୍ଦ…