Latest Odisha News

BREAKING NEWS

Browsing Category

ଓଡିଶା

Odisha

ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର

ଭୁବନେଶ୍ଵର: ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର । ଶନିବାର କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । । ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ଅନ୍ତିମ ସମୟରେ ତାଙ୍କର ଦୁଇପୁତ୍ର ଦେବାଶିଷ ଓ ଶୁଭାଶିଷ…

ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପଠାଣୀ ସାମନ୍ତ ପ୍ଲାନେଟାରିୟମ୍‌ରେ ୧୯ତମ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ (ୟାଟ୍‌ସ)ର ଗ୍ରାଣ୍ଡ ଫିନାଲେ-୨୦୨୫ କାର୍ଯ୍ୟକ୍ରମ ଶନିବାର ଆୟୋଜିତ ହୋଇଯାଇଛି। ଏଥିରେ ସାରା ରାଜ୍ୟର ୩୦ ଜଣ ଯୁବ ଜ୍ୟୋତିର୍ବିଜ୍ଞାନୀଙ୍କୁ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ…

ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…

ଭୁବନେଶ୍ବର: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ରେଳ ଭବନରେ ଅଧିକାରୀମାନଙ୍କ ସହିତ ଏକ ସମୀକ୍ଷା ବୈଠକ କରିଥିଲେ । କେନ୍ଦ୍ରମନ୍ତ୍ରୀ ଅଧିକାରୀମାନଙ୍କୁ ବନ୍ଦେ ଭାରତ ଟ୍ରେନରେ ସ୍ଥାନୀୟ ଖାଦ୍ୟ ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦେଇଥିଲେ । ସ୍ଥାନୀୟ ଖାଦ୍ୟ ପରିବେଷଣ ଦ୍ୱାରା…

Farmers request: ଧାନ ବିକ୍ରି ପାଇଁ ଜିଲ୍ଲାପାଳଙ୍କୁ ମୁଣ୍ଡିଆ ମାରି ନେହୁରା ହେଲେ ଚାଷୀ

ବରଗଡ଼: ବରଗଡ଼ ଜିଲ୍ଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରି ନାହିଁ । ଏବେ ଚିନ୍ତାରେ ଚାଷୀ । ଶେଷରେ ବରଗଡ଼ ଜିଲ୍ଲାପାଳଙ୍କୁ ମୁଣ୍ଡିଆ ମାରି ନେହୁରା ହେଲେ ପଦ୍ମପୁର ଚାଷୀ । ସରକାରୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପଦ୍ମପୁର ଗଲାବେଳେ ନେହୁରା ହେଲେ ଚାଷୀ । ରାଜବୋଡାସମ୍ବର କୃଷକ…

Naveen Patnaik Writes to CM: ମୋର ବର୍ଦ୍ଧିତ ଦରମା ଗରିବଙ୍କ ପାଇଁ: ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବଡ଼ ଘୋଷଣା । ତାଙ୍କର ବର୍ଦ୍ଧିତ ଦରମା ଗରିବଙ୍କ ପାଇଁ ବିନିଯୋଗ କରିବାକୁ ଚିଠିରେ ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ ବର୍ଦ୍ଧିତ ଦରମା ନନେବାକୁ ନିଷ୍ପତ୍ତି ନେଇଛନ୍ତି । ନିଜର ବର୍ଦ୍ଧିତ ଦରମାକୁ…

ଏଆଇ କ୍ୟାମେରା ସାହାଯ୍ୟରେ ୩ ଶିକାରୀ ଗିରଫ, ୫ ବନ୍ଧୁକ ଜବତ

ନୀଳଗିରି: ପୁଣି ଶିକାରୀଙ୍କୁ ଧରାଇ ଦେଲା ଏଆଇ କ୍ୟାମେରା । ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା କୁଳଡିହା ଅଭୟାରଣ୍ୟବେତେଇ ଜଙ୍ଗଲରେ ବନବିଭାଗ ପକ୍ଷରୁ ଗଛ ଉପରେ ଏଆଇ କ୍ୟାମେରା ଲଗାଯାଇଥିଲା । ଶିକାର କରିବାକୁ ୩ ଜଣ ଶିକାରୀ ଯାଇଥିବାବେଳେ, ସେମାନଙ୍କୁ କ୍ୟାମେରା ସାହାଯ୍ୟରେ ଗିରଫ…

ବଡ଼ବିଲରେ ନବ ନିର୍ମିତ ୧୦ ଏମଭିଏ ଯୁକ୍ତ ସବଷ୍ଟେସନର ଉଦଘାଟିତ

ବାଲେଶ୍ଵର: ଟିପିଏନଓଡିଏଲ୍ ପକ୍ଷରୁ ଯୋଡ଼ାରେ ଏଚଟି ଓ ଇଏଚ୍‌ଟିର ପ୍ରମୁଖ ଉପଭୋକ୍ତାମାନଙ୍କୁ ନେଇ ଏକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଟିପିଏନଓଡିଏଲର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ (ସିଇଓ) ଗଜାନନ କାଲେ, ବାଣିଜ୍ୟ ଓ ବିଇ ମୁଖ୍ୟ ଜୟଦୀପ ରୟ, ପରିଚାଳନା ମୁଖ୍ୟ ନିଲେଶ…

ମାଲକାନଗିରିରେ ଇଣ୍ଟରନେଟ୍ କଟକଣା ଆଉ ୩୬ ଘଣ୍ଟା ବୃଦ୍ଧି, ହଟିଲା BNSS ୧୬୩

ମାଲକାନଗିରି: ଏମଭି ୨୬ ଗାଁରେ ଧିରେ ଧିରେ ଶାନ୍ତି ଫେରୁଛି। ଜିଲ୍ଲା ପ୍ରଶାସନ ତରଫରୁ କ୍ଷତିଗ୍ରସ୍ତ ଲୋକଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଥିବା ବେଳେ ରନ୍ଧା ଖାଦ୍ୟ ମଧ୍ୟ ବଣ୍ଟନ କରାଯାଇଛି। ଗାଁରେ ବିଦ୍ୟୁତ ସଂଯୋଗ କରିବା ପାଇଁ ବିଦ୍ୟୁତ ବିଭାଗ ଓ ପାଣି ପାଇପ ମରାମତି କରିବା ପାଇଁ…

Book Festival: ୭ମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ: ପାଠକଙ୍କ ମନ କିଣୁଛି ଲାଇଭ୍ ସ୍କେଚିଙ୍ଗ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଛି ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ। ଭୁବନେଶ୍ୱର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବର ଆୟୋଜନ କରାଯାଉଛି। ତେବେ ରାଜ୍ୟର ସର୍ବବୃହତ ପୁସ୍ତକ ମହୋତ୍ସବକୁ ସରିବାକୁ…

Police SI Job Scam: ଆଉ ଜଣଙ୍କୁ ଗିରଫ କଲା ସିବିଆଇ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ଆଉ ଜଣଙ୍କୁ ଗିରଫ କଲା ସିବିଆଇ । ଗୁଜୁରାଟ ବଡୋଦ୍ରାରୁ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅଭିଯୁକ୍ତ ଜଣଙ୍କ ପରିଚୟ ହେଉଛି ନିତୁ ଆରୋରା । ଗୁଜୁରାଟରୁ ଗିରଫ ପରେ ଟ୍ରାନଜିଟ ରିମାଣ୍ଡରେ ଆଣିଛି ସିବିଆଇ‌ । ନିତୁ ଆରୋରା ପୋଲିସ ଏସ…